ରାଜ୍ୟ

ହୋଲି ପରେ ଓଡିଶାରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୧।୩: ଓଡିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଥମୁନାହିଁ। ଏନେଇ ଦୁଇ ଦଳର ଶୀର୍ଷ ନେତା ଠାରୁ ଆରମ୍ଭ କରି ଦଳୀୟ ନେତାଙ୍କ ଠାରୁ ହାଇକମାଣ୍ଡ ବିଭିନ୍ନ କଥା କହିଲେ ମଧ୍ୟ ଝୁଲାବସ୍ଥାରେ ମେଣ୍ଟ ରହିଛି। ଏହାରି ଭିତରେ ଆଜି ଅଖିଳ...

ମନ୍ଦିରମାଳିନୀ ଜିଲା ସୁବର୍ଣ୍ଣପୁର ପର୍ଯ୍ୟଟନ ବିକାଶରେ ଶୂନ

ସୋନପୁର,୨୧ା୩(ମୃତ୍ୟୁଞ୍ଜୟ ଶତପଥୀ)ଓଡିଶା ପର୍ଯ୍ୟଟନ ମାନଚିତ୍ରରେ ସୁବର୍ଣ୍ଣପୁର ଜିଲାର ସ୍ବତନ୍ତ୍ର ସ୍ଥାନ ରହିଛି। ଜିଲାରେ ୧୦୮ଟି ମନ୍ଦିର ସହ ଅନେକ ପର୍ଯ୍ୟଟନ କ୍ଷେତ୍ର ରହିଛି। ସୁବର୍ଣ୍ଣପୁର ସହରରେ ରହିଛନ୍ତି ଅଷ୍ଟଚଣ୍ଡୀ, ଅଷ୍ଟଶମ୍ଭୁ ଓ ଅଷ୍ଟବିଷ୍ଣୁ। ପର୍ଯ୍ୟଟନ ମାନଚିତ୍ରରେ ଜିଲା ସ୍ବତନ୍ତ୍ର ପରିଚୟ...

ଠିକ୍‌ ସମୟରେ ମିଳୁନି ବ୍ୟାଟେରି ଗାଡ଼ି

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ରୋଗୀଙ୍କୁ ଠିକ୍‌ ସମୟରେ ବ୍ୟାଟେରି ଗାଡିର ସୁବିଧା ମିଳୁନାହିଁ। ଫଳରେ ରୋଗୀମାନେ ଗୋଟିଏ ୱାର୍ଡରୁ ଅନ୍ୟତ୍ର ଯିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ...

ଝାରପଡ଼ା ଜେଲ୍‌ରେ ନିଶା କାରବାର

ଭୁବନେଶ୍ୱର,୨୧।୩ (ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟର ଅନ୍ୟତମ ପ୍ରମୁଖ ଜେଲ୍‌ ତଥା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ, ମାଦକଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। କଏଦୀମାନେ ନିଶା ଖାଇ ଅୟସ୍‌ ଜୀବନ ବିତାଉଥିବାବେଳେ ନିର୍ଦ୍ଦିଷ୍ଟ ତଥା ଏକାଧିକ ଗ୍ୟାଙ୍ଗ୍‌ର...

କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍‌

ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)କଦଳୀ ଗଛର ତନ୍ତୁ ବା କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍‌ ତିଆରି ହେଉଛି। ତା’ ପୁଣି ରିୟୁଜେବ୍‌ଲ। ଅର୍ଥାତ୍‌ ଏକାଧିକ ଥର ବ୍ୟବହାର କରି ହେବ। ଅତିକମ୍‌ରେ ୩ରୁ ୪ ବର୍ଷ ଯାଏ ଏହି ପ୍ୟାଡ୍‌ ବ୍ୟବହାର...

ଇଣ୍ଡିଆ ମେଣ୍ଟ: ପ୍ରାର୍ଥୀ ଦେବାକୁ ଦାବିକଲା ସିପିଆଇ (ଏମ୍‌ଏଲ୍‌)

ଗୁଣପୁର,୨୧ା୩(ପ୍ରଦୀପ କୁମାର ପାଢ଼ୀ): କୋରାପୁଟ ଲୋକ ସଭା ସହ ଗୁଣପୁର ବିଧାନସଭା ନିର୍ବାଚନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଘୋଷଣା ପରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଭିନ୍ନ ଦଳ ପକ୍ଷରୁ...

ବୀରମିତ୍ରପୁରରେ ଆଶଙ୍କାରେ ଭାଜପା,ବିଜେଡି ଆଶାୟୀ

କୁଆଁରମୁଣ୍ଡା,୨୧ା୩ (ମହେନ୍ଦ୍ର କୁମାର ସାହୁ): ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିଲେ ମଧ୍ୟ ଓଡ଼ିଶା – ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରମୁଖ ଦଳ ଭାଜପା,ବିଜେଡିର ଟିକେଟ ଆଶାୟୀ ସଂଶୟରେ ପଡ଼ିଯାଇଛନ୍ତି। ୨୦୧୯ରେ ଏଠାରୁ ଭାଜପା...

ବୃତ୍ତିଗତ ଉଦ୍ୟମରୁ ସଫଳ ଉଦ୍ୟୋଗୀ

କଳା, ସଂସ୍କୃତି ଓ ସାହିତ୍ୟ ପରିବେଶରେ ବାଲ୍ୟଜୀବନ ବିତିଥିଲା। ବିଦ୍ୟାଳୟ ଶିକ୍ଷା ଆରମ୍ଭରୁ ସଙ୍ଗୀତ ପ୍ରତି ବେଶ୍‌ ଦୁର୍ବଳତା ଥିଲା। ପରବର୍ତ୍ତୀ ସମୟରେ ବିଦ୍ୟା(ଶିକ୍ଷା) ଓ ବୃତ୍ତି(ସଙ୍ଗୀତ) ସମତାଳରେ ଜାରି ରହିଲା। ପରିଶେଷରେ ଉଚ୍ଚ ଶିକ୍ଷା ସହ କଳା, ସଂସ୍କୃତି...

‘ଉଦ୍ୟୋଗୀମାନେ ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ଉଚିତ’

କର୍କଟ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାବେଳେ ୨୦୨୦ରେ କଟକରେ ପ୍ରତିଷ୍ଠା ହୋଇଥିଲା ‘କାର୍ସିନୋଭା କ୍ୟାନ୍‌ସର ହସ୍ପିଟାଲ’। କମ୍‌ ଖର୍ଚ୍ଚରେ ଉଚ୍ଚକୋଟୀର ସ୍ବାସ୍ଥ୍ୟସେବା ଯୋଗାଇବା ହସ୍ପିଟାଲର ଲକ୍ଷ୍ୟ ବୋଲି ମେଡିକାଲ ଡାଇରେକ୍ଟର ଡା. ପ୍ରଜ୍ଞା ପାରମିିତା ମିଶ୍ର ସବୁବେଳେ କୁହନ୍ତି।...

କଟକ ମେୟରଙ୍କୁ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ସମୟ ପାଖେଇ ଆସୁଥିବାବେଳେ ସମସ୍ତ ଦଳରେ ଅଙ୍କ କଷା ଜାରି ରହିଛି। ଆଶାୟୀଙ୍କ ତାଲିକା ଲମ୍ବା ରହିଛି ସତ ହେଲେ ଦଳ କାହାକୁ ଟିକେଟ ଦେବ ସେ ନେଇ ଏବେ ନାନା କଳ୍ପନା ଜଳ୍ପନା ଚାଲିଛି।...

ସରିଲା ଯୁକ୍ତ୨ ପରୀକ୍ଷା: ଶୁକ୍ରବାରରୁ ମୂଲ୍ୟାୟନ

ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହୋଇଛି। ପରୀକ୍ଷାରେ ମୋଟ ୬୪୯ ଛାତ୍ରୀଛାତ୍ର କପି କରି ଧରାପଡ଼ିଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାରଠାରୁ ପରୀକ୍ଷା ଖାତା ମୂଲ୍ୟାୟନ...

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଏହି ଆସନରୁ କ୍ରମାଗତ ୩ ଥର ବିଧାୟକ ନିର୍ବାଚିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri