ରାଜ୍ୟ

ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି…

ନିର୍ମାଣ ଶ୍ରମିକ ପାଇଁ ରେଜିଷ୍ଟ୍ରେଶନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏଟି ଟିପ୍ସ

ଭୁବନେଶ୍ୱର,୭।୧: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ https://nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ…

ବଢ଼ୁଛି HMPV ସଂକ୍ରମଣ ସଂଖ୍ୟା: ଏପଟେ ପ୍ରବାସୀ  ଭାରତୀୟ  ସମ୍ମିଳନୀକୁ ନେଇ ଚିନ୍ତା…

ଭୁବନେଶ୍ୱର,୭।୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ସାମିଲ ହୋଇଛନ୍ତି। HMPVକୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ…

୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ…

ବିରୋଧୀ ଜାଣି ନାହାନ୍ତି, ବିରୋଧ କାହାକୁ? ଦ୍ୱନ୍ଦ୍ୱରେ କର୍ମୀ

ଭୁବନେଶ୍ୱର, ୭ା୧(ଅନିଲ ଦାସ):ନିଜକୁ ମୁଖ୍ୟ ବିରୋଧୀ ଦଳ ବୋଲାଉଥିବା ବିଜୁ ଜନତା ଦଳ (ବିଜେଡି) ତରଫରୁ ରାଜଧାନୀରେ ଏକ ଜନସମାବେଶର ଆୟୋଜନ କରାଯାଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌ ବୃଦ୍ଧି ବିରୋଧରେ ସ୍ବର ଉତ୍ତୋଳନ କରି ରାଜ୍ୟ…

ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା

ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା…

କୋଣାର୍କ ବୁଲିଲେ ଏସ୍‌ ଜୟଶଙ୍କର: ଇକୋରିଟ୍ରିଟରେ କଲେ ରାତ୍ରିଯାପନ

ଭୁବନେଶ୍ୱର,୭ା୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ…

ଆଦିବାସୀ ମେଳାରେ ଲୋକଙ୍କ ମନ ଜିଣୁଛି କନ୍ଧମାଳ ସାମଗ୍ରୀ: ଆକର୍ଷଣ ପାଲଟିଛି କୁଟିଆ କନ୍ଧଙ୍କ ଘର

ଦାରିଙ୍ଗବାଡି,୭।୧(ଅରୁଣ ସାହୁ): ରାଜ୍ୟ ଆଦିବାସୀ ମେଳାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ପାରମ୍ପରିକ ସାମଗ୍ରୀ ବିକ୍ରୀ ହେଉଛି। ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ୫ଟି ଷ୍ଟଲ ଆଦିବାସୀ ମେଳାରେ ସ୍ଥାନ ପାଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ ୩ଟି ଷ୍ଟଲ ସ୍ଥାନ…

ପୁଣି ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କଲେ ମମତା

ଭୁବନେଶ୍ବର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା ପଶ୍ଚିମବଙ୍ଗ ସରକାର ସୀମାନ୍ତରେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡୁ ନଥିବାରୁ ରାଜ୍ୟ…

ସମ୍ବଲପୁର ଡବଲ ମର୍ଡର: ୩ ଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ

ସମ୍ବଲପୁର,୭ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଆ.କଟାପାଲିରେ ଗତ ଶନିବାର ବିଳମ୍ବିତ ରାତିରେ ଟ୍ରକ୍‌ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ସୋମବାର ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ କୋର୍ଟ ଚାଲାଣ…

ଦେଶ ଖୁବ୍‌ଶୀଘ୍ର ବୁଲେଟ୍‌ ଟ୍ରେନ ଦେଖିବ: ମୋଦି

ରାୟଗଡ଼ା,୭ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି…

ବଢ଼ିଲା ତାପମାତ୍ରା, କୁହୁଡ଼ି ପାଇଁ ସତର୍କତା: ୬ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୭ା୧(ଅନୁରାଧା ମହାରଣା):ରାଜ୍ୟରେ ଶୀତର ଲହରି ଜାରି ରହିଥିଲେ ମଧ୍ୟ ୨ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା) ପ୍ରାୟ ୨ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇଛି। ଆସନ୍ତା ୪ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ପରବର୍ତ୍ତୀ ସମୟରେ ୨ରୁ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?