ରାଜ୍ୟ

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ସ୍ଥାନାନ୍ତର ହେବା ସାଧାରଣ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏଠାରେ ଗଚ୍ଛିତ ଥିବା କେମିକାଲ ନିର୍ଗତ ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍‌, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ

ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା। ଖୋର୍ଦ୍ଧା ବନଖଣ୍ଡ ଟାଗିଂ ରେଜ ଜଂକିଆ ଥାନା ଅନ୍ତର୍ଗତ ଖଡିପଦର ଗ୍ରାମ ନିକଟରେ…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ଏହା ପୂର୍ବରୁ ଏଭଳି ରାଜନୈତିକ ହିଂସା ଦେଖାଯାଇଛି। ସମିତିସଭ୍ୟଙ୍କ ଘରେ ପଶି ତାଙ୍କୁ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ୬୨ ସ୍ବତନ୍ତ୍ର ଟ୍ରେନ ଚଲାଇବାକୁ ଯୋଜନା କରିଛି। ଏହା ଦେଶର ପ୍ରମୁଖ ସହରଗୁଡ଼ିକୁ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ ୪ ଜୁଆଡ୍ଡିଙ୍କୁ ଅଟକ ରଖାଯାଇଥିବା ବେଳେ ୧୨ ବାଇକ ଜବତ କରିଛି ପୋଲିସ।…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ ଏତଲା ପରେ ସେ ହାଜର ହୋଇଥିବା ଜଣାପଡିଛି। ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି। ଘରୋଇ ମେଡିକାଲ କଲେଜର ଜଣେ ମହିଳା ମେଡିକାଲ ଅଫିସରଙ୍କୁ ଠକିଥିବା ଅଭିଯୋଗ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଡିଜିପି  ୱାଇ.ବି ଖୁରାନିଆ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ରାୟଗଡ଼ା ପୋଲିସ ନିକଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri