ଛାତ୍ର ସଂସଦ ନିର୍ବାଚନ ଉପରେ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନ । ଏହି ଅଧିବେଶନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ସମୟରେ…
ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ
ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ପରକିୟା ପ୍ରୀତିରୁ ଅନୈତିକ ପ୍ରେମସମ୍ପର୍କ ପରେ…
‘ଭାଜପା ମିଛ କହି…’, ବିଜେଡି ପ୍ରତିଷ୍ଠା ଦିବସରେ ବିଜେଡି ହାରିବାର କାରଣ ଖୋଲି କହିଲେ ନବୀନ
ଭୁବନେଶ୍ୱର,୨୬।୧୨: ବିଜେଡି ହାରିବାର କାରଣ ଖୋଲି କହିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଭାଜପା ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି। ଆମର ଭୁଲ ଆମେ ଭାଜପାର ମିଛକୁ କାଉଣ୍ଟର କଲୁନି। ଭାଜପା…
ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…
ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ(୬୪)। ଅଦିନିଆ ବର୍ଷାରେ ଧାନ ଫସଲ…
ଦିନେ ଓଡ଼ିଶାରେ ଭାଜପାକୁ ସାଇନ୍ବୋର୍ଡ ପାର୍ଟି କୁହାଯାଉଥିଲା,ଆଉ ଏବେ…
ଭୁବନେଶ୍ୱର, ୨୬ା୧୨(ସୁନିତ୍ ମିଶ୍ର):ସମୟ ଥିଲା ଦିନେ ଓଡ଼ିଶାରେ ଭାଜପାକୁ ସାଇନ୍ବୋର୍ଡ ପାର୍ଟି ବୋଲି କୁହାଯାଉଥିଲା। କିନ୍ତୁ ଏବେ ରାଜ୍ୟରେ ଭାଜପାର ଡବଲ ଇଞ୍ଜିନ ସରକାର ଚାଲିଛି। ରାଜ୍ୟରେ ଏବେ ନିର୍ବାଚନୀ ସଂକଳ୍ପପତ୍ର ଘୋଷଣାକୁ ପୂରଣ କରାଯାଉଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା…
ଜାନୁଆରୀରୁ ଚାଷୀ ପଞ୍ଜୀକରଣ, ଚିହ୍ନଟ ହେବେ ଅଣଚାଷୀ
ଭୁବନେଶ୍ୱର, ୨୬ା୧୨(ସୁନିତ୍ ମିଶ୍ର):ରାଜ୍ୟର ଯେଉଁ ଅଣଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭ ଉଠାଉଛନ୍ତି ସେମାନଙ୍କୁ ବାଦ୍ ଦିଆଯିବ। ରାଜ୍ୟ ସରକାର ଏବେ ଉପଯୁକ୍ତ ଚାଷୀଙ୍କୁ ଚିହ୍ନଟକରିବା ପ୍ରକ୍ରିୟା ଆରମ୍ଭ କରିବେ। ଜାନୁଆରୀରୁ ଚାଷୀ ପଞ୍ଜୀକରଣ ଆରମ୍ଭ ହୋଇଯିବ। ଚାଷୀମାନଙ୍କୁ ୧୪ ଟିକିଆ…
୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଚାଳକ
ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ ବୋଝେଇ କରି ଟ୍ରକ୍ଟି ସୁନ୍ଦରଗଡ଼ ଯାଉଥିବାବେଳେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ବାରିହା ପିଟା…
ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ
ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ। ଏହି ଘଟଣା ମନରୁ ନ ଲିଭୁଣୁ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ନହଙ୍ଗ…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ…
ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…
ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଏହା ଘୋଷଣା କରିଛନ୍ତି। ରାଜ୍ୟର ପ୍ରାୟ ଏକ…
ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର ଗଠନ ହେଲା, ସେହି ଦିନ ହିଁ କ୍ୟାବିନେଟ୍ ବସାଇ ଆମେ ଚାରିଟି ମୁଖ୍ୟ ନିଷ୍ପତ୍ତି…
ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’
ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ ଏକ…

