ରାଜ୍ୟ

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଉ ବଢ଼ିବନି ରାଶନକାର୍ଡ E-KYC ଅବଧି, ଜାଣନ୍ତୁ ଶେଷ ତାରିଖ…

ଭୁବନେଶ୍ୱର,୯ା୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ E-KYC ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ୧୫ ତାରିଖରେ ରାଶନ କାର୍ଡ E-KYC ଅବଧି ସରିବ। ଏହା ପରେ ଆଉ ତାରିଖ ବଢ଼ାଯିବ…

ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି…

ଏସବୁ ଜିନିଷ କେବେ ରଖିବେନି ଘରେ, ରଖିଲେ ମାଡ଼ି ଆସିବ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଆମେ ଜାଣତରେ ହେଉ କି ଅଜାଣତରେ ଏମିତି କିଛି ଅଦରକାରୀ ଜିନିଷ ଘରେ ଗଦାଇ ରଖିଥାଉ; ଯାହାର କୁପ୍ରଭାବ ଘରର ସୁଖ, ଶାନ୍ତି ଓ ସମୃଦ୍ଧି ଉପରେ ପଡ଼ିଥାଏ ବୋଲି ବିଶ୍ୱାସ ରହିଛି… * ଘରେ ଯଦି ପୁରୁଣା…

ସୁରକ୍ଷାକର୍ମୀ-ମାଓବାଦୀ ଘମାଘୋଟ ଲଢ଼େଇ: ୧୨ ମାଓବାଦୀ ନିହତ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ…

Virat Kohli: ଆଜି କଟକରେ ଖେଳିବେ କି ନାହିଁ କୋହଲି, ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୯।୨: ବାରବାଟୀ ମହାମୁକାବିଲା ପାଇଁ ଆଉ କେଇ ମିନିଟ ବାକି ରହିଛି । ହୁଲସ୍ତୁଲ ହେବ ଷ୍ଟାଡିୟମ ଆଉ ମତୁଆଲା ହେବେ କ୍ରିକେଟ ପ୍ରେମୀ । ସବୁ ପ୍ରକାର ପ୍ରସ୍ତୁତି ବି ଶେଷ ହୋଇସାରିଛି । କେବଳ ଅପେକ୍ଷା ଟସ ପଡିବାକୁ…

କବିସୂର୍ଯ୍ୟ ଜୟନ୍ତୀ ମହୋତ୍ସବ ଆୟବ୍ୟୟ ସମୀକ୍ଷା: ଜାଣନ୍ତୁ କେତେ ଖର୍ଚ୍ଚ ହେଲା

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ଶନିବାର ସ୍ଥାନୀୟ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠରେ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆବାହକ କୁରେଶୁ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ କମିଟିର ବରିଷ୍ଠ ସଦସ୍ୟ ପ୍ରକାଶ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତା…

ଚମ୍ପଟମାରିଲେ ଚାଲାଣକାରୀ: ମିନିଟ୍ରକ୍‌ରୁ ବାହାରିଲା ୮ ବସ୍ତାରେଥିବା ପୁଳାପୁଳା ଗଞ୍ଜେଇ

ଦାରିଙ୍ଗବାଡ଼ି,୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ୨୮୦ କିଲୋ ଗଞ୍ଜେଇ ଜବତ ହୋଇଛି। ଏହାସହ ଗୋଟିଏ ମିନିଟ୍ରକକୁ ଜବତ କରିଛି । ସୂଚନାନୁଯାୟୀ, ଶନିବାର ସାରେ ପୋଲିସ ଖବର ପାଇ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଉଲିପଦର ଗାଁ ଶେଷ…

ଭାଜପାର ଦିଲ୍ଲୀ ଦଖଲ: ଷ୍ଟ୍ରାଟେଜି ପ୍ଲାନର ଓଡ଼ିଶାର ଏହି ନେତା

ନୂଆଦିଲ୍ଲୀ,୯।୨: କୌଣସି ମୁଖ୍ୟମନ୍ତ୍ରୀ ମୁହଁ ବିନା, ଭାରତୀୟ ଜନତା ପାର୍ଟି ୨୭ ବର୍ଷ ପରେ ଦିଲ୍ଲୀ ଜିତିଛି। ଦିଲ୍ଲୀରେ ଭାଜପା କ୍ଷମତାକୁ ଫେରିବା ଘଟଣାକୁ ‘ବ୍ରାଣ୍ଡ ମୋଦି’ ପ୍ରଭାବ ଭାବରେ ବିବେଚନା କରାଯାଉଛି। କିନ୍ତୁ ଏହା ବ୍ୟତୀତ ୫ ଜଣ ଏପରି…

ବାଲେଶ୍ୱର ସହରର ଜଣେ ଯୁବତୀଙ୍କୁ ଦେଖା କରିବାକୁ ବାରମ୍ବାର ଦିଲ୍ଲୀରୁ ଆସୁଥିଲେ ଯୁବବ, ଏବେ ହୋଟେଲ୍‌ ରୁମରୁ

ବାଲେଶ୍ୱର,୯।୨(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେଖୁଣ୍ଟା ଥାନା ଅଞ୍ଚଳର ଏକ ହୋଟେଲ ରୁମରୁ ଶନିବାର ରାତିରେ ଜଣେ ଦିଲ୍ଲୀ ଯୁବକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ହେଲେ ଦିଲ୍ଲୀ କରୁଆଲନଗର ଥାନା ସାହାଦତପୁର ଅଞ୍ଚଳର ରାହୁଲ ଚୌଧୁରୀ (୨୭)।…

ଆହୁରି ୩ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର,୯ା୨(ଅନୁରାଧା ମହାରଣା): ରାଜ୍ୟରୁ ଗତ କିଛିଦିନ ହେଲା ଶୀତ ଉଭାନ ହୋଇଯାଇଥିଲା। ତାପମାତ୍ରା ବୃଦ୍ଧି ପାଇବା ସହ ଲୋକେ ଫେବୃଆରୀ ଆରମ୍ଭରୁ ଗ୍ରୀଷ୍ମ ଋତୁର ଅନୁଭବ କରିଥିଲେ। ହେଲେ ୨ଦିନ ହେଲା ପାରଦ ସାମାନ୍ୟ ତଳକୁ ଖସିବା ସହ ଖରାତାତି ପ୍ରକୋପ…

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୯ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ…

ମେ’ ୪ରେ ନିଟ୍‌ ୟୁଜି ପ୍ରବେଶିକା

ଭୁବନେଶ୍ୱର,୯।୨(ସୁଚିସ୍ମିତା ସାହୁ): ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ଆସନ୍ତା ମେ’ ୪ରେ ଅନୁଷ୍ଠିତ ହେବ। ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ତିନି ଘଣ୍ଟା ଧରି ପରୀକ୍ଷା ଚାଲିବ। ଏନେଇ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଘୋଷଣା କରାଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?