ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି ଦୁଇ ଅଭିଯୁକ୍ତ। ଟାୱାର ଉପରେ ଥାଇ ଘଟଣାକୁ ଦେଖିଥିବା ଜଣେ ବ୍ୟକ୍ତିଙ୍କର ବୟାନ ପୋଲିସ…
ଏବେ ଯାଏ ଆସିନି ସୁଭଦ୍ରା ଟଙ୍କା? ପୁନର୍ବାର କରିପାରିବେ କି ଆବେଦନ, ଜାଣିନିଅନ୍ତୁ ବଡ଼ ଅପଡେଟ୍…
ଭୁବନେଶ୍ୱର,୨୪।୯: ପ୍ରଥମ କିସ୍ତିରେ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ତେବେ…
ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି
ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ ଯୁବକ ଗତକାଲି ଠାରୁ ବଡ଼ଜଲ ସ୍କୁଲକୁ ଅକ୍ତିଆର କରି ଏହା ମୋର ବୋଲି ଦାବୀ…
ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…
ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛନ୍ତି ସରକାର। ଆନ୍ଦେଳନ ଉପରେ ରୋକ୍ ଲଗାଇବା ସହ କୌଣସି…
ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ
ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଛନ୍ତି। ଓଡ଼ିଶାରୁ ଏହି ପ୍ରକଳ୍ପକୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଥିବା ଜାତୀୟ ଗଣମାଧ୍ୟମରେ…
ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ ଗେଡେଲା…
ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…
ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ନିର୍ବାଚନ ହାରିବା ପରେ ବିଜେଡିରେ ବିଦ୍ରୋହ ମୁଣ୍ଡ…
ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…
ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା…
ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ
ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ ବିଜେଡି…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍ କରି ଏହି ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ…
ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ
କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକର ଆରାଧ୍ୟ ଦେବୀ ମା’କଟକ ଚଣ୍ଡୀ ଏବଂ ଗଡଚଣ୍ଡୀଙ୍କ ଷୋଡ଼ଶ ଉପଚାର ପୂଜା…
ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ
ପୁରୀ,୨୪ା୯(ଅଜିତ୍ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଏହି ପରିପେକ୍ଷୀରେ ଶ୍ରୀମନ୍ଦିର ପରିସରସ୍ଥ ମା’ ବିମଳାଙ୍କ ପୀଠରେ…
Archives


