ରାଜ୍ୟ

ସମୁଦ୍ର ବେଳାଭୂମିରେ ମଲା କଇଁଛ: ଖାଇଗଲେ ବିଲୁଆ, କୁକୁର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ପ୍ରାୟଗି ଗ୍ରାମସ୍ଥିତ ସମୁଦ୍ର ବେଳାଭୂମିରେ କିଛି ମଲା କଇଁଛ ପଡ଼ିଥିବା ଏବଂ ସେମାନଙ୍କୁ ବିଲୁଆ କୁକୁର ଖାଉଥିବା ଦେଖିବାକୁ ମିଳିଛି। କୌଣସି ସୂତ୍ରରୁ ଖବର ପାଇ ଖଲିକୋଟ ବନ ବିଭାଗ…

ପ୍ରଥମେ ଭାରତ ଆଉ ଏବେ ଓଡିଶା ବୁଲି ପ୍ରକୃତି ସୁରକ୍ଷା ଦେଉଛନ୍ତି ନନ୍ଦିଘୋଷ 

ଦାରିଙ୍ଗବାଡି,୩୧।୧୨ (ଅରୁଣ ସାହୁ ): ପ୍ରକୃତିକୁ ସୁରକ୍ଷା ଦେବା ପାଇଁ ଗାଁଗାଁ ବୁଲି ଜନ ସଚେତନ କରୁଛନ୍ତି ନନ୍ଦିଘୋଷ ଖମାରୀ। ବରଗଡ଼ ଜିଲାର ବାସିନ୍ଦା ନନ୍ଦିଘୋଷ ଗତ ୨୫ ଦିନହେଲା ଏହି ଯାତ୍ରା ଆରମ୍ଭ କରିଥିବା ବେଳେ ଏବେ ସୁଦ୍ଧାସେ ୮ଟି…

ଏଥର ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୨: ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ…

ଲକ୍ଷ୍ମୀଜୋର୍‌ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ: ମିଳିଲା ଲୁହା ପାଇପ୍‌, ହତ୍ୟା ସନ୍ଦେହ

ବଲାଙ୍ଗୀର,୩୧।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୃତ ଯୁବକ ଜଣକ ହେଲେ ବଲାଙ୍ଗୀର…

ପୁୁରୀ ମେଡିକାଲରେ ନକଲି ଡାକ୍ତର: ୭ ଦିନ ହେଲା କରୁଥିଲେ ରୋଗୀଙ୍କ ଚିକିତ୍ସା

ଭୁବନେଶ୍ୱର, ୩୧।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ୭ ଦିନ ହେଲା ଜଣେ ଡାକ୍ତର ବେଶରେଆପ୍ରନ ପିନ୍ଧି ଷ୍ଟେଥୋସ୍କୋପ ପକାଇ ୱାର୍ଡ ବୁଲୁଥିଲେ। ୱାର୍ଡରେ ରୋଗୀଙ୍କୁ ଦେଖୁଥିଲେ, ହେଲେ ଔଷଧ ଲେଖୁ ନ ଥିଲେ। କମ…

ପ୍ରଣବଙ୍କ ପରେ କିଏ ହେବେ ଓସିଏ ସଭାପତି? ରେସ୍‌ରେ ଅଛନ୍ତି…

ଭୁବନେଶ୍ୱର,୩୧।୧୨: ଓସିଏ ପଦରୁ ପ୍ରଣବ ପ୍ରକାଶ ଦାସ ଇସ୍ତଫା ପରେ ଏବେ ନୂଆ ସଭାପତିକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଓସିଏ ସଭାପତି ଦୌଡ଼ରେ ଏବେ ମୁଖ୍ୟତଃ ତିନି ନାଁକୁ ନେଇ ଚର୍ଚ୍ଚା ହେଉଛି । ସେମାନେ ହେଲେ ଓସିଏ ଆପେକ୍ସ…

ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି: ଯାଇପାରିବେ ଲୋକସେବା ଭବନ

ଭୁବନେଶ୍ୱର,୩୧।୧୨: ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ । ପୂର୍ବ ସରକାର କୋଭିଡ୍‌ ଆଳ ଦେଖାଇ ଲୋକସେବା ଭବନ ଭିତରକୁ ସାମ୍ବାଦିକଙ୍କୁ ଯିବାକୁ ବାରଣ କରିଥିଲେ। କୋଭିଡ କଟକଣା ଉଠିଲା, ମାତ୍ର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ…

ପଥରକୁ ଧରି ସାନକୁଣ୍ଡ ଉପରେ ବିପଦ ପୂର୍ଣ୍ଣ ଭାବେ ଝୁଲି ରହିଥିଲେ ନାବାଳକ, ପରେ ଯାହାହେଲା…

ପାଟଣା,୩୧।୧୨(ବୀରକିଶୋର ଦାଶ): କଥାରେ ଅଛି ରଖେ ହରି ତ ମାରେ କିଏ। ଜଣେ ୧୪ରୁ ୧୫ବର୍ଷର ନାବାଳକଙ୍କୁ ମଙ୍ଗଳବାର ସକାଳୁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରାଚୀନ ପର୍ଯ୍ୟଟନସ୍ଥଳୀ ଭିମକୁଣ୍ଡର ସାନକୁଣ୍ଡ ଉପରୁ ଝୁଲନ୍ତା ଅବସ୍ଥାରେ ସ୍ଥାନୀୟ ଯୁବକମାନେ ଉଦ୍ଧାର କରିଛନ୍ତି।…

ନୂଆବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ଏହି ଦିନ ଛାତ୍ରୀଛାତ୍ରଙ୍କ ଆକାଉଣ୍ଟକୁ ଯିବ ୫୦୦୦ ଟଙ୍କା

ଭୁବନେଶ୍ୱର,୩୧।୧୨: ନୂଆବର୍ଷରେ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଶୁଭାରମ୍ଭ ହେବ। ଜନଜାତି ଛାତ୍ରୀଛାତ୍ରଙ୍କୁ ମିଳିବ ୫ ହଜାର ଟଙ୍କା। ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିବେ । ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ…

ପୋଲ ଉପରେ ସ୍କୁଟି ରଖି ବୈତରଣୀକୁ ଡେଇଁପଡିଲେ ଦୋକାନୀ

କେନ୍ଦୁଝର,୩୧।୧୨: କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରୁ ସୋମବାର ଏକ ଅଭାବାନୀୟ ଘଟଣା ସାମ୍‌ନାକୁ ଆସିଛି। ପୋଲ ଉପରେ ସ୍କୁଟି ରଖି ଜଣେ ଦୋକାନୀ ବୈତରଣୀ ନଦୀକୁ ଡେଇଁ ପଡିଛନ୍ତି। କେଉଁ ପରିସ୍ଥିତିରେ ଦୋକାନୀ ଜଣକ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଜଣାପଡି…

କ୍ଲବ୍‌, ହୋଟେଲରେ ଜମିବ ମେଲୋଡି

ବ୍ରହ୍ମପୁର,୩୧ା୧୨(ସ୍ମୃତି ରଞ୍ଜନ ମହାଲିକ): ୨୦୨୪କୁ ବିଦାୟ ଦେଇ ମଙ୍ଗଳବାର ରାତି ୧୨ଟାରେ ନୂତନ ବର୍ଷ ୨୦୨୫କୁ ସ୍ବାଗତ ଜଣାଇବା ପାଇଁ ଉତ୍କଣ୍ଠା ବଢ଼ିଛି। ବ୍ରହ୍ମପୁର ମହାନଗରବାସୀ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ବେିଭିନ୍ନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସହରରେ ଜିରୋ…

ଚିକିତ୍ସା ସେବାରୁ ରାଜନୈତିକ ସଫଳତା ପାଇଛି: ଫକିର

କେନ୍ଦୁଝର ଜିଲା ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଥମ ଥର ପାଇଁ ଡା. ଫକିର ମୋହନ ନାଏକ (୫୦) ବିଧାୟକ ହୋଇଛନ୍ତି। ଭାଜପା ଟିକେଟରୁ ଲଢ଼ି ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାରଙ୍କୁ ୯, ୪୩୯ ଭୋଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?