ରାଜ୍ୟ

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା ଏବଂ ତାଙ୍କ ଫୋନ୍‌ କେହି ଉଠାଉ ନ ଥିବାରୁ ତେନ୍ତୁଳିଖୁଣ୍ଟି ଥାନାର ତାଙ୍କ ସହକର୍ମୀ…

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।…

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ ଅଣାଯାଇଥିଲା। ମାତ୍ର ଏହା ମଧ୍ୟରେ ଜିନ୍ନତ୍‌ ଶିମିଳିପାଳରୁ ପଶ୍ଚିମବଙ୍ଗ ଜଙ୍ଗଲକୁ ପଳାଇଯାଇଛି। ତେଣୁ ତାକୁ…

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି କରି ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟ ସରକାର ୫ଟି ଉପକୂଳ…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ। ଅର୍ଥନୀତି…

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଜନିତ ଫସଲ ହାନି ହୋଇଥିଲେ ପ୍ରଧାନମନ୍ତ୍ରୀ…

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୁଭଦ୍ରା ୪ର୍ଥ…

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା। ଉଚ୍ଛେଦରେ ପ୍ରଭାବିତ ପରିବାର ଏବଂ ସ୍ଥାନୀୟ ଲୋକଙ୍କ ପ୍ରବଳ ବିରୋଧ ପରେ ଉଚ୍ଛେଦ ପ୍ରକ୍ରିୟା…

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ। ବ୍ଲକ ଅଧ୍ୟକ୍ଷ ଓ ୩ ସମିତି ସଭ୍ୟ ଭାଜପାରେ ମିଶିଲେ। ଭଞ୍ଜନଗର ବିଧାୟକଙ୍କ ଉପସ୍ଥିତିରେ…

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬ା୧୨: ବିଜେଡି ମୁଖ୍ୟକାର୍ଯ୍ୟାଳୟ ଶଙ୍ଖ ଭବନ ଭିତରେ ଦୁଇ ମହିଳା କର୍ମୀ ହାତାହାତି ହୋଇଛନ୍ତି। ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ନିଜ ଦଳର ଜଣେ ମହିଳା କର୍ମୀ ଚାପୁଡ଼ା ମାରିଥିବା ଜଣାପଡ଼ିଛି। ଗୁରୁବାର ବିଜେଡି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ବେଳେ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?