ରାଜ୍ୟ

ଅରୁପାଙ୍କ ଉପରେ ଭାଜପାର ଆସ୍ଥା: ପୁନର୍ବାର ସଭାପତି…

ବରଗଡ଼, ୨୫।୧(ପ୍ରେମାନନ୍ଦ ଖମାରୀ) – ଭାଜପା ଶନିବାର ଜିଲା ସଭାପତିଙ୍କ ନାମ ଘୋଷଣା କରିଛି। ଏଥିରେ ଡା. ଅରୁପାନନ୍ଦ ସାହୁ ପୁଣି ଦଳର ବରଗଡ ଜିଲା ସଭାପତି ମନୋନୀତ ହୋଇଛନ୍ତି। ସେ ଗତ ୨୦୧୮ ମସିହାରୁ ୨୦୨୦ ମସିହା ପର୍ଯ୍ୟନ୍ତ ଦଳର…

ଓଡ଼ିଶାର ୪ଜଣଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୨୫।୧: ପଦ୍ମ ପୁରସ୍କାର ୨୦୨୫ ଘୋଷଣା କଲେ ସରକାର। ଓଡ଼ିଶାରେ ୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର। ମେଡିସିନ କ୍ଷେତ୍ରରେ ଓଡ଼ିଶାର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ। କଳାରେ ଅଦ୍ବୈତ ଚରଣ ଗଡ଼ନାୟକଙ୍କୁ ପଦ୍ମଶ୍ରୀ। କଳାରେ ଦୁର୍ଗା ଚରଣ ରଣବୀର, ସାହିତ୍ୟ ଓ ଶିକ୍ଷାରେ…

ଭାଜପା ରାଜ୍ୟ ପରିଷଦକୁ ପରେଶ ମନୋନୀତ

ଦିଗପହଣ୍ଡି,୨୫।୧(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ଓଡ଼ିଶା ରାଜ୍ୟ ପରିଷଦକୁ ଦିଗପହଣ୍ଡି ସହରର ଜଣାଶୁଣା ବରିଷ୍ଠ ଆଇନଜୀବୀ ପରେଶ ଚନ୍ଦ୍ର ରଥ ମନୋନୀତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଭାଜପା ଗଞ୍ଜାମ ଜିଲା ଉପସଭାପତି ପଦବୀରେ ରହିବା ସହ ଜିଲା…

ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ରାଜ୍ୟରେ ଚହଳ!

ଭୁବନେଶ୍ୱର,୨୫।୧:ରାଜ୍ୟ ଭାଜପାରେ ବଡ଼ ହଳଚଲ। ୧୯ଟି ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ଦଳ । ଜିଲା ସଭାପତିଙ୍କ ନାଁ ଘୋଷଣା ସହ ଫିଟିଛି ରାଜ୍ୟ ସଭାପତି ର୍ନିବାଚନ ପାଇଁ ବାଟ । ଡବଲ ଇଞ୍ଜିନ ସରକାରର ଉପଲବ୍ଧି ଗ୍ରାଉଣ୍ଡରେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନୂତନ ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ସର୍ଭେ ଆରମ୍ଭ, ଜାଣନ୍ତୁ ଯୋଗ୍ୟତା…

ଭୁବନେଶ୍ୱର,୨୫।୧: ପୂରଣ ହେବ ପକ୍କା ଘର ଆଶା, ବିକଶିତ ହେବ ଓଡ଼ିଶା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ନୂତନ ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ବାଇକ୍‌, ଫ୍ରିଜ, ଲାଣ୍ଡଲାଇନ୍‌ ଫୋନ୍‌ ଥିବା ପରିବାର ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ…

ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି, କହିଲେ…

ଭୁବନେଶ୍ୱର,୨୫।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୂର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା…

ବଡ଼ ମା’-ବାପାଙ୍କୁ ହତ୍ୟା କଲେ ପୁତୁରା

ଗୋଲାମୁଣ୍ଡା,୨୫ା୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଧିନସ୍ଥ କାର୍ଲିଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ ମା’ ନିର୍ମମ ହତ୍ୟା କରଛନ୍ତି ପୁତୁରା। ମୃତ ବଡ଼ ବାପା ବୁଡୁ ବାଗ ଓ ବଡ଼…

ପାଣ୍ଡିଆନ୍‌-ନବୀନଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ମନ୍ମଥ, ସତରେ କ’ଣ…

ଭୁବନେଶ୍ୱର,୨୫।୧: ଏବେ ମଧ୍ୟ ନବୀନଙ୍କ ପାଖରେ ଅଛନ୍ତି ପାଣ୍ଡିଆନ । ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି, ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ତାଙ୍କର ଏଭଳି ତଥ୍ୟ ରାଜ୍ୟ ରାଜନୀତି ସହ ସଧାରଣ ଜନତାଙ୍କୁ ମଧ୍ୟ ହଲଚଲ କରିଦେଇଛି। ଯେଉଁ ତଥ୍ୟ…

କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼

ଭବାନୀପାଟଣା,୨୫ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଭାଜପା ଜିଲା ସଭାପତି ଭାବେ ବରିଷ୍ଠ ନେତା ଯୁଗଳ କିଶୋର ପୋଢ଼ ମନୋନୀତ ହୋଇଛନ୍ତି। ଭବାନୀପାଟଣାସ୍ଥିତ ସର୍କିଟ ହାଉସରେ ଜିଲା ଉପସଭାପତି ମୁକେଶ ଅଗ୍ରଓ୍ବାଲଙ୍କ ସଭାପତିତ୍ୱରେ ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା କେର୍କେଟା…

ଜାଣନ୍ତୁ କିଏ ହେଲେ ଗଞ୍ଜାମ ଜିଲା ଭାଜପା ସଭାପତି

ଭୁବନେଶ୍ୱର,୨୫।୧: ବିଭିନ୍ନ ଜିଲାରେ ଭାଜପା ଦଳୀୟ କାର୍ଯ୍ୟାଳୟରେ ସଭାପତି ଘୋଷଣା ହେଉଛି। ବରିଷ୍ଠ ନେତାଙ୍କୁ ବାଛି ତାଙ୍କୁ ବିଜିଲାର ଦାୟିତ୍ୱ ଦିଆଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲା ଭାଜପା ସଭାପତିଙ୍କ ନା ଘୋଷଣା ହୋଇଛି। ସରୋଜ ସାବତଙ୍କୁ ଦଳ ଜିଲା ସଭାପତି…

ପରପାରିରେ କଳାର ପୂଜାରୀ କରୁଣାକର

ପାଟଣା,୨୫ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ସ୍ବାମ ଶାସନ ଜଣାଶୁଣା ତବଲା, ହାର୍‌ମୋନିୟମ, ସଙ୍ଗୀତ, ଓଡ଼ିଶୀ ଓ ନୃତ୍ୟଗୁରୁ ଓ ନିର୍ଦ୍ଦେଶକ କରୁଣାକର ଦାଶ (୬୩)ଙ୍କ ଶୁକ୍ରବାର ରାତିରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ…

ବିଇଓଙ୍କ ସ୍କୁଲ ଗସ୍ତବେଳେ କେହି ଉପସ୍ଥିତ ନ ଥିଲେ, ୪ ଶିକ୍ଷକ ନିଲମ୍ବିତ

ଜୁନାଗଡ଼,୨୫ା୧(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଶିକ୍ଷା ବିଭାଗ ଅଧୀନ ୩ଟି ସ୍କୁଲରେ କାର୍ଯ୍ୟରତ ଥିବା ୪ ଜଣ ଶିକ୍ଷକଙ୍କୁ ନିଜ ଦାୟିତ୍ୱରେ ଅବହେଳା ପାଇଁ ନିଲମ୍ବନ କରାଯାଇଛି। ସେମାନେ ହେଲେ ଲଖନାପଡ଼ା ସ୍କୁଲର ପ୍ରଧାନଶିକ୍ଷକ କନ୍ଦର୍ପ ନାଏକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?