ରାଜ୍ୟ

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କ ଗାଡ଼ି, ନର୍ସିଂହୋମ ଭଙ୍ଗାରୁଜା

ଭଦ୍ରକ,୨୭।୧(ସନାତନ ରାଉତ): ଭଦ୍ରକ ସହର ଗାନ୍ଧୀପଡ଼ିଆରେ ଥିବା ଏକ ନର୍ସିଂହୋମରେ ଜଣେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ସମ୍ପର୍କୀୟ ନର୍ସିଂହୋମ ଭଙ୍ଗାରୁଜା କରିବା ସହ ଡାକ୍ତରଙ୍କ ଗାଡ଼ି ଭାଙ୍ଗି ଦେଇଛନ୍ତି। ଅନ୍ୟପକ୍ଷେ ମେଡିକାଲ କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ନ…

ଅଢେଇ ମାସ ତଳେ କିଣିଥିଲେ କାର୍‌: ଏବେ ଯାହାହେଲା…

କେନ୍ଦୁଝର,୨୭।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ପୁଟୁଳିଆ ଗ୍ରାମର ଭୁବନେଶ୍ୱର ଦାସଙ୍କ ଏକ ମହିନ୍ଦ୍ରା କାର୍‌ ହଠାତ୍‌ ଜଳି ଯାଇଛି। ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା…

ପୂର୍ବ ଚିଠିକୁ ସଂଶୋଧନ କଲେ ସରକାର: ମନୋଜ ଆହୁଜା ହେଲେ…

ଭୁବନେଶ୍ୱର,୨୭।୧: ରାଜ୍ୟ ସରକାର ପୂର୍ବ ଚିଠିକୁ ସଂଶୋଧନ ପରେ ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି।ପୂର୍ବ ଚିଠିରେ ଜି.ଏ କମିଟି ମନୋଜ ଆହୁଜାଙ୍କୁ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଥିଲା। ହେଲେ ଏ ନେଇ…

ବଦଳିଲେ ରାଜ୍ୟ ନିର୍ବାଚନ କମିଶନ: ପୂର୍ବତନ IAS ଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୭।୧: ବଦଳିଛନ୍ତି ଓଡ଼ିଶାର ନିର୍ବାଚନ କମିଶନ। ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ଏହି ଦାୟିତ୍ୱ ମିଳିଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ। ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ…

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ଏହି ପୂର୍ବତନ ପୋଲିସ ଡିଜିଙ୍କୁ ମିଳିଲା ନିଯୁକ୍ତି , ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ୱର,୨୭।୧: ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଗୁରୁଦାୟିତ୍ୱ ମିଳିଛି,…

ବ୍ରାଉନସୁଗାର ବିକ୍ରି ପାଇଁ ଆସୁଥିଲେ: ୨ ବେପାରୀଙ୍କୁ ବାଟରୁ ଟେକି ନେଲା ପୋଲିସ

ଭୋଗରାଇ,୨୭।୧(ପ୍ରଦୀପ ଦାସ): ବାଲେଶ୍ବର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ବ୍ଲକ ନିଶା ବ୍ୟବସାୟୀଙ୍କ ଅଡ୍ଡାସ୍ଥଳ ପାଲଟିଛି। ଏଭଳି ସ୍ଥିତିରେ ଥାନା ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା ନେଇ ଭୋଗରାଇ ଥାନା ପୋଲିସ କୌଣସି ସୂତ୍ରରୁ ଖବର ମିଳିଥିଲା। ଏନେଇ ଥାନା…

ବିପଦରେ ନିରଞ୍ଜନ, ଲୋଡ଼ିଲେ ସରକାରଙ୍କ ସହାୟତା, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ…

ଭୁବନେଶ୍ୱର,୨୭ା୧: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଘଟଣାକୁ ୨୪ ଘଣ୍ଟା ପୂରିଯାଇଥିଲେ ମଧ୍ୟ ପୋଲିସକୁ ଲୁଟେରା ସମ୍ପର୍କରେ କୌଣସି ସୁରାକ ମିଳିନାହିଁ। ଉକ୍ତ ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନିରଞ୍ଜନ। ନିରଞ୍ଜନ ଏନେଇ…

ନନ୍ଦନକାନନରେ କମିଲା ସିଂହ ସଂଖ୍ୟା: ଶନିବାର ମା’ ହୋଇଥିଲା ରେଓ୍ବା, ହେଲେ ଆଜି…

ଭୁବନେଶ୍ୱର,୨୭ା୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ଗତ ୨୫ ଶନିବାରରେ ରେଓ୍ବା ୩ୟ ଥର ପାଇଁ ମାତୃତ୍ୱ ଲାଭ କରିଥିଲା। ତେବେ ରେଓ୍ବାର ମୃତ୍ୟୁ…

ମାଓବାଦୀଙ୍କ ବର୍ବରକାଣ୍ଡ: ଘରେ ପଶି ହାଣିଦେଲେ

ମାଲକାନଗିରି.୨୭।୧: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ କେଶମୁଣ୍ଡି ଗାଁରେ ପଶି ଜଣଙ୍କୁ କୁରାଢିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକ ହେଲେ କେଶମୁଣ୍ଡି ଗାଁର ୪୧…

କୋରାପୁଟରୁ ଅଯୋଧ୍ୟା ଗଡ଼ିଲା ବସ୍‌: ଜାଣନ୍ତୁ ଟିକେଟ୍‌ ଦାମ୍‌ ମହିଳାଙ୍କ ପାଇଁ କେତେ, ପୁରୁଷଙ୍କ ପାଇଁ କେତେ…

କୋରାପୁଟ,୨୭।୧(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର କୋରାପୁଟରୁ ଅଯୋଧ୍ୟା ଏବଂ ପ୍ରୟାଗରାଜ ଅଭିମୁଖେ ଏକ ଭଲବୋ ବସ୍‌ ଯାତ୍ରା ଆରମ୍ଭ କରିଛି। ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାପାଳ ଭି କୀର୍ତ୍ତି ଭାସନ, ଆର୍‌ଟିଓ ରାଜେଶ ମାରାଣ୍ଡି…

ନାଗ ସାପ ଦେଖାଇ କିଡ୍‌ନାପ: ଗୋଟିଏ ବନ୍ଦ ଘରୁ ଉଦ୍ଧାର ହେଲେ ୪ ଯୁବକ, ଦିଆଯାଉଥିଲା ଅକଥନୀୟ ନିର୍ଯାତନା

ଦିଗପହଣ୍ଡି,୨୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘରେ ବନ୍ଧକ ରଖାଯାଇଥିବା ୪ ଯୁବକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ଯୁବକଙ୍କ ମଧ୍ୟରେ ଜଣେ ନୂଆ ଦିଲ୍ଲୀର ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀ…

ପିକ୍‌ନିକ୍‌ ହେଲା କାଳ: ଅଫିସ ଷ୍ଟାଫ୍‌ଙ୍କ ସହ ଭୋଜି କରିବାକୁ ଆସି ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୨୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତର ଘାଟ ବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପ୍ରାଚୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ସାନକୁଣ୍ଡ ଗଭୀର ଗଣ୍ଡରେ ରବିବାର ଅପରାହ୍ନ ଜଣେ ୨୦ବର୍ଷର ଯୁବକ ଭାସିଯାଇଥିଲେ। ତେବେ ସୋମବାର ତାଙ୍କର ମୃତଦେହ ମିଳିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?