ଲଣ୍ଡନରେ ପ୍ରଦର୍ଶନ ହେବ ସୁଜିତ ମେହେରଙ୍କ ହାବସପୁରୀ ପାଟ
ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ): ବିଶ୍ୱର ସର୍ବଶ୍ରେଷ୍ଠ ଫ୍ୟାଶନ ଶୋ ‘ଲଣ୍ଡନ ଫ୍ୟାଶନ ୱିକ୍’ ପାଇଁ ଡିଜାଇନ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିରେ ବିଭିନ୍ନ ଦେଶର ବଡ଼ ବଡ଼ ଡିଜାଇନରଙ୍କ ପ୍ରସ୍ତୁତ ଡିଜାଇନ ସାମିଲ ହେବ। ସେଥିମଧ୍ୟରୁ କଳାହାଣ୍ଡି ଜିଲା ଜୁନାଗଡ଼…
ଜଗନ୍ନାଥଙ୍କ ଟାହିଆ କେମିତି ଖସିଲା? ବର୍ଷିଲେ ବିରୋଧୀ
ଭୁବନେଶ୍ୱର,୧୮।୭ (ସୁନିତ୍ ମିଶ୍ର): ରଥଯାତ୍ରାରେ ବ୍ୟାପକ ତ୍ରୁଟି ଦେଖିବାକୁ ମିଳିଛି। ବିନା ଟାହିଆରେ ମହାପ୍ରଭୁ ବିଜେକରିବା ଓ ବାଇଶି ପାହାଚରେ ୪୦ ମିନିଟ୍ରୁ ଅଧିକ ସମୟ ଅଟକି ରହିବା ଅଗଣିତ ଜଗନ୍ନାଥପ୍ରେମୀଙ୍କ ମନକୁ ଆଘାତ ଦେଇଛି। ରଥଯାତ୍ରା ପରିଚାଳନାରେ ସରକାରଙ୍କ ବ୍ୟାପକ…
ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ
ଭୁବନେଶ୍ୱର,୧୮।୭(ସୁନିତ୍ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଥିବା ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ଏକ ପ୍ରତିନିଧି ଦଳ…
୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ: ଆଜି ଏହି ଜିଲାରେ…
ଭୁବନେଶ୍ୱର, ୧୮ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ପାଖାପାଖି ସମୁଦ୍ରପତ୍ତନଠାରୁ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ହୋଇରହିଛି। ଏହାର ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…
ରାସ୍ତା ନ ଥିବାରୁ ଭାଙ୍ଗିଯାଉଛି ବିବାହ ପ୍ରସ୍ତାବ
ଚାନ୍ଦବାଲି,୧୮ା୭ (ରତିକାନ୍ତ ବାରିକ): ଭଲ ରାସ୍ତା ନ ଥିବାରୁ ସାହିର ପୁଅଙ୍କୁ କେହି ଝିଅ ଦେବାକୁ ରାଜି ହେଉନାହାନ୍ତି। ଅନେକ ପୁଅଙ୍କ ପ୍ରସ୍ତାବ ଭାଙ୍ଗିଗଲାଣି। କାଦୁଅ ଗଁାକୁ ଝିଅ ଦେବେ ନାହିଁ ବୋଲି କହୁଛନ୍ତି କନ୍ୟାଘର ଲୋକେ। ଭଦ୍ରକ ଜିଲା ଚାନ୍ଦବାଲି…
ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍କୁ ନେଇ ବଢ଼ିଲା…
ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ ଜଣକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ରଶ୍ମିରଞ୍ଜନ ସେଠୀ। ସେ କଟକ ଉନ୍ନୟନ କର୍ତ୍ତୃପକ୍ଷ…
ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ
ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା ଅଭିଯୋଗରେ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଗିରଫ ପୋଲିସ କର୍ମଚାରୀ ଜଣକ…
ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…
ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ପାଟଣା ଥାନା ପୋଲିସ ତତ୍ପରତା ପ୍ରକାଶ କରି ଶୁକ୍ରବାର ଜଣେ…
ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ
ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହୋଇଛନ୍ତି। ଟୋକନ ପାଇବାରୁ ବଞ୍ଚିତ ହେବା କାରଣରୁ ଜିଲ୍ଲାର ଅନେକ ଚାଷୀ…
ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ
ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇଯାଇଛି। ରେବ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଭଗବାନପୁର ଗ୍ରାମପଞ୍ଚାୟତର ଇଚ୍ଛଦା…
ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପ୍ରାଥମିକ ତଦନ୍ତରୁ ଯୁବକଙ୍କ ମୃତ୍ୟୁ ଦନ୍ତା ହାତୀ ଆକ୍ରମଣରେ ଘଟିଥିବା ସନ୍ଦେହ…
ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ
ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅବସରରେ ଆୟୋଜିତ ଶ୍ରୀ ଗୁଣ୍ଡିଚା ରଥଯାତ୍ରାର ରଥ ଟଣା ଶୁକ୍ରବାର ସମ୍ପନ୍ନ ହୋଇଛି।…

