ରାଜ୍ୟ

ନିଲମ୍ବନ ଉଠାଇଲେ ନବୀନ, ଦଳକୁ ଫେରିଲେ ଟାଣୁଆ ନେତା

ଭୁବନେଶ୍ୱର,୨୦।୧: ଘର ସଜାଡୁଛି ବିଜେଡି। ଏନେଇ ଆକ୍ସନ ମୋଡରେ ଆସିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯେଉଁମାନେ ଦଳ ଛାଡି ଯାଇଥିଲେ କିମ୍ବା ତାଙ୍କୁ ବହିଷ୍କାର କରାଯାଇଥିଲା ସେମାନଙ୍କୁ ପୁଣି ଯୋଗାଯୋଗ କରାଯାଉଛି। ସଂଗଠନକୁ ସୁଦୃଢ କରିବାକୁ ସୁପ୍ରିମୋ ଅଣ୍ଟା ଭିଡିଛନ୍ତି।…

ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୦।୧: ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା…

୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ: ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ସମସ୍ତଙ୍କୁ…

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ…

ଖଣିମନ୍ତ୍ରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧: ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ…

ପୋଲିସ-ସିଆରପିଏଫ୍‌ ଯବାନଙ୍କ ଆନ୍ତଃରାଜ୍ୟ ଅଭିଯାନ

ଭୁବନେଶ୍ୱର,୨୦ା୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର…

ଆଜି ବି ନବଙ୍କ ଭାଇ ବ୍ରଜଙ୍କ ଘରେ ରେଡ : କ’ଣ ଖୋଜୁଛି ଆଇଟି ଟିମ୍‌

ଭୁବନେଶ୍ୱର,୨୦।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ ଜାରି ରହିଛି । ଚତୁର୍ଥ ଦିନରେ ଏହି ଚଢ଼ାଉ ଚାଲିଛି। ସମ୍ବଲପୁର ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଆୟକର ଟିମ୍‌ର ରେଡ୍‌ ଚାଲିଛି। ବ୍ରଜଙ୍କ ଘରେ…

ଚିଲିକାରେ ଆରମ୍ଭ ହେଲା ଡଲଫିନ୍‌ ଗଣନା

ଖୋର୍ଦ୍ଧା,୨୦ା୧(ଖୋର୍ଦ୍ଧା ପାଣିଗ୍ରାହୀ): ଚିଲିକା ଡିଭିଜନ ବନ୍ୟପ୍ରାଣୀ ବିଭାଗ (ବାଲୁଗାଁ) ପକ୍ଷରୁ ସମଗ୍ର ଚିଲିକାରେ ଡଲ୍‌ଫିନ୍‌ ଗଣନା ଆରମ୍ଭ ହୋଇଛି। ଚିଲିକାରେ ଦେଖା ଯାଉଥିବା ଇରାଓ୍ବ।ଡି ( Irrawaddy ) ଡଲ୍‌ଫିନ୍‌ ଏବଂ ଚିଲିକା-ସମୁଦ୍ର ମୁହାଣରେ ଦେଖା ଦେଉଥିବା ବଟଲ-ନୋଚ ଡଲଫିନ୍‌ର ଗଣନା…

ବଡ଼ ଘୋଷଣା, ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍‌ ପୋଲିସ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ସଡ଼କ ସୁରକ୍ଷା କ୍ଷେତ୍ରରେ ଟ୍ରାଫିକ୍‌ ବ୍ୟବସ୍ଥାର ପ୍ରମୁଖ ଭୂମିକା ରହିଛି। ଏହାର ପରିଚାଳନା ପାଇଁ ରାଜ୍ୟରେ ଏବେ ୨୧୯୮ ଜଣ ଟ୍ରାଫିକ ପୋଲିସ କାର୍ଯ୍ୟ କରୁଛନ୍ତି। ଚଳିତବର୍ଷ ଆଉ ୨ ହଜାର ନୂଆ ପଦବୀ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ…

ବିଜେଡି ନେତାଙ୍କୁ ଜୋରଦାର ବିରୋଧ

ବଲାଙ୍ଗୀର/ ଖପ୍ରାଖୋଲ,୨୦।୧(ବୀରେନ୍ଦ୍ରକୁମାର ଝାଙ୍କର/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗନ୍ଧମାର୍ଦ୍ଦନର ସ୍ଥାୟୀ ସୁରକ୍ଷା ପାଇଁ ଖପ୍ରାଖୋଲ ଆଦର୍ଶ ବିଦ୍ୟାଳୟ ସମ୍ମୁଖ ପଡିଆରେ ରବିବାର ପଶ୍ଚିମ ଓଡିଶା ମହାସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗଦେବା ପାଇଁ ଆସିଥିବା ବିଜେଡି ନେତ୍ରୀନେତାଙ୍କୁ ଜୋରଦାର…

ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି…

ଜୟନ୍ତୀରେ ବି ମନେ ପଡ଼ିଲେ ନି ବହ୍ନିକନ୍ୟା: ଧୂଳିମୟ ପ୍ରତିମୂର୍ତ୍ତି

ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅନେକ ମହାପୁରୁଷ, ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରହିଛି। କିନ୍ତୁ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ କିମ୍ବା ରକ୍ଷଣାବେକ୍ଷଣ ଠିକ୍‌ଭାବେ କରାଯାଉ ନାହିଁ। ରବିବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀ ଥିବା ବେଳେ ତାଙ୍କ ପ୍ରତିମୂର୍ତ୍ତିଙ୍କୁ ଅସମ୍ମାନ ସକାଳୁ…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ଏସ୍‌ପି ଅଫିସରେ ଆଇଜି ହିମାଂଶୁ ଲାଲ କଲେ ସମୀକ୍ଷା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣାକୁ ୭ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ ହାତ ଖାଲି ପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ମାମଲାରେ ପୋଲିସର ଅପାରଗତା ପ୍ରତିବାଦରେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?