ଘର ଭାଙ୍ଗିଲେ ହାତୀପଲ, ଉଜାଡ଼ିଲେ ଫସଲ
ଭୁବନ,୧ା୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳ ଅଧୀନର ବିସ୍ତୀର୍ଣ୍ଣ ସ୍ଥାନରେ ଶୁକ୍ରବାର ରାତିରେ ୧୧ ଟିକିଆ ହାତୀପଲ ଆତଙ୍କ ଖେଳାଇଛନ୍ତି। ବିଳମ୍ବିତ ରାତିରେ ମଠକରଗୋଳା ଅଞ୍ଚଳରୁ ୧୧ଟିକିଆ ହାତୀପଲ ଓଡ଼ିଶା ପଞ୍ଚାୟତ ବେଲପାଳ ଗ୍ରାମରେ ତିନୋଟି ଘର ଭାଙ୍ଗି…
Budget 2025: ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୨: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଆଜି ଏକ୍ସ ଯୋଗେ ପ୍ରଧାନମନ୍ତ୍ରୀ ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନାଗରିକଙ୍କୁ ସଶକ୍ତ…
ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା
କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ଭାବେ ନିନ୍ଦା କରାଯିବା ସହିତ ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।…
ଦୁଇ ବର୍ଷର ଝିଅଙ୍କ ଅସାଧାରଣ ପ୍ରତିଭା: ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ସ୍ଥାନ ପାଇଲେ ଶ୍ରେୟାଂଶୀ
ପାଟଣା,୧।୨(ବୀର କିଶୋର ଦାଶ): ବିଭିନ୍ନ ମନ୍ତ୍ର, ସାଧାରଣ ଜ୍ଞାନ, ବିଭିନ୍ନ ଦେଶର ଜାତୀୟ ପ୍ରତୀକ, ପରିବାର ଲୋକଙ୍କ ନାମ ଭଳି ଅନେକ ବିଷୟବସ୍ତୁକୁ ପ୍ରାଞ୍ଜଳ ଭାବେ ମନେରଖି ଆବୃତ୍ତି କରି ପାରୁଛି ପ୍ରବଳ ଧି ଶକ୍ତିଓ ବିଭୁଦତ୍ତ ପ୍ରତିଭା ର ଅଧିକାରୀ…
ଶବ ନେଇ ଫେରୁଥିଲେ ନିଜେ ଶବ ହୋଇଗଲେ
ଭୋଗରାଇ,୧ା୨(ପ୍ରଦୀପ ଦାସ): ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ ଭୋଗରାଇ ଫେରୁଥିଲେ ପୁଅ, ମାଆ ଓ ଗାଡିଚାଳକ। ଭଦ୍ରକ ରାଣୀତାଲ ଜାତୀୟ ରାଜପଥରେ ଘନ କୁହୁଡି କିମ୍ବା ଆଖି ଲାଗିଯିବାରୁ ଆଗରେ ଥିବା ଏକ ଡମ୍ପରକୁ ପଛପଟୁ…
ମା’ବାପାଙ୍କୁ ଖାଇବାରେ ନିଶାଦେଇ ରାତିଅଧରେ ଘରୁ ୨୫ ହଜାର ଟଙ୍କା ନେଇ ଚମ୍ପଟ ମାରିଲେ ଝିଅ ପରେ…
ରସୁଲପୁର,୧।୨(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ନଠୁଆବର ପଞ୍ଚାୟତର ଜଣେ ନାବାଳିକା ତାଙ୍କ ମା’ବାପାଙ୍କୁ ଖାଇବାରେ ନିଶା ଦେଇ ଫେରାର ହୋଇ ଯାଇଛନ୍ତି। ନିଶା ପ୍ରଭାବରେ ଦମ୍ପତିଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡ଼ି ଯାଇଛି। ସେମାନଙ୍କୁ ଯାଜପୁର ଜିଲା ମୁଖ୍ୟ…
ନିଜେ ରୋଗୀ ହୋଇ ଡାକ୍ତର କରୁଛନ୍ତି ରୋଗୀ ସେବା, Video Viral
ଗଜପତି,୧ା୨(ଗିରିଧାରୀ ପରିଚ୍ଛା): ଡ୍ୟୁଟିରେ ଥିବା ଡାକ୍ତର ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ୍ ଲାଗିଥିବା ସମୟରେ ରୋଗୀ ଚିକିତ୍ସା ପାଇଁ ଆସିଥିବା ବେଳେ ନିଜ କର୍ତ୍ତବ୍ୟକୁ ଅବହେଳା ନକରି ରୋଗୀ ସେବା କରୁଥିବା ଦେଖି ତାଙ୍କର ନିଷ୍ଠା…
ବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସ
ଭବାନୀପାଟଣା,୧ା୨(ଉତ୍ତମ କୁମାର ଦାଶ)): କଳାହାଣ୍ଡି ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। କଳାହାଣ୍ଡି ଏସ୍ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ଧର୍ମଗଡ଼ ଥାନା ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ୮ ଅଭିଯୁକ୍ତଙ୍କୁ ଗିରଫ…
ଯେଉଁଦିନ ଅବସର ନେଲେ ଶିକ୍ଷକ ସେହିଦିନ ମିଳିଲା ପେନ୍ସନ୍
ରାଇକିଆ,୧ା୨(ପ୍ରଦୀପ ବେହେରା): ପେନ୍ସନ୍ ପାଇଁ ପୂର୍ବ ଭଳି ଆଉ କୌଣସି କର୍ମଚାରୀ ହଇରାଣ ହେବେନି। ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଅବସର ଦିନ ହିଁ ପେନ୍ସନ୍ ମିଳିବାର ବ୍ୟବସ୍ଥା ସରକାର କରିଛନ୍ତି। ରାଇକିଆ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ…
ଭୁବନେଶ୍ୱରର ସମନ୍ବିତ ବିକାଶ, ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୭ ହଜାର କୋଟି
ଭୁବନେଶ୍ୱର, ୧ା୨(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷାକରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର…
ସୋନିଆ-ରାହୁଲଙ୍କ Poor କଥା: ଟାର୍ଗେଟ କଲେ ମୋହନ ମାଝୀ, ଶୁଣିକି ସମସ୍ତେ ତାଜୁବ!
ଭୁବନେଶ୍ୱର,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…
ସୁଭଦ୍ରା ପାଇଁ ଯାଇନାହାନ୍ତି ବ୍ୟାଙ୍କ୍, ତେବେ ମୋବାଇଲରେ ଏମିତି କରନ୍ତୁ ଚେକ୍, ଜାଣିପାରିବେ ଟଙ୍କା ଆସିବ ନା ନାହିଁ
ଭୁବନେଶ୍ୱର,୩୧।୧: ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣି ନିଅନ୍ତୁ ବଡ଼ ସୂଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁମାନଙ୍କ ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ ବା…

