ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଝିଅ, ଜ୍ୱାଇଁ କହି ଠକେଇ ଘଟଣା:ହଂସିତା, ଅନିଲଙ୍କ ଘରେ ଆୟକର ଚଢ଼ାଉ

ଭୁବନେଶ୍ୱର,୮ା୧(ସୂର୍ଯ୍ୟକାନ୍ତ ବେହେରା):ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁ ପରିଚୟ ଦେଇ ବଡ଼ବଡ଼ିଆଙ୍କୁ ଠକୁଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା ଓ ଅନିଲ କୁମାର ମହାନ୍ତି ଏବେ ଝାରପଡ଼ା ଜେଲରେ ଥିବାବେଳେ ସ୍ପେଶାଲ କ୍ରାଇମ୍‌ ୟୁନିଟ…

ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ…

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ ମାସକର ଅଧିକ ଚାଉଳ ଯୋଗାଇ ଦେବା ସହିତ ଆଳୁ ଚାଷକୁ ପ୍ରୋତ୍ସାହନ ଓ…

 କାହିଁକି  ଆଶାକର୍ମୀ ଡାଳିମ୍ବ  ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ 

ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ। ଯାହା ତାଙ୍କୁ ଖୁବ୍‌ ବ୍ୟଥିତ କରୁଥିଲା ଯେଉଁଥିପାଇଁ ନିଜ କର୍ତ୍ତବ୍ୟ ସଠିକ ଢଙ୍ଗରେ…

ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ପାଇବେ, କାହିଁକି ଏମିତି କହିଲେ ଜଙ୍ଗଲମନ୍ତ୍ରୀ

ଭୁବନେଶ୍ୱର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାଘକୁ ନେଇ ତାଙ୍କର ବୟାନ ରଖିଥିଲେ। ଏହାପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ମଧ୍ୟ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନାହିଁ। ମୁଖ୍ୟମନ୍ତ୍ରୀ…

ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି। ଏହି ବସ୍ ସେବାଗୁଡ଼ିକ ଦ୍ୱାରା ପର୍ଯ୍ୟଟକମାନଙ୍କ ଯାତାୟାତକୁ ବିଶେଷ…

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ରବୀଚାଷ ପାଇଁ ଜଳ ସେଚନ ଆରମ୍ଭ କରାଯାଇଛି।…

କେତେ ପ୍ରତିଶତ କ୍ଷତି ହୋଇଥିଲେ ମିଳିବ ସରକାର ସହାୟତା ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୭।୧: ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୬ଟି ଜିଲାରେ ହୋଇଥିବା ଅଦିନିଆ ବର୍ଷାକୁ ସରକାର ‘ପ୍ରାକୃତିକ ବିପର୍ଯ୍ୟୟ’ ଭାବେ ଗ୍ରହଣ କରିଥିବାବେଳେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (ଏସ୍‌ଡ଼ିଆର୍‌ଏଫ୍‌)ରୁ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ପ୍ରଦାନ ଆରମ୍ଭ କରାଯାଇଛି। ଯେଉଁ ଚାଷୀମାନଙ୍କର ୩୩ ପ୍ରତିଶତ…

ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ହାଇସ୍କୁଲ ସମ୍ମୁଖରେ ଅଘଟଣ ଘଟିଯାଇଛି। ମଙ୍ଗଳବାର ଅପରାହ୍ନ ସମୟରେ…

ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ବାପା, ପୁଅ ମୃତ ମା’ ଗୁରୁତର

ଛତ୍ରପୁର,୭।୧(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅନ୍ତର୍ଗତ ଅରୁଣପୁର ଗ୍ରାମ ନିକଟରେ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୭ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୋହନ ରାୟଗୁରୁ ତାଙ୍କ ସ୍ତ୍ରୀ’ ଗାୟତ୍ରୀ ରାୟଗୁରୁ…

ଟ୍ରକ୍‌ ଡ୍ରାଇଭର କହିଲେ କାହିଁକି ୨ ଭାଜପା ନେତାଙ୍କୁ ହତ୍ୟା କରିଥିଲେ 

ସମ୍ବଲପୁର,୭।୧: ଭାଜପା ନେତ୍ରାଙ୍କୁ ହତ୍ୟା ପଛର କାରଣ କହିଲେ ଡ୍ରାଇଭର ପ୍ରସନ୍ନ ଜେନାମଣି। ସେ କହିଛନ୍ତି, ଭାଜପା ନେତାଙ୍କ କାରକୁ ମୋ ସହ ଝଗଡ଼ା କରିଥବା ଗାଡ଼ି ଭାବି ଧକ୍କା ଦେଇଥିଲି । ଗାଡିକୁ ଥରେ କି ୨ ଥର ନୁହେଁ…

ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?