ରାଜ୍ୟ

‘ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ସେବାକୁ ସୁନିଶ୍ଚିତ କର’

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ବିଭିନ୍ନ ବିଭାଗ ଦ୍ୱାରା ଓଡ଼ିଶା ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନର କାର୍ଯ୍ୟକାରିତା ସୁନିଶ୍ଟିତ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏହି ମର୍ମରେ ମୁଖ୍ୟ ଶାସନ ସଚିବ…

ଏମ୍‌ଏସ୍‌ପି, ଇନ୍‌ପୁଟ୍‌ ସବ୍‌ସିଡି ବାବଦକୁ ୭୯୦୧ କୋଟି ପାଇଲେଣି ଚାଷୀ

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି। ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ୍‌ ନ ପଡ଼ନ୍ତି, ଏଥିଲାଗି ସରକାରୀ ସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି। ଏକ ପ୍ରେସ୍‌ ବିଜ୍ଞପ୍ତି…

ପ୍ରସନ୍ନଙ୍କ ଘରେ ବିଜେଡି ନେତାଙ୍କ ବୈଠକ: ବିଜେଡିରେ ବଡ଼ ହଲଚଲ

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଘରେ ଦଳର ବରିଷ୍ଠ ନେତାମାନଙ୍କ ବୈଠକକୁ ନେଇ ରାଜନୀତି ଜୋର୍‌ ଧରିଛି। ପୂର୍ବତନ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ପ୍ରଫୁଲ୍ଲ ସାମଲ, ଭୂପିନ୍ଦର ସିଂହ ଏବଂ ବିଧାୟକ ଦେବେଶ ଆଚାର୍ଯ୍ୟ…

ନବ ଦାସ ହତ୍ୟା ଘଟଣାକୁ ନେଇ ବଡ଼କଥା କହିଦେଲେ ଦୀପାଳି

ଝାରସୁଗୁଡ଼ା,୧୬।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ…

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ମାଆଙ୍କ ଦେହାନ୍ତ

ଭୁବନେଶ୍ୱର,୧୬।୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ।…

ଧନୁଯାତ୍ରା ଦେଖିବାକୁ ଯାଇ ଗଣବଳାତ୍କାର! ସାମ୍ନାକୁ ଆସିଲା ଫୋନ କଲ୍‌ ଅଡିଓ

ବରଗଡ଼,୧୬।୧(ପ୍ରେମାନନ୍ଦ ଖମାରୀ) ବରଗଡ଼ ଧନୁଯାତ୍ରା ସରିବା ପରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ରବିବାର ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ହୋଇଥିବା ଜଣେ ଯୁବତୀ(୨୪)ଙ୍କୁ ମଙ୍ଗଳବାର ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲା କୁର୍ଲା ଗ୍ରାମ ନିକଟ…

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ ମଧ୍ୟ…

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାର। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ…

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା…

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ତଥା ଜନ ଅଭିଯୋଗ ବିଭାଗ (GA&PG) ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି…

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌ ୮ ଜଣ ଯାତ୍ରୀଙ୍କୁ ଧରି ଚାନ୍ଦବାଲିରୁ ଧାମରା ଆସିଥିଲା। ସମ୍ପୃକ୍ତ ଯାତ୍ରୀବାହୀ ବୋଟ୍‌ ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?