ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ
ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି। ଇତିମଧ୍ୟରେ ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି…
ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ
ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ ଧମକପୂର୍ଣ୍ଣ ସୂଚନା ମିଳିଛି। ଜିଲା ଜଜ୍ଙ୍କ ସରକାରୀ ଇ-ମେଲ ଆଇଡି dj.jharsuguda-od@gov.in କୁ…
IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…
କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ ମିଳିଛି, ଏସ୍ଏଫ୍ଏଲ ରିପୋର୍ଟ ବି ହସ୍ତଗତ ହୋଇଛି। କିଛି ବ୍ୟକ୍ତିଙ୍କୁ ଉକ୍ତ ଘଟଣାରେ…
‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ ରିଲିଜ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଡଭୋକେଟ ଜେନେରାଲ ପୀତାମ୍ବର…
ବାର୍ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ
ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍ହା ଆତଙ୍କ ସୃଷ୍ଟି କରିଛି। ବାର୍ହା ଆକ୍ରମଣରେ ତିନି ଜଣ ପୁରୁଷ ଓ ଦୁଇ ଜଣ ମହିଳା ଗୁରୁତର ଭାବେ ଆହତ…
ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ
କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା…
ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…
ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଏଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସେହିପରି…
୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ ୭.୬ କିମି ଯାଏ ବ୍ୟାପିଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର…
ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ
ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ସେବାୟତ, ଶ୍ରଦ୍ଧାଳୁ ଏବଂ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ…
ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ…
ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ
ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ ତୃତୀୟ ଗଳିର ମୋହନ ବେହେରାଙ୍କ ପୁଅ ବିନୋଦ ବେହେରା (୧୫)। ରଥଯାତ୍ରା ଅବସରରେ…
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ ହେବା କାରଣରୁ ଜଣେ ୬୦ ବର୍ଷୀୟ…

