ରାଜ୍ୟ

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି ଅଞ୍ଚଳରେ କେତେଯେ ଅନିୟମିତତା ହେଉଛି ତା’ର ହିସାବ କହିଲେ ନ ସରେ। ଏଠାରେ…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର ନାମ ଯୋଡା ଏବଂ ଅନ୍ୟ ରାଜ୍ୟରୁ ଭୋଟର ତାଲିକାକୁ ସ୍ଥାନାନ୍ତର ପାଇଁ ଆବଶ୍ୟକ…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର କ୍ୱାଲିଟି ମ୍ୟାନେଜମେଣ୍ଟ(ସିଏକ୍ୟୁଏମ୍‌)ର ଅଧ୍ୟକ୍ଷ ଥିବା ରାଜେଶ ବର୍ମାଙ୍କୁ କମିଶନରେଟ୍‌ ପୋଲିସ ପକ୍ଷରୁ ବୁଧବାର…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଚଳଚ୍ଚିତ୍ରରେ ମହାପ୍ରଭୁଙ୍କ ସଂସ୍କୃତି, ରୀତିନୀତି ଏବଂ ପରମ୍ପରାକୁ କଦର୍ଥ କରାଯାଇଥିବା ଅଭିଯୋଗ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ ହଟହଟା ହେବା ପରେ ଏବେ ଜିଲାର ଚାଷୀଙ୍କୁ ଖରିଫ ଚାଷକାର୍ଯ୍ୟ ପାଇଁ ମଧ୍ୟ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ ପରିବାର ଲୋକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ଚାଲିଥିବା ଜୁଆ ଖେଳ ଉପରେ ପାଟପୁର ଥାନା…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ଏଭଳି ପରାମର୍ଶ ଦେଇ ଆସୁଛନ୍ତି। ହେଲେ ଏପର୍ଯ୍ୟନ୍ତ ରାଜ୍ୟରେ ଶିକ୍ଷା ବ୍ୟବସ୍ଥା…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ ଫିଲିପ କିମାକା (୨୫)। ସୂଚନା ମୁତାବକ ସ୍ବର୍ଗତ ଫିଲିପ୍‌ କେରଳ ରାଜ୍ୟର କାନୁର…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର ପୋଲିସ ବିଭାଗ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ଏହି ଦୁଃଖଦ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?