ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ
ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ…
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ
ଭୁବନେଶ୍ୱର, ୧୦ା୧(ସୁନିତ୍ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସୁଭଦ୍ରା ଯୋଜନାର ପୋର୍ଟାଲରେ…
କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍
ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ ଖୁବ୍ଶୀଘ୍ର ହେବାକୁ ଯାଉଛି। କଶ୍ମୀରର କଠିନ ପରିସ୍ଥିତି ଏବଂ ତୁଷାରପାତକୁ ବିଚାରକୁ ନେଇ ଏହି…
ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…
ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ ନେଇ ଛଅ ମାସର ଗର୍ଭବତୀ ସ୍ତ୍ରୀ ପ୍ରମିତାଙ୍କ ବେକ କାଟି ଦେଇଛନ୍ତି ସ୍ବାମୀ। ସ୍ତ୍ରୀ…
୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୯ା୧(ଅନିଲ ଦାସ)- ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ…
2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ
ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍ରେ ଅହମଦାବାଦକୁ ଆୟୋଜକ ସହର…
ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ
ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା ବେଳେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଡିସେମ୍ବରରେ ଆକାଶ ମେଘୁଆ ରହିବା ସହିତ…
ଜଳିଗଲା ଯାତ୍ରୀବାହୀ ବସ୍
ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ ଘରୋଇ ବସ୍ରେ ନିଆଁ ଲାଗି ଜଳି ଯାଇଛି। ଶଟ୍ସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ…
୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ
ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତିଲେଖା ବାରିକ ମାମଲାର ୧୬ଜଣଙ୍କ…
ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ
ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ ମାଧ୍ୟମରେ ପ୍ରଘଟ କରିବା ଘଟଣାକୁ ନେଇ ପ୍ରେମିକା ମାନସିକ ସ୍ତରରେ ଆଘାତ ପାଇ ଶେଷରେ…
ନିଜକୁ ନିଜେ ଗୁଳି କଲେ ଯବାନ
ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍ଏଫ୍ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଇଜିଏଚ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…
ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ
ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। “କେନ୍ଦ୍ର ଏବଂ ରାଜ୍ୟ ସରକାର ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟାର ଏକ…

