ରାଜ୍ୟ

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ । ସୂଚନା ପ୍ରକାରେ ଶନିବାର ସକାଳ ସମୟରେ ଅଡବା ପୋଲିସ୍ ପେଟ୍ରୋଲିଂ କରିବା ସମୟରେ…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି । ଗ୍ରୀନରୁମରେ ଅଭିନେତାଙ୍କୁ ଧମକଚମକ ଦେଉଛନ୍ତି…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ସୂଚନାଯୋଗ୍ୟ, କୋଇଡ଼ା ଥାନା ଅନ୍ତର୍ଗତ ଗତ ପୁଣ୍ଢି ପୋଖରୀ ଜଙ୍ଗଲ ଅଞ୍ଚଳରେ ଗଛ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା ଅଳଙ୍କାର ଜବତ କରିଛି । ଗିରଫ ୩ଜଣ ହେଲେ ଗଜପତି ଜିଲା ସେରଙ୍ଗ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି ଆତଙ୍କ ଖେଳାଇଛନ୍ତି । ତେବେ ଉକ୍ତ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡର ଭିଡ଼ିଓ ସୋସିଆଲ…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ଆହକୁ ଆଉ ନିର୍ବାଚନ ନଲଢ଼ି ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି ଟାୱାର ଲୋକାର୍ପଣ କରିବା ପରେ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଏଣିକି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଅର୍ଥ ବିଭାଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ବଜେଟର ସମୀକ୍ଷା ନେବେ ମୁଖ୍ୟମନ୍ତ୍ରୀ ମୋହନ…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ । ଟ୍ରିବ୍ୟୁନାଲ ସ୍ପଟ ଭିଜିଟ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଦଣ୍ଡପାଣି ପାତ୍ର କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି ରହିଛି। ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦାରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଭୁଜାଲି ମାଡ଼ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri