ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ
ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ ଗ୍ରାମରୁ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ୍ ସମ୍ବାଇ ପଞ୍ଚାୟତର ଘଞ୍ଚ…
ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…
ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ ପୂଜା । ସବୁଠି ମାଙ୍କ ଆରାଧନା ଓ ପୂଜାର୍ଚ୍ଚନା ହେଉଛି। ମାଙ୍କ ମୂର୍ତ୍ତି ମଣ୍ଡପ ବିଦ୍ୟୁତ ରଙ୍ଗୀନ ଆଲୋକ ମାଳାରେ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ, ପଡୋଶୀ…
ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ…
୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିଛି। ଆଗାମୀ ୬ଦିନ ଅର୍ଥାତ୍ ୨୮ ତାରିଖ ପର୍ଯ୍ୟନ୍ତ ଏଭଳି…
ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…
କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି । ମିଳିଥିବା…
ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….
ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ ଘାଟିରେ ଘଟିଛି ଏହି ଅଘଟଣ । ତେବେ ଏହି ଦୁର୍ଘଟଣାରେ ଭାଜପା ନେତା…
ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…
ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୀତର ଲିଙ୍କ୍ ଶେୟାର କରି ହିନ୍ଦୀରେ ଲେଖିଛନ୍ତି…
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି । ଗତ ଶୁକ୍ରବାର ଦିନ ଘରେ ତାଲା ପକାଇ ସମ୍ପର୍କୀୟଙ୍କ…
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…
ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ହେବାକୁ…
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…
ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ ମହିଳା/ପୁରୁଷ କଳସ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି । ଦିଗପହଣ୍ଡି ପୋଲିସ ଘର ଭିତରୁ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଜବତ…
Archives


