ରାଜ୍ୟ

ଚିକିତ୍ସା ସେବାରୁ ରାଜନୈତିକ ସଫଳତା ପାଇଛି: ଫକିର

କେନ୍ଦୁଝର ଜିଲା ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଥମ ଥର ପାଇଁ ଡା. ଫକିର ମୋହନ ନାଏକ (୫୦) ବିଧାୟକ ହୋଇଛନ୍ତି। ଭାଜପା ଟିକେଟରୁ ଲଢ଼ି ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାରଙ୍କୁ ୯, ୪୩୯ ଭୋଟରେ ପରାସ୍ତ…

ନବବର୍ଷ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଇଂରାଜୀ ନୂତନ ବର୍ଷ ପରିପ୍ରେକ୍ଷୀରେ ଆନୁଷ୍ଠାନିକ ଭାବେ କୌଣସି ଉତ୍ସବ ଏବଂ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ବୋଲି ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ସେ ସେଥିରେ…

ଆଗରୁ ବୁଲିଥିଲେ ଏବେ ଯିବାକୁ ପଡୁ ନ ଥାନ୍ତା: ପୂଜାରୀ

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର): ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଚାଷ ନଷ୍ଟ ହୋଇଯାଇଛି। ଚାଷୀମାନେ ବହୁ କ୍ଷତି ସହିବା ଦେଖି ଉଭୟ ଶାସକ ଏବଂ ବିରୋଧୀ ଏବେ ଗ୍ରାଉଣ୍ଡ ଜିରୋକୁ ଧାଇଁଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆକାଶରେ ଦିଶିବନି ‘କଳା ଜହ୍ନ’: ୩୧ ରାତିରେ ଧଳା ବଙ୍କୁଲି ଭଳି ଦେଖାଯିବ ଜହ୍ନ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ଡିସେମ୍ବର ୩୧ ଆକାଶରେ ତଥାକଥିତ ‘କଳା ଜହ୍ନ’ ଦେଖାଯିବ ନାହିଁ। ତେଣୁ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ପ୍ରଚାରିତ ହେଉଥିବା ‘କଳା ଜହ୍ନ’ କଥା ଠିକ୍‌ ନୁହେଁ। ସବୁ ଅମାବାସ୍ୟା ଭଳି ଡିସେମ୍ବର ୩୦ ରାତି…

ଜାନୁଆରୀ ୧ରୁ ଓଡ଼ିଶାରୁ ୭ ସହରକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨(ଅନିଲ ଦାସ): ଆସନ୍ତା ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ବିମାନ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ବଦଳିବ ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ : ୪୬ ପ୍ରକଳ୍ପ ଉନ୍ନତୀକରଣ ପାଇଁ ୪୪ କୋଟିର ପ୍ରସ୍ତାବ

ଭବାନୀପାଟଣା,୩୦ା୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଥିବା ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ ଥିବା ୪୪ଟି ବିଭିନ୍ନ ଐତିହାସିକ ମନ୍ଦିର ଓ ପର୍ଯ୍ୟଟନୀ ସ୍ଥଳୀକୁ ଚୟନ କରାଯାଇ ଏହାର…

କ୍ରିପ୍ଟୋ କରେନ୍ସି ନାଁରେ ୧ ଲକ୍ଷ ଠକେଇ

ବ୍ରହ୍ମପୁର,୩୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): କ୍ରିପ୍ଟୋ କରେନ୍ସି ନାଁରେ ବ୍ରହ୍ମପୁରର ଜଣେ ଯୁବକଙ୍କଠାରୁ ଟଙ୍କା ଠକେଇ ହୋଇଛି। ସାଇବର ଠକ ପ୍ରାୟ ୧ ଲକ୍ଷ ଟଙ୍କା ଠକି ନେଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି । ବ୍ରହ୍ମପୁର ହାତୀବନ୍ଧ ସାହିର ଜଣେ ଯୁବକ…

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା ନିମନ୍ତେ ସୋମବାର ସକାଳୁ ଭୁବନେଶ୍ୱରରୁ ବାହାରି ଦିଲ୍ଲୀ ଏନ୍‌ସିସି ମୁଖ୍ୟାଳୟରେ ପହଞ୍ଚତ୍ଛନ୍ତି। ଓଡ଼ିଶା…

୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ

ନୂଆବର୍ଷରୁ ରାଜ୍ୟକୁ ପୁଣି ଫେରିବ ଶୀତ ।୨୪ ଘଣ୍ଟା ପରେ ରାଜ୍ୟରେ ଆହୁରି ଖସିବ ପାରଦ । ଏବେ ପାରଦ ଖସିବା ସହ ଅନୁଭୂତ ହେଉଛି ଶୀତ । ଆଜି ଓ ଆସନ୍ତାକାଲି ସକାଳ ପାଇଁ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା ଅଭିମୁଖେ ଆସୁଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ ନାମରେ ମାଲକାନଗିରି ପୋଲିସ ନିଜ ଆଡୁ ମାମଲା ନଂ(୭୨୧/୨୪)ରୁଜୁ କରିଛି। ସେହିପରି ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?