ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ
ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…
ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର
କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର ଚାଲିଛି। ସୋମବାର ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ଓହ୍ଲାଇ ପୂର୍ବାହ୍ନ…
ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ
ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଏକ ପ୍ରକାର ପ୍ରହସନରେ ପରିଣତ ହୋଇଛି। ସରକାରୀ ଯୋଜନାର ସୁଫଳ ଭିନ୍ନକ୍ଷମଙ୍କ…
ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍
ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍ ଡେ’ର ପ୍ରଥମ ପାହାଚ ରୋଜ୍ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍ଗୁଡିକରେ ରୋଜ୍ ଡେ’ ପାଇଁ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ସାଙ୍ଗସାଥୀମାନେ ମଧ୍ୟ ପରସ୍ପରକୁ…
ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ
ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ ଅଛନ୍ତି । ଗୋଟିଏ ହନୁ ମାଙ୍କଡ଼ ପାଗଳ ହୋଇ ଆଖପାଖ ଗ୍ରାମର ପ୍ରାୟ…
ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ
ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ ଛାତ୍ର ଶୁକ୍ରବାର ସଂନ୍ଧ୍ୟାରୁ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଫଳରେ…
ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…
ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଟୁକୁଣା ଗ୍ରାମରେ। ଗ୍ରାମର ଅକ୍ଷୟ ଦାସଙ୍କ ପରିବାରରେ ରାତ୍ରି ଭୋଜନ…
ଟ୍ରକ ନେଲା ୨ବାଇକ୍ ଆରୋହୀଙ୍କ ଜୀନନ
କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କା(ନଂ.ଓଡି୧୦ଡବ୍ଳୁ-୩୮୮୧ ନମ୍ବର)ରେ ୨ଜଣ ବାଇକ୍ ଆରୋହୀଙ୍କ…
ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ
ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ ଅସୁସ୍ଥ ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧୀନ ଥିଲେ। ରାତିରେ ତାଙ୍କ ମୃତଦେହ…
ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ
ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଶନିବାର ବାର୍ଷିକ ଉତ୍ସବ ଚାଲିଥିଲା। କୌଣସି କାରଣକୁ ନେଇ…
ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା
ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ ତତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ ପୋଲିସ ଓ ସେବାୟତଙ୍କ ଉପସ୍ଥିତରେ…
ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…
ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ ଦେଲେ ପୀତାମ୍ବର। ସେ କହିଛନ୍ତି, ମୁହଁ ଖୋଲିବା ପୂର୍ବରୁ ଆତ୍ମସମୀକ୍ଷା କରିବା ଉଚିତ…
Archives


