ଭାଇକୁ ବାଡେଇ ପକାଇଲେ ମେଡିକାଲରେ, ଆଉ ଏବେ ଭଉଣୀଙ୍କୁ ଦଉଛନ୍ତି…
ପାଣିକୋଇଲି,୨୧।୮(ବିକାଶ ମଲ୍ଲିକ):ଏକ ମରଣାନ୍ତକ ଆକ୍ରମଣ ମାମଲାରେ ମଙ୍ଗଳପୁର ଥାନା ପୋଲିସ ଚୁପ୍ ବିରୋଧରେ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୀଡ଼ିତଙ୍କ ଭଉଣୀ। ଅଭିଯୋଗ ମୁତାବକ, ଈଶ୍ୱରପୁର ଗ୍ରାମର ନାରାୟଣ ଚନ୍ଦ୍ର ଦାସଙ୍କ ଚାଷଜମିରେ ବାଡ଼ ବୁଜାଯାଇଥିଲା। ଗ୍ରାମର ପ୍ରଫୁଲ୍ଲ ବେହେରା ଓ ତାଙ୍କ…
୨୨ରେ କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ:ନବୀନଙ୍କୁ ଭେଟିଲେ ଜିଲା ପରିଷଦ ସଭ୍ୟ
ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି । ଏଥିରେ ଦଳର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର…
ବିଧାନସଭାରେ କଲେଜ ନିର୍ବାଚନ ତାତି
ଭୁବନେଶ୍ୱର,୨୧।୮ (ଅନିଲ ଦାସ):କଲେଜ ନିର୍ବାଚନକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗକୁ ନେଇ ବିଧାନସଭାକୁ ଅଚଳ କରିଦେଇଛି। ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ସବୁ କିଛି ବିରୋଧୀଙ୍କ ହୋ ହଲ୍ଲାରେ ହଜିଯାଇଛି। କିଛିଦିନ ବ୍ରେକ ପରେ…
ଭାଜପା ଉଦ୍ୟମ ପଣ୍ଡ ହୋଇଛି: ବିଜେଡି
ଭୁବନେଶ୍ୱର,୨୧।୮(ଅନିଲ ଦାସ):ନିମାପଡ଼ା ଏନ୍ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ମଙ୍ଗଳବାର ଅଣାଯାଇଥିବା ଅନାସ୍ଥା ଭୋଟ କାଟ୍ ଖାଇଯିବାରୁ ବିଜେଡି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ସସ୍ମିତା ପଦ ବଜାୟ ରଖିଥିବାରୁ ଭାଜପା ପାଇଁ ଏହା ଏକ ଶକ୍ତ ଧକ୍କା ହୋଇଛି ବୋଲି…
ଏହିଦିନଠାରୁ ଆରମ୍ଭ ହେବ ଯୁକ୍ତ୨ ପରୀକ୍ଷା: ସେପ୍ଟେମ୍ବରରୁ ଫର୍ମ ପୂରଣ
ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):ଆସନ୍ତା ବର୍ଷ ଫେବୃଆରୀ ୧୫ରୁ ଯୁକ୍ତ୨ ବାର୍ଷିକ ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ତାଙ୍କ ସୁବିଧା ଦେଖି ଏହି ସମୟ ମଧ୍ୟରେ ପରୀକ୍ଷା କରିବେ।…
ରାଷ୍ଟ୍ରପତିଙ୍କୁ ଭେଟିଲେ ଅଶ୍ୱିନୀ:ଓଡ଼ିଶାରେ ଏହି କାର୍ଯ୍ୟ ପାଇଁ କଲେ ଆଲୋଚନା
ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା):କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେବାକୁ ଥିବା ୬ଟି ନୂଆ ରେଳ ଲାଇନର ମଞ୍ଜୁରୀ ସମ୍ବନ୍ଧରେ ମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଅବଗତ କରାଇଛନ୍ତି। ଏହି ରେଳପ୍ରକଳ୍ପଗୁଡ଼ିକ ଓଡ଼ିଶାର ଉପାନ୍ତ…
ଆଜି ସାରା ରାଜ୍ୟରେ ବର୍ଷିବ: ବିଜୁଳି-ଘଡ଼ଘଡ଼ି ଆଶଙ୍କା
ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ…
ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ
ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ତଫସିଲଭୁକ୍ତ ଜାତି(ଏସ୍ସି) ଏବଂ ଜନଜାତି(ଏସ୍ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର…
ଦଙ୍ଗା ଗୁଜବକୁ ବିଶ୍ୱାସ ନକରିବାକୁ ପୋଲିସ କଲା ନିବେଦନ
ଦାରିଙ୍ଗବାଡି,୨୦।୮(ଅରୁଣ ସାହୁ): ସମଗ୍ର କନ୍ଧମାଳ ଜିଲାରେ ଦଙ୍ଗା ଗୁଜବକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ ଜନ ସଚେତନ ଓ ବୈଠକ କରି ଲୋକଙ୍କୁ ଗୁଜବରୁ ଦୁରେଇ ରହିବା ସହ ଭୟଭୀତ ନହେବାକୁ ନିବେଦନ କରାଯାଇଛି। ଏହି କ୍ରମରେ ଦାରିଙ୍ଗବାଡି ଓ ବ୍ରାହ୍ମଣୀଗାଁ…
ରାଜ୍ୟ ସଭା ଟିକେଟ ଦେବାକୁ କେହି କମିଟମେଣ୍ଟ କରି ନ ଥିଲେ: ମମତା ମହାନ୍ତ
ଭୁବନେଶ୍ୱର,୨୦।୮: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏଥିପାଇଁ ମମତା ମହାନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡିରେ ଥିବାବେଳେ ମମତା ରାଜ୍ୟ ସଭାର ଏମପି ଥିଲେ। ଏବେ ତାଙ୍କୁ ଭାଜପା ପକ୍ଷରୁ ସେହି ପଦ ପାଇଁ ପ୍ରାର୍ଥୀ କରାଯାଇଛି।…
+୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ଜାଣନ୍ତୁ କିପରି ହେବ ପରୀକ୍ଷା
ଭୁବନେଶ୍ୱର, ୨୦ା୮(ଅସମାପିକା ସାହୁ): ଯୁକ୍ତ୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚାକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପ୍ରଶ୍ନପତ୍ର କିଭଳି ରହିବ ଏବଂ…
ସରକାରଙ୍କ ସମସ୍ତ ବିଭାଗ ଗୋଟିଏ ଟିମ୍ ହୋଇ କାମ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି…
Archives


