ରାଜ୍ୟ

ସୁଭଦ୍ରା ଯୋଜନାରେ ପୁରୁଷ ଆବେଦନ: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୫ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ପୋର୍ଟାଲରେ ପୁରୁଷମାନେ ଆବେଦନ କରିବାକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଆଉ ଏହି ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଆଧାରକାର୍ଡ ଜରିଆରେ ମହିଳାମାନେ ଆବେଦନ କରୁଥିବାବେଳେ ପୁରୁଷମାନେ କେମିତି ଆବେଦନ କଲେ ବୋଲି ବିଜେଡି ପ୍ରଶ୍ନ…

ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ପଦକ

ଭୁବନେଶ୍ୱର,୨୫।୧: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। ସେହିପରି କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ରାଷ୍ଟ୍ରପତି ପୁରସ୍କାର ପାଇବେ। ୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ସେବାରେ ପ୍ରଂଶସନୀୟ…

ସାମାନ୍ୟ କମିବ ଦିନ ତାପମାତ୍ରା

ଭୁବନେଶ୍ୱର,୨୫ା୧(ଅନୁରାଧା ମହାରଣା):ପୂର୍ବ-ଉତ୍ତରପୂର୍ବ ଦିଗରେ ପଶ୍ଚିମା ଝଡ଼ ଅଗ୍ରସର ହୋଇଥିବା ହେତୁ ରାଜ୍ୟରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁର ପ୍ରଭାବ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଧୀରେ ଧୀରେ ଗୁରୁଚାପ ବଳୟ ଦକ୍ଷିଣ ମୁହାଁ ହେବାର…

ଉତ୍କଳ ଆଲୁମିନା କ୍ୟାଣ୍ଟିନରେ ନିଆଁ ଲାଗି ଯୁବକ ଗୁରୁତର, କମ୍ପାନୀ ପକ୍ଷରୁ ମିଳିନି ସାହାଯ୍ୟ

ଥୁଆମୂଳ ରାମପୁର,୨୪ା୧(ଦୁର୍ଗା କୀର୍ତ୍ତି): ବହୁ ଚର୍ଚ୍ଚିତ ରାୟଗଡ଼ା ଜିଲା ଦୋରାଗୁଡ଼ା ଥାନା ଅନ୍ତର୍ଗତ ଉତ୍କଳ ଆଲୁମିନା କାରଖାନାର ଏକ କ୍ୟାଣ୍ଟିନରେ ବଡ଼ ଧରଣର ଏକ ଅଘଟଣ ଘଟି ଯାଇଥିବା ବେଳେ ପୀଡ଼ିତ ଯୁବକ ୩ ଦିନ ଧରି ନୂଆପଡା ମେଡ଼ିକାଲରେ ଭର୍ତ୍ତି…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଅଭିଯୋଗ ଆଣିଲେ ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରପଞ୍ଚ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଭିଯୋଗ ଆଣିଛନ୍ତି ୧୬ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ। ଶୁକ୍ରବାର ଏନେଇ ବାଲିଗୁଡ଼ା ଉପଜିଲାପାଳ ଡଃ ରୀନା ପ୍ରଧାନଙ୍କ ନିକଟରେ ଫେରାଦ ହୋଇ ଲିଖିତ ଭାବେ ଦାବିପତ୍ର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ

ଭୁବନେଶ୍ୱର,୨୪ା୧: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ,…

ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ

ନବରଙ୍ଗପୁର,୨୪।୧: ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। ଝାଡ଼ାବାନ୍ତିରେ ଗୁରୁବାର ବିଦ୍ୟାଳୟର ଶହେରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ହୋଇପଡିଥିଲେ। ସେମାନଙ୍କ…

ନୂଆ ଆବାସ ସର୍ଭେ ଆରମ୍ଭ: କେଉଁମାନେ ସାମିଲ ହୋଇପାରିବେ, ଜାଣନ୍ତୁ କ’ଣ କହିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର,୨୪।୧: ପିଏମ ଆବାସ ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ସାମିଲ ପାଇଁ ସର୍ଭେ ଆରମ୍ଭ ହୋଇଯାଇଛି। ପୁରୀରୁ ସର୍ଭେର ଶୁଭାରମ୍ଭ କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ମନ୍ତ୍ରୀ ଅର୍ଜୁନସିଂପୁରକୁ ଯାଇ ୫ଟି ଘରକୁ ତାଲିକାରେ ଯୋଡ଼ିଛନ୍ତି। ଏଥିସହ କିପରି ଆବାସ ପ୍ଲସ…

ଲଜ୍ଜା! ବରଗଡ଼ରେ ନାବାଳିକା ଝିଅକୁ ବଳାତ୍କାର ଉଦ୍ୟମ କଲେ ପିଶାଚ ବାପ

ସରଣ୍ଡା,୨୪।୧(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜଣେ ବ୍ୟକ୍ତି ତାଙ୍କ ନାବାଳିକା ଝିଅକୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଅତାବିରା ଅଞ୍ଚଳରୁ ଏହି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ପୀଡିତାଙ୍କ ମାଆଙ୍କ ଅଭିଯୋଗ ପରେ ଅଭିଯୁକ୍ତଙ୍କ ବିରୋଧରେ ଅତାବିରା ଥାନାରେ ଏକ ମାମଲା…

ଓଲଟିଲା ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି: ୪ ଆହତ

ଭଞ୍ଜନଗର,୨୪।୧: ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି ଏକ ଗଛରେ ପିଟି ହୋଇ ଓଲଟି ପଡିଛି। ଦୁର୍ଘଟଣାରେ ଅତିରିକ୍ତ ଏସ୍‌ପି ଏବଂ ତାଙ୍କ ସ୍ତ୍ରୀଙ୍କ ସହ ୪ଜଣ ଆହତ ହୋଇଥିବା ଜଣାପଡିଛି।…

ରାଣୀ ପଣ୍ଡା ଗୁରୁତର: ଅସ୍ତ୍ରୋପଚାର କଥା କହି କ୍ୟାମେରା ଆଗରେ କାନ୍ଦିପକାଇଲେ

ଭୁବନେଶ୍ୱର,୨୪।୧: ପ୍ରଖ୍ୟାତ ଓଡ଼ିଆ ଯାତ୍ରା କଳାକାର ରାଣୀ ପଣ୍ଡା, ଯିଏ ତାଙ୍କ ସାମାଜିକ କାର୍ଯ୍ୟ ଏବଂ ଗରିବ ଏବଂ ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଜଣା, ତାଙ୍କ ଅବସ୍ଥା ଗୁରୁତର ହୋଇପଡିଛି। ରାଣୀଙ୍କ ଅନୁଯାୟୀ, ଡାକ୍ତର ତାଙ୍କୁ ଅସ୍ତ୍ରୋପଚାର କରିବାକୁ…

ମାତୃଭାଷାରେ ସ୍ନାତକ ପଢ଼ିବେ ଛାତ୍ରଛାତ୍ରୀ: ପୁସ୍ତକ ଲେଖା ପାଇଁ ୫୦ ଲେଖକ ମନୋନୀତ

ଭୁବନେଶ୍ବର, ୨୪।୧: ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଏନେଇ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିକଟରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ବବିଦ୍ୟାଳୟ ପକ୍ଷରୁ ଏମବିଏ ପାଠ୍ୟକ୍ରମ ପାଇଁ ଓଡ଼ିଆ ପୁସ୍ତକ ପ୍ରକାଶ କରାଯାଇଥିଲା ବେଳେ ଆଗକୁ ଡାକ୍ତରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?