‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…
ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ ରବି…
ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ
ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ଏସିଏଫ୍ଓ ସୁବାସ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ…
ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ
ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ଶନିବାର କୋମ୍ବିଂ ଅପରେଶନ ସମୟରେ…
ସାଥୀଙ୍କୁ ନିଶାବଟିକା ଖୁଆଇଦେଲେ ଦୁଇ ଛାତ୍ର: ଆଉ ତା’ପରେ…
ଦେଓଗାଁ,୪।୧(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅଧୀନ ଦେଓଗାଁ ମୁଖ୍ୟାଳୟସ୍ଥିତ ନୋଡାଲ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ଦେଇ ଗତିକରୁଥିବା ଅଭିଯୋଗ ହୋଇଛି। ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ଅବହେଳା ଯୋଗୁ ଛାତ୍ରମାନେ ଅପରାଧିକ କାର୍ଯ୍ୟକଳାପ କରୁଥିବା ଏବେ ଅଞ୍ଚଳରେ ଚର୍ଚ୍ଚାର…
ବରଗଡ଼ ଧନୁଯାତ୍ରା: ଉଦ୍ଘାଟିତ ହେଲା ରଙ୍ଗମହଲ
ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍ଘାଟିତ ହୋଇଯାଇଛି। କଂସ ମହାରାଜା ମଥୁରା ଭ୍ରମଣ ସାରି ସେଠାରେ ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ…
ଗାଁ ଦାଣ୍ଡରେ ଗଡ଼ୁଥିଲା ମୃତଦେହର ଖଣ୍ଡଖଣ୍ଡ ଅଂଶ: ସିନ୍ରିକ୍ରିଏଶନ କଲା ପୋଲିସ
ପରଜଙ୍ଗ,୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁର ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ସରୋଜ ବିଶ୍ୱାଳ ଓରଫ ମକୁଙ୍କୁ ଗିରଫ କରି ପୋଲିସ ସିନ୍ରିକ୍ରିଏଶନ କରାଇଛି। ନୂଆବର୍ଷର ମଧ୍ୟାହ୍ନରେ ବସୋଇ ଗାଁର ରାକେଶ ସେଠିଙ୍କୁ ନିର୍ମମ ଭାବେ ହତ୍ୟା…
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
ଭୁବନେଶ୍ୱର,୪ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ। ୨୦୦୬…
ପାଣିକୋଇଲିରେ ଗୁଳିକାଣ୍ଡ: ଚାଲିଗଲା ଦୁଇ ଜଣଙ୍କ ଜୀବନ
ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଚିକିତ୍ସାପାଇଁ ଭୁବନେଶ୍ୱର…
ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ମତଦାନ: ହାଇକୋର୍ଟ ନିର୍ଦ୍ଦେଶରେ ଫଳାଫଳ ସଂରକ୍ଷିତ
ପାଟଣା,୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଶନିବାର ଅନାସ୍ଥା ପ୍ରସ୍ତାବ ବ୍ଲକ ସଭାଗୃହରେ ଆଗତ ହୋଇଛି । ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଜ୍ଞାତବାସରେ ଥିବା ୩୧ଜଣ ସମିତିସଭ୍ୟ ଓ ସରପଞ୍ଚ…
ମନରେଗା କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ
କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ ତେନ୍ତେଳାପଶି ପଞ୍ଚାୟତ ଅଲଣାପଦାରେ ଭାରତ ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବର୍ଷାଜଳ ଅମଳ ପ୍ରକଳ୍ପ କାମ ଚାଲୁଅଛି। ଉକ୍ତ ପ୍ରକଳ୍ପରେ ଗ୍ରାମର ଜବ୍କାର୍ଡଧାରୀ ଶ୍ରମିକମାନେ କାମ କରି…
ଲୁଟ୍ ପାଇଁ ଗୁଳିମାଡ଼: ଚାଲିଗଲା ଜଣଙ୍କ ଜୀବନ
ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ଲୁଟ୍ ପାଇଁ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ କର୍ମଚାରୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…
ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି ମିଳିବ।…

