ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…
ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ ପାଇଁ ଚନ୍ଦ୍ର ପଛରେ ଶୁକ୍ର ଗ୍ରହ ଅଦୃଶ୍ୟ ହୋଇଯାଇଥିଲା। ଏହାକୁ ଜ୍ୟୋତିର୍ବିଜ୍ଞାନ ଭାଷାରେ…
ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ
ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସହ ସମସ୍ତ ଡେକୋରେସନ ପୋଡି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁ…
ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର
ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ଆସିବା ପରେ ଚିନ୍ତାରେ ପଡ଼ିଛନ୍ତି ସେମାନେ। କେନ୍ଦୁଝର…
ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି
କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାଫିକ ସମସ୍ୟା ଦୋକାନର ନିଜସ୍ବ ପାର୍କିଂ…
କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର କ୍ଲବ୍ ୯୯ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରୁ…
୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଏନେଇ ଆୟୋଜିତ…
ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍
ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍ । ସୂଚନା ଅନୁସାରେ ସ୍ଥାନୀୟ ବ୍ଲକ ସଦର ମହକୁମା ଦେଇ ଆନ୍ଧ୍ର ଓ ଛତିଶଗଡ଼ ଦୁଇ ରାଜ୍ୟକୁ…
ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ
ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚ ପକ୍ଷରୁ ସୋମବାର ଦିନ ଗୁଣପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ…
ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍ଫେଡ ଆଇସକ୍ରିମ୍ ଓ ପାଣି
ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍ଫେଡ୍ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଓମ୍ଫେଡ୍ ବୋର୍ଡର…
ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ
ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି l ପୂଜାର୍ଚ୍ଚନା ପାଇଁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁବରଣ…
ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍ କୋଠା, ଭୁଲ୍ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…
ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ ଗୁପ୍ତ ବୈଠକଖାନା ବହନ କରୁଥିଲା। ୧୮୬୬ ନଅଙ୍କ ଦୁର୍ଭିକ୍ଷ ପୂର୍ବରୁ ଏହି ବିଶାଳ…
ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…
ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଫଳରେ ରାଜ୍ୟରେ ବର୍ଷା ପରିମାଣ କମିଥିଲେ ମଧ୍ୟ…

