ଏଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ୱର,୨୭।୧୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ଭିଜିଲାନ୍ସ ପକ୍ଷରୁ ଏଆରଆଇ ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ…
ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ୨ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ହେଲେ ଆଶିଷ ସିଂ ଏବଂ ଅନ୍ୟ ଜଣେ…
ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…
ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ…
ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା। ଅମିତଶାହା୨୮ ତାରିଖ ସାରେ ଭୁବନେଶ୍ବର ଆସିବେ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି…
କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ହେବ ଯାଞ୍ଚ: କଟକ ଜିଲାପାଳ
କଟକ,୨୭।୧୨: କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ଯାଞ୍ଚ ହେବ ବୋଲି ଶୁକ୍ରବାର କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଅଧିକାରୀ ଯାଇ ଯାଞ୍ଚ କରିବେ ବୋଲି ସେ କହିଛନ୍ତି। ଯଦି କୌଣସି…
ଶଙ୍ଖଭବନରେ ହାତାହାତି ପରେ ମୁହଁ ଖୋଲି ଚାପୁଡ଼ା ପଛର ସତକଥା କହିଲେ ପୁଷ୍ପାଞ୍ଜଳି, ମାଇଲେଜ ନେବାକୁ ଅଧା ଭିଡିଓ ପକେଇ…
ଭୁବନେଶ୍ୱର,୨୭।୧୨:ଶଙ୍ଖଭବନରେ ଗଣ୍ଡଗୋଳ ଘଟଣାରେ ବିଜେଡି କର୍ମୀ ପୁଷ୍ପାଞ୍ଜଳି ରଣାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇପ୍ସିତା ଆଗ ଆକ୍ରମଣ କଲେ, ମୋ ଚେନ ଛିଡ଼ାଇ ଦେଲେ। ଇପ୍ସିତା ତାଙ୍କ ଶାଢ଼ୀ ମଧ୍ୟ ଚିରିଥିବା ଅଭିଯୋଗ କରିଛନ୍ତି। ଜଗନ୍ନାଥ ମୋତେ ବଞ୍ଚାଇ ଦେଲେ,…
ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…
ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ.. ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ । ଗୁରୁବାର ବିଜେଡିର ୨୮ ତମ ପ୍ରତିଷ୍ଠା ଦିବସ ଥିବାବେଳେ ଆସିକା ନିର୍ବାଚନମଣ୍ଡଳୀରେ ପୃଥକ ପୃଥକ…
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ
ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…
ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ୮ଟା ୩୦ରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ସଦର ଥାନା ବାରଦା ଗ୍ରାମର…
୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…
କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା। ଏହାର ସଫଳତା ଅନୁକରଣ କରି ଜିଲାର ଦଶମନ୍ତପୁର ବ୍ଲକର…
ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ ପରେ ଦୀର୍ଘ ସାଢ଼େ ୬ ଦଶନ୍ଧି ଧରି ଦେଶର ଆର୍ଥତ୍କ ସ୍ଥିତିକୁ ପରଖିବା ସହ…
ଗାଡ଼ି ଶୋ’ ରୁମ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି
ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍ରେ ଶଟ୍ସର୍କିଟ୍ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି…

