ରାଜ୍ୟ

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ…

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର ୨୬ରେ…

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା…

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି…

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ…

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାବ୍ୟତୀତ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ବାରିପଦାସ୍ଥିିତ ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି…

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ ରାସାୟନିକ ପଦାର୍ଥ ମିଶିଛି। ଫଳରେ ନଦୀରେ ବହୁ ପରିମାଣରେ ମାଛ ମରିପଡି ଭାସୁଥିବା ଦେଖିବାକୁ…

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ ପ୍ରତି…

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି ଯୋଜନାରେ ହିତାଧିକାରୀମାନେ ୨ଟି କିସ୍ତିରେ ୨ହଜର ଟଙ୍କା ଲେଖାଏଁ ବାର୍ଷିକ ମୋଟ୍‌ ୪ ହଜାର…

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର ଥାନାରେ ଅଭିଯୋଗ କରିଛନ୍ତି। ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ ସଂଗ୍ରହ କରି ପୋଲିସ ତଦନ୍ତ…

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ…

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ ପରିଡ଼ା ତାଙ୍କୁ ଭେଟିଛନ୍ତି। ଭୁବନେଶ୍ବର ଡିସିପିଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri