ରାଜ୍ୟ

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଛନ୍ତି। ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯିବାର କାର୍ଯ୍ୟକ୍ରମ ରହିଛି। ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର…

ବିଏମ୍‌ସି କମିଶନର, ରେଳ ମହାପ୍ରବନ୍ଧକଙ୍କ ନାଁରେ ଏତଲା

ଭୁବନେଶ୍ୱର, ୨୮ା୧ (ବନ୍ଦନା ସେଠୀ):ଭୁବନେଶ୍ୱର ସତ୍ୟନଗରଠାରେ ରେଳ ଗାଡ଼ି ୱାଶିଂ ପଏଣ୍ଟ ରହିଛି। ଏଠାକୁ ସଫେଇ ପାଇଁ ଆସୁଥିବା ସବୁ ରେଳଗାଡ଼ିର ବର୍ଜ୍ୟବସ୍ତୁ, ବାୟୋଟଏଲେଟ୍‌ର ମଳମୂତ୍ର ଆଦି ବିଏମ୍‌ସି ଡ୍ରେନ୍‌ରେ ସିଧା ଗଙ୍ଗୁଆକୁ ଯାଉଛି। ଗଙ୍ଗୁଆର ଏହି ବିଷାକ୍ତ ପାଣି ଦୟାନଦୀରେ…

ସ୍ବପ୍ନ ନୁହେଁ – ବାସ୍ତବତାର ନୂଆ ସକାଳ

ଆଜି ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଓ ବିଶ୍ୱର ଦୂରଦର୍ଶୀ ଜନନେତା ନରେନ୍ଦ୍ର ମୋଦିଜୀଙ୍କ ଦ୍ୱାରା ଉଦ୍‌ଘାଟନ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ୨୦୨୫। ଏଥିପାଇଁ ଆମେ ଚୂଡ଼ାନ୍ତ ପ୍ରସ୍ତୁତି କରିସାରିଛୁ। ଆମ ଦେଶର ତଥା ବିଦେଶର ଅନେକ ବୃହତ୍‌ ଶିଳ୍ପସଂସ୍ଥାର…

ଆଜିଠୁ ‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭ : ଉଦ୍‌ଘାଟନ କରିବେ ମୋଦି

ଭୁବନେଶ୍ୱର,୨୮ା୧(ଅନିଲ ଦାସ): ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ। ଏହି…

ଏହି ଦିନ ସରିବ ଇ-କେୱାଇସି ଅପ୍‌ଡେଟ: ତୁରନ୍ତ ସାରି ଦିଅନ୍ତୁ ସବୁ କାର୍ଯ୍ୟ

ଭୁବନେଶ୍ୱର,୨୮ା୧(ଅନିଲ ଦାସ):ଆସନ୍ତା ୪ ଦିନ ପରେ ରାଜ୍ୟରେ ରାଶନ କାର୍ଡ ଇ-କେୱାଇସି ଅପ୍‌ଡେଟ କାର୍ଯ୍ୟ ଶେଷ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଜାନୁଆରୀ ୩୧ ସୁଦ୍ଧା ଇ-କେୱାଇସି ଅପ୍‌ଡେଟ ଲାଗି ସରକାର…

୭ ମାସରେ ୫ଥର: ଆଜି ପୁଣି ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୬ା୧(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଗସ୍ତରେ ଆସୁଛନ୍ତି। ସକାଳ ୮.୩୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ବାୟୁସେନା ବିମାନ ଯୋଗେ ବାହାରି ପୂର୍ବାହ୍ନ ୧୦.୩୫…

ଖୋଲିଲା ମଝିଘରିଆଣୀଙ୍କ ୯ ହୁଣ୍ଡି: ମିଳିଲା ୯୪.୪୯ ଲକ୍ଷ, ୫ ବିଦେଶୀ ନୋଟ ସହ ୯୩ ଗ୍ରାମ୍‌ ସୁନା

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ସୋମବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩.୧୦ ଗ୍ରାମ ସୁନା ଓ…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍‌ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ମାଲକାନଗିରି ଥାନା ପାଣ୍ଡ୍ରିପାଣି…

ଏହି ଦିନ ଶେଷ ହେବ ରାଶନ କାର୍ଡ ଇ-କେୱାଇସି, ନକରିଥିଲେ…

ଭୁବନେଶ୍ୱର,୨୭ା୧(ଅନିଲ ଦାସ)- ଆସନ୍ତା ୪ ଦିନ ପରେ ରାଜ୍ୟରେ ରାଶନ କାର୍ଡ ଇ-କେୱାଇସି ଅପ୍‌ଡେଟ କାର୍ଯ୍ୟ ଶେଷ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଜାନୁଆରୀ ୩୧ ସୁଦ୍ଧା ଇ-କେୱାଇସି ଅପ୍‌ଡେଟ ଲାଗି…

ଥଇଥାନ କେନ୍ଦ୍ର ଅନ୍ତେବାସୀଙ୍କୁ ତାଲିବାନୀ ନିର୍ଯାତନା: ଭିଡିଓ ଭାଇରାଲ ପରେ ଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

ସମ୍ବଲପୁର,୨୭ା୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ନେତାଜୀ କଲୋନୀରେ ଥିବା ସମର୍ଥ ମାନସିକ ଅନଗ୍ରସର ଥାଇଥାନ କେନ୍ଦ୍ର ଅନ୍ତେବାସୀଙ୍କୁ ମାତ୍ରାଧିକ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ନିର୍ଯାତନାର ଭିଡିଓ ଭାଇରାଲ ହେବା ପରେ ସହରରେ ଆଲୋଡନ…

ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗଦେବେ ଦେଶର ସମସ୍ତ କୋଟିପତି, ଜାଣନ୍ତୁ କେଉଁମାନେ ଆସିବେ

ଭୁବନେଶ୍ୱର,୨୭।୧: ଶିଳ୍ପ ବିଭାଗ ପକ୍ଷରୁ ପ୍ରକାଶିତ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୮ (ମଙ୍ଗଳବାର) ଜନତା ମଇଦାନରେ ନିବେଶକ ସମ୍ମିଳନୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ…

ସିରିଜ୍‌ ଦୁର୍ଘଟଣା: ୧୦ ଉଠାଦୋକାନୀଙ୍କୁ ଧକ୍କା ଦେଇ ପୋଲରେ ପିଟିହେଲା ବୋଲେରୋ

ପାରାଦୀପ,୨୭।୧: ଜଗତସିଂହପୁର ଜିଲା ପାରାଦୀପ ସମୁଦ୍ର କୂଳରେ ସୋମବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ୧୦ଉଠା ଦୋକାନୀଙ୍କୁ ଧକ୍କା ଦେବା ସହ ଏକ କାଠ ପୋଲରେ ପିଟିହୋଇ ଯାଇଥିଲା। ଦୁର୍ଘଟଣାରେ ୨ଜଣ ଦୋକାନୀ ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?