ରାଜ୍ୟ

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ ପ୍ରଭାବିତ ହୋଇପଡ଼ିଛି। ବର୍ଷା ଯୋଗୁ ବହୁ ମାଟି ଘର ଭୁଶୁଡ଼ି ପଡ଼ୁଥିବା ବେଳେ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ ଓ ସପୁର କାଣ୍ଡଙ୍କ ପୁଅ କ୍ଷୀରୋଦ ୫୭୮ ମାର୍କ ରଖିଛନ୍ତି। ଭୁବନେଶ୍ୱରସ୍ଥିତ ବିଦ୍ୟାପୀଠ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ଗୁରୁବାର ପବିତ୍ର ରଥଯାତ୍ରା ଉତ୍ସବ ବେଶ୍ ଆନନ୍ଦ ଉଲ୍ଲାସର ସହ ସମ୍ପନ୍ନ ହୋଇଯାଇଛି।…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ କରଣ (୩୨) ତାଙ୍କ ଶଳା ସତ୍ୟବାନ ପାଣ୍ଡିଙ୍କୁ ଖଣ୍ଡାରେ ହାଣି ମରଣାନ୍ତକ ଆକ୍ରମଣ…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଅପରପକ୍ଷରେ ଗୁରୁବାର ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର କୁମାର…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ଅଧିକାରୀମାନେ ଓସେପା ଉପନିର୍ଦ୍ଦେଶିକା ଇତିଶ୍ରୀ ନାୟକଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି।…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର ମୃତ୍ୟୁ ଘଟିଛି। ଗାଈ ଜଗୁଆଳି ତଥା ଗ୍ରାମବାସୀ ଏ ଘଟଣା ଜାଣିଲା ପରେ…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ କୋଠା ବିଭାଗ ପକ୍ଷରୁ ଗାଁରେ ସର୍ବସାଧାରଣ ନୋଟିସ୍‌ ଛପାଯାଇଛି। ଉକ୍ତ ନୋଟିସ୍‌ରେ ଚଳିତ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି। ବଲାଙ୍ଗୀରରେ ସବୁଠୁ ଅଧିକ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ ଶ୍ରଦ୍ଧାଳୁମାନେ ଟାଣି ନେଇ ହସ୍ପିଟାଲ ଛକ ପାଖ ମାଉସୀ ମା’ ମନ୍ଦିରକୁ ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?