ରାଜ୍ୟ

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୧୩ା୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ମୃତ ଛାତ୍ରୀଙ୍କ ନାମ ଉତ୍କଳିକା ସ୍ବାଇଁ।…

ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ

ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହି ଉଦ୍ୟାନ ଖୋଲା ରହିବ। ତେବେ ସ୍କୁଲ ପିଲାମାନଙ୍କ ପାଇଁ ରାଜଭବନ ଉଦ୍ୟାନ…

ମହିଳା କାର୍ଡ ଖେଳିପାରେ ଭାଜପା

ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଭାଜପା ବିଜୟୀ ହେବା ପଛରେ ଦଳର ସାଙ୍ଗଠନିକ ବଳ ଅପେକ୍ଷା ବିଜେଡି ନେତାଙ୍କ ଅହଙ୍କାର ଓ ବିଭିନ୍ନ ଯୋଜନାରେ ବ୍ୟାପକ ଅନିୟମିତତା ବଡ଼ କାରଣ ବୋଲି ଚର୍ଚ୍ଚା ହେଉଛି। ତେଣୁ ଉଭୟ ଦଳ…

ଆଜି ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୧୩ା୧(ସୁନିତ୍‌ ମିଶ୍ର): ଫେବୃଆରୀରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଏଥିଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର ହେବ। ଏହାପରେ ହିତାଧିକାରୀମାନଙ୍କୁ ଏହି ଯୋଜନାରେ ପ୍ରସ୍ତୁତ କାର୍ଡ ପ୍ରଦାନ କରାଯିବ। ତେବେ ସୋମବାର କେନ୍ଦ୍ର ଓ ରାଜ୍ୟ…

ଶିମିଳିପାଳ ସୁରକ୍ଷାରେ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ,ଏହାର ପରାକ୍ରମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢ଼େ…

ଏବେ ଶଙ୍ଖଭବନ ପାଲଟିଛି ହୋଟେଲ, ୮୦ ଟଙ୍କାରେ ମିଳୁଛି ମିଲ୍‌, ଗ୍ରାହକ କହୁଛନ୍ତି ଭିତିରି କଥା…

ଭୁବନେଶ୍ୱର,୧୩ା୧: ବିଜେଡି ପାର୍ଟି ଅଫିସ ଏବେ ଲୋକଙ୍କ ପାଇଁ ହୋଟେଲ ସାଜିଛି। ଏଠାରେ ଖାଲି ଯେ, ଦଳୀୟ କର୍ମୀ ଖାଇଥାନ୍ତି ତା’ ନୁହେଁ, ଏଠାରେ ସାଧାରଣ ଲୋକ ବି ଖାଉଛନ୍ତି ମିଲ୍‌। ମିଲ୍‌ ମାଗଣା ନୁହେଁ, ମିଲ୍‌ର ଦାମ୍‌ ରହିଛି ମାତ୍ର…

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ ଆଣିଲେ ବାପା

ଦିଗପହଣ୍ଡି,୧୨ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା କଲରାପଦର ଗ୍ରାମର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ରାଜେନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ସାହୁ। ରବିବାର ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ,ସାଇଣ୍ଟିଫିକ ଟିମ…

ହାତୀ ପିଠିରେ ବସି କଂସ ଦରବାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ…

ବରଗଡ଼ ଧନୁଯାତ୍ରା ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ: ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ମଥୁରାନଗରୀ ବରଗଡ଼ର ମାଟି ଐତିହ୍ୟ ସମ୍ପନ୍ନ। ଏଠାକାର କଳା, ସାହିତ୍ୟ, ସଂସ୍କୃତି ରାଜ୍ୟକୁ ଗୌରବାନ୍ବିତ କରିଛି। ଏ ମାଟିର ଲୋକନାଟକ ଧନୁଯାତ୍ରା ସମଗ୍ର ବିଶ୍ୱରେ ପରିଚିତ ଏବଂ ଆମ ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ ବୋଲି ରବିବାର ବରଗଡ଼…

ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା-୨୦୨୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର, ୧୨।୧: ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା ୨୦୨୫ ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଅଛି ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ…

ସାତକୋଶିଆରେ ହ୍ରାସ ପାଇଲା କୁମ୍ଭୀର ସଂଖ୍ୟା, ଚିନ୍ତା ପ୍ରକଟ କଲା ବନ ବିଭାଗ

ଭୁବନେଶ୍ୱର, ୧୨।୧: ସାତକୋଶିଆ ବନ୍ୟପ୍ରାଣୀ ଡିଭିଜନର ମହାନଦୀ କୂଳରେ ଏବଂ ବୌଦ୍ଧ ଜିଲାର କୁସଙ୍ଗା ରେଞ୍ଜ ଅଧୀନରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ସେମାନଙ୍କ ସଂଖ୍ୟାରେ ଚିନ୍ତାଜନକ ହ୍ରାସ ଦେଖାଦେଇଛି। କୁମ୍ଭୀର ଗଣନା କିଛି ଦିନ ପୂର୍ବରୁ ଆରମ୍ଭ ହୋଇ…

ମଣ୍ଡିରେ ଧାନ ବିକ୍ରିର ଦୀର୍ଘ ଦିନ ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ

କର୍ଲାମୁଣ୍ଡା:୧୨।୧(ପ୍ରଦୀପ କୁମାର ସାହୁ): ସରକାରଙ୍କ ନିୟମ ଅନୁଯାୟୀ ଚାଷୀ ମଣ୍ଡିରେ ଧାନ ବିକିବାର ୪୮ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟରେ ଟଙ୍କା ଜମା ହେବାର ନିୟମ ରହିଥିଲେ ହେ ଚାଷୀ ପ୍ରାପ୍ୟ ପାଇପାରୁ ନ ଥିବା ରବିବାର ଅଭିଯୋଗ ହୋଇଛି। ଏହି ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?