ଅଧ୍ୟାପକ, କର୍ମଚାରୀଙ୍କ ଦରମା ବଢିଲା
ଭଞ୍ଜନଗର,୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଚାଳନା କମିଟି ଅଧୀନରେ କାର୍ଯ୍ୟରତ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କ ଦରମା ବଢ଼ିଛି। ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା କାର୍ଯ୍ୟକାରୀ ହୋଇଛି। ଶୁକ୍ରବାର କାର୍ଯ୍ୟରତ ଅଧ୍ୟାପକ, କର୍ମଚାରୀମାନେ…
ବାହାଘର ସାରି ଫେରୁଥିଲେ: କାର-ଟ୍ରକ୍ ମୁହାଁମୁହିଁ ଧକ୍କା, ବରକନ୍ୟା ଗୁରୁତର
ଜମନକିରା, ୭।୨(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ପିଇଟି କଲେଜ ପାଖରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। କାର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ କାରରେ ବସିଥିବା…
ଇଟାଭାଟି ମାଲିକଙ୍କ ଜୁଲମ୍: ଖାଇବାକୁ ନ ଦେଇ ପିଠିରେ ବାଜୁଛି ପାହାର: ପୁଅକୁ ଫେରାଇ ଆଣିବାକୁ ମା’ଙ୍କ…
ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ପେଣ୍ଡରାବନ ଗାଁର ୨ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ନିର୍ଯାତନାର ଶିକାର ହେଉଥିବା ନେଇ ଶୁକ୍ରବାର ଜିଲା ଶ୍ରମିକ ମହାସଂଘ ସହ ଆବାହକ ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ନିର୍ଯ୍ୟାତିତାଙ୍କ ମା’ କସ୍ତୁରୀ…
ଉଦ୍ଯାପିତହେଲା ସିମନବାଡ଼ି ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ: ଶରୀର ସୁସ୍ଥ ରହିଲେ ମାନସିକ ସୁସ୍ଥ ରହିବ
ଦାରିଙ୍ଗବାଡ଼ି,୭ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଯାପିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍ପି ସୁକାନ୍ତ କୁମାର…
IND Vs ENG: ଖେଳାଳିଙ୍କୁ ପରଷାଯିବ ଓଡ଼ିଆ ଖାଦ୍ୟ, ଦେଶୀ ଚିକେନ୍କୁ, ଡାଲମା, ମାଛ ତରକାରୀ…
ଭୁବନେଶ୍ୱର,୭।୨: ସୁପର ସଣ୍ଡେରେ ହେବ ସୁପର ମୁକାବିଲା । ବାରବାଟୀରେ ମୁହାଁମୁହିଁ ହେବେ ଇଣ୍ଡିଆ ଓ ଇଂଲଣ୍ଡ । ରବିବାର ଦିନିକିଆ ଲଢ଼େଇ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିବେ ଉଭୟ ଦଳର ଖେଳାଳି । ଏମାନଙ୍କୁ ସ୍ବାଗତ କରିବା ପାଇଁ ବ୍ୟାପକ…
ଗିରଫ ହେଲେ କୋଟିପତି ସରକାରୀ ବାବୁ
ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧…
ଟ୍ରକ ମଡ଼ାଇ ୨ ଭାଜପା ନେତାଙ୍କୁ କରାଯାଇଥିଲା ହତ୍ୟା: ଅଭିଯୁକ୍ତଙ୍କ ହେଲା ପଲିଗ୍ରାଫ ଟେଷ୍ଟ
ସମ୍ବଲପୁର,୭।୨: ଟ୍ରକ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ ଶୁକ୍ରବାର ୨ ଦିନିଆ ରିମାଣ୍ଡରେ ଆଣି ପଲିଗ୍ରାଫ ଟେଷ୍ଟ କରାଯାଇଛି। ପଲିଗ୍ରାଫ ଟେଷ୍ଟରେ ପୋଲିସ କ’ଣ ସବୁ…
ବିଜେଡିକୁ ବଡ଼ ଝଟ୍କା: ବ୍ଲକ ଉପାଧ୍ୟାକ୍ଷ ପଦ ସାଙ୍ଗକୁ ଦଳରୁ ଇସ୍ତଫା ଦେଲେ ଅଶୋକ ଓଝା
ନିଶ୍ଚିନ୍ତକୋଇଲି,୭।୨(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉପାଧ୍ୟାକ୍ଷା ଅଶୋକ ଓଝା ତାଙ୍କ ପଦବୀରୁ ଇସ୍ତପା ଦେଇଛନ୍ତି। ଏହା ସହ ସେ ମଧ୍ୟ ବିଜୁଜନତା ଦଳ ବ୍ଲକ ଉପସଭାପତି ପଦରୁ ଇସ୍ତପା ଦେଇଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଅଶୋକ ତାଙ୍କ ଇସ୍ତଫା ପତ୍ର…
India vs England: ମହଙ୍ଗା ପଡ଼ିଲା ଟିକେଟ କଳାବଜାରୀ: ୭ ଅଭିଯୁକ୍ତ ଗିରଫ
କଟକ,୭ା୨: ୯ରେ ବାରବାଟୀ ଲଢ଼େଇ। ଏନେଇ ଶୁକ୍ରବାର ସାରେ ଭାରତ ଏବଂ ଇଂଲଣ୍ଡ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବେ। ପରେ ସେମାନେ ମେ’ଫେୟାର ହୋଟେଲକୁ ଯାଇ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଖେଳାଳିଙ୍କ ସୁରକ୍ଷା…
ମେସଜ୍ ଆସି ନ ଥିଲେ କି ୟୁପିଆଇ ବ୍ୟବସ୍ଥା ନ ଥିଲେ ଘରେ ବସି ୫ ମିନିଟ୍ରେ ଚେକ୍ କରିପାରିବେ ଟଙ୍କା….
ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେବେ ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ…
ଚାଷୀଙ୍କ ପାଇଁ ବଡ଼ ଖବର: ପୁଣି ବଢ଼ିପାରେ MSP
ଭୁବନେଶ୍ୱର,୭।୨: ପୁଣି ଧାନର ସହାୟକ ମୂଲ୍ୟ ବଢ଼ାଇପାରନ୍ତି କେନ୍ଦ୍ର ସରକାର। ଧାନ ସହ ଡାଲି ଏବଂ ତୈଳଜାତୀୟ ଦ୍ରବ୍ୟର ବି ସହାୟକ ମୂଲ୍ୟ ବୃଦ୍ଧି କରିପାରନ୍ତି ସରକାର। ଶୁକ୍ରବାର ଏନେଇ ପୂର୍ବ ଭାରତ ରାଜ୍ୟ ସମୂହ ବୈଠକରେ କେନ୍ଦ୍ର ପାଖରେ ପ୍ରସ୍ତାବ…
କାଲି ଆସିବ ସୁଭଦ୍ରା ଟଙ୍କା: ସରକାରଙ୍କ ଲିଷ୍ଟରୁ ବାଦ୍ ପଡ଼ିଛି ଏମାନଙ୍କ ନାଁ, ଟଙ୍କାଟିଏ ବି…
ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ଏହି ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ…

