ନଦୀପଠାରୁ ମହିଳାଙ୍କ ମୃତଦେହ ଜବତ ଘଟଣାରେ ଯୁବକ ଗିରଫ, ମହିଳାଙ୍କ ସ୍ବାମୀଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରିଥିଲେ
ଭୁବନେଶ୍ୱର,୭।୨(ସୂର୍ଯ୍ୟକାନ୍ତ ବେହେରା): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ସ୍ଥିତ ଦୟାନଦୀ ପଠାରୁ ଜାନୁୟାରୀ ୨୮ରେ ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ ଜାରି ରଖିଥିଲେ ମଧ୍ୟ ଏଯାବତ ପରିଚୟ ଖୋଜିପାରି ନାହିଁ। ଫଳରେ ମହିଳାଙ୍କ ମୃତ୍ୟୁକୁ ନେଇ…
ବଜେଟ ଅଧିବେଶନ ପାଇଁ ୧୨ରେ ସର୍ବଦଳୀୟ ବୈଠକ: ୧୭ରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ
ଭୁବନେଶ୍ୱର,୭ା୨(ବନ୍ଦନା ସେଠୀ):ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବା ବଜେଟ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଫେବୃଆରୀ ୧୩ରୁ ୨୧ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ…
ରାସ୍ତାରେ ଜଳିଗଲା କାର୍
ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଘରୋଇ ବସ୍ଷ୍ଟାଣ୍ଡ କେନାଲ କଡ଼ ରାସ୍ତାରେ ଗୁରୁବାର ଏକ କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡିଥିଲେ। ଶଟସର୍କିଟ ଯୋଗୁ କାରରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ପାଖ ଦୋକାନରୁ…
ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର
ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର…
ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି: ତ୍ୱରିତ ସମାଧାନ କର, ବିଳମ୍ବ ହେଲେ କାର୍ଯ୍ୟାନୁଷ୍ଠାନ, ଅଧିକାରୀଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୬।୨: ଜନଶୁଣାଣି ପାଇଁ ଦାଖଲ ହେଉଥିବା ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏହାର କାର୍ଯ୍ୟକାରିତା ନେଇ ବିଳମ୍ବ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଏ ନେଇ…
ପୂର୍ବତନ କଂଗ୍ରେସ ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ, ଅଧ ରାତିରେ ଫୋନ୍ କରି କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୬।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଜୟଦେବ ଜେନାଙ୍କୁ ଦିଆଯାଇଥିବା ହତ୍ୟା ଧମକ ଉପରେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି ଏବଂ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
ଆକ୍ସନରେ ତହସିଲଦାର: ପିଚୁ ପ୍ଲାଣ୍ଟକୁ କଲେ ସିଲ୍
ଭବାନୀପାଟଣା,୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ତହସିଲଦାର ଶୁଭସ୍ମିତା ମିଶ୍ରଙ୍କୁ ଗୁରୁବାର ଆକ୍ସନ ମୋଡରେ ଦେଖିବାକୁ ମିଳିଛି। ଭବାନୀପାଟଣା ତହସିଲ ଅଧୀନ ଛତିକୁଡ଼ାରେ ଗତ ଦେଢବର୍ଷ ଧରି ଚାଲିଥିବା ଏକ ପିଚୁ ପ୍ଲାଣ୍ଟ ଉପରେ ଚଢାଉ କରିଥିଲେ। ଚଢାଉ ବେଳେ…
ନିଯୁକ୍ତି ପାଇବେ ୨୭୬୭ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, ମୁଖ୍ୟମନ୍ତ୍ରୀ କରିବେ…
ଭୁବନେଶ୍ୱର, ୬।୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା…
ଜନ୍ମମାଟିରେ ବିଏସ୍ଏଫ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଛତ୍ରପୁର,୬।୨(ଦିଲୀପ ସାମଲ): ବିଏସ୍ଏଫ ଯବାନ କେ.ସୋମନାଥଙ୍କ ଗୁରୁବାର ଜନ୍ମମାଟି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବାଳକୃଷ୍ଣପୁର ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ବାଟାଲିଅନ ୟୁନିଟ୍ ପକ୍ଷରୁ ଗାର୍ଡ ଅଫ୍ ଅନ୍ର ଦିଆଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ଉପସ୍ଥିତ ଗ୍ରାମବାସୀ…
କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା
ଭୁବନେଶ୍ୱର, ୬।୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ…
୮ ତାରିଖରେ ଏମାନଙ୍କ ଖାତାକୁ ଆସିବନି ଟଙ୍କା, କଟିଲା ନାଁ…କରନ୍ତୁ ଚେକ୍
ଭୁବନେଶ୍ୱର, ୬।୨: ଆସନ୍ତା ଫେବୃଆରୀ ୮ ତାରିଖରେ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଖାତାକୁ ଆସିବ। ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ବାକିଥିବା ଇ-କେୱାଇସି ଆଉ NPCIରୁ ପାଖାପାଖି ୨୫…
ଆସନ୍ତା ୧୦ ତାରିଖରୁ ପୁଣି ଟ୍ବିନ୍ ସିଟିରେ ଗାଡ଼ି ଚେକିଂ
ଭୁବନେଶ୍ୱର, ୬।୨: କଟକ ଏବଂ ଭୁବନେଶ୍ୱରରେ କଳା ଫିଲ୍ମ, ସାଇରନ୍ ଏବଂ ବିକଟାଳ ହର୍ଣ୍ଣ ବ୍ୟବହାର ବିରୋଧରେ କମିଶନରେଟ୍ ପୋଲିସ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଆଇନଗତ ନିଷେଧ ସତ୍ତ୍ୱେ, ଅନେକ ଯାନବାହାନ ଏବେ ବି ରଙ୍ଗୀନ କାଚ/କଳା…

