ରାଜ୍ୟ

Budget 2025: ବଜେଟ୍‌ରେ ଓଡ଼ିଶାକୁ ମିଳିପାରେ ଏସବୁ ଲାଭ, ଏମାନଙ୍କ ପାଇଁ ହେବ ବଡ଼ ଘୋଷଣା!

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ୧୮ତମ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି ଏବଂ ଦେବୀ ଲକ୍ଷ୍ମୀଙ୍କୁ ପ୍ରଣାମ କରିଛନ୍ତି। ଏଥିସହ ସେ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର, କହିଲେ ସରକାରଙ୍କ…

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୧: ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ…

Ganjam: ୧୦୮୦ ଚାଷୀଙ୍କ ଟୋକନ ଅବଧି ବଢ଼ିଲା, ଗୁଜବକୁ ବିଶ୍ବାସ କରନ୍ତୁନି କହିଲେ ଜିଲାପାଳ

ଛତ୍ରପୁର,୩୧।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର କୌଣସି ଚାଷୀଙ୍କ ଟୋକେନ କ୍ଷତି ହେବାକୁ ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଚାଷୀଙ୍କ ଟୋକେନ ଅବଧି ବୃଦ୍ଧି କରିବା ନେଇ ରଜ୍ୟ ସରକାର ଜିଲାପାଳମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି।…

Barabati Stadium: ଫେବୃଆରୀ ୯ରେ ବାରବାଟୀ ଲଢ଼େଇ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ,୩୧।୧: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…

ବାଇକ୍‌ରେ ଯାଉଥିଲେ ଓକିଲ, ଉପରେ ପଡ଼ିଲା ଶୁଖିଲା ଗଛ, ଆଉ ତା’ ପରେ…

ବାଲିଗୁଡ଼ା,୩୧ା୧((ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସହର ମଧ୍ୟରେ ରହିଥିବା କୋର୍ଟ ମାର୍କେଟରେ ଶୁଖିଲା ଆମ୍ବ ଗଛ ପଡ଼ି ଜଣେ ବରିଷ୍ଠ ଓକିଲ ଗୁରୁତର ହେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଘଟଣାରୁ ପ୍ରକାଶ ଯେ, ପଣସପଡ଼ି ସାହିରୁ…

ବନ୍ଧୁକ ଦେଖାଇ ମଦଭାଟିରୁ ଦୁର୍ବୃତ୍ତ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା

ଧର୍ମଗଡ଼,୩୧ା୧(ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଭୀମଖୋଜପଡ଼ାସ୍ଥିତ ଦେଶୀ ମଦଭାଟିରୁ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଡକାୟତ ଭାଟି କର୍ମଚାରୀଙ୍କୁ ପିସ୍ତଲ ଦେଖାଇ ପ୍ରାୟ ୭ ଲକ୍ଷଙ୍ରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ କରିଥିବା…

ଦାୟିତ୍ୱ ନେଲେ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୩୧ା୧: ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା । ଏବେ ଦାୟିତ୍ୱର ଭାର ମଧୁସୂଦନ…

Odisha Government: ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି, ଏଣିକି ସବୁ ଗାଁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୩୧।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ମାର୍ଗଦର୍ଶିକା ଜିଲାପାଳ ଏବଂ ବିଡ଼ିଓଙ୍କ ପାଖକୁ ପଠାଯାଇଛି। ଏଥିରେ…

ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ, ରାଜ୍ୟ ସରକାରଙ୍କୁ କଲେ ସମାଲୋଚନା, କହିଦେଲେ ମଞ୍ଜ କଥା

ଭୁବନେଶ୍ୱର,୩୧।୧: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର। ନୂଆ ଯୋଜନାକୁ ନେଇ ନୂଆ ସରକାରଙ୍କୁ ସମାଲୋଚନା କରିଛନ୍ତି। ବଦ୍ରିନାରାୟଣ କହିଛନ୍ତି, ବିଜେଡି ସରକାରର ଯୋଜନାକୁ ଭାଜପା ନୂଆ ନାଁ ଦେଇଛି। ଆମ ଗାଁ, ଆମ ବିକାଶ’କୁ ଜାତିସଂଘ…

ହାଇକୋର୍ଟରେ ନିର୍ବାଚନି ଅନିୟମିତତା ମାମଲା: ଉପମୁଖ୍ୟମନ୍ତ୍ରୀ କେ. ଭି. ସିଂଦେଓଙ୍କୁ ଜରିମାନା

କଟକ,୩୧ା୧(କାର୍ତ୍ତିକ ସାହୁ): ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ ହାଇକୋର୍ଟ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଜବାବ ଦାଖଲ ପାଇଁ ତାରିଖ ଗଡ଼ାଇ ଚାଲିବା, ନିର୍ଦ୍ଧାରିତ ସମୟରେ ଜବାବ ଦାଖଲ ନ କରିବା…

ଉପକୂଳ ଓଡ଼ିଶାରେ ଲଗାତର ୧୦ ଦିନ କୁହୁଡ଼ି: ୬ବର୍ଷରେ ପ୍ରଥମ ଘଟଣା

ଭୁବନେଶ୍ୱର,୩୧ା୧(ଅନୁରାଧା ମହାରଣା): ଉପକୂଳ ଓଡ଼ିଶାରେ ଗତ ୨୧ରୁ ୩୦ ତାରିଖ ଯାଏ ୧୦ଦିନ ଧରି ଲଗାତାର ଭାବେ ଘନ କୁହୁଡି ଅନୁଭୂତ ହେଉଛି। ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟର ଉପସ୍ଥିତି ତଥା ପଶ୍ଚିମାଝଡ଼ର ଆଗମନ ଯୋଗୁ ଏପରି ପାଣିପାଗ ପରିସ୍ଥିତି…

ଦୂର ହେଲା ଦ୍ୱନ୍ଦ୍ୱ: ୨ରେ ଶ୍ରୀମନ୍ଦିରରେ ସରସ୍ବତୀ ପୂଜା

ପୁରୀ,୩୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବୀକୃତିଲାଭ କରିଥିବା ପାଞ୍ଜିରେ ଭୁଲ ତଥ୍ୟ ଥିବା ନେଇ ଅଭିଯୋଗ ହୋଇଛି। ପୂର୍ବରୁ ପଣାସଂକ୍ରାନ୍ତି, କୁମାର ପୂର୍ଣ୍ଣିମା, କାଳୀପୂଜା, ଦୀପାବଳି ଏବଂ ଧନୁ ସଂକ୍ରାନ୍ତି ପାଳନ ଦିନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?