ରାଜ୍ୟ

ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା

ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା…

ଟ୍ରଲର ଡ୍ରାଇଭର, ମତ୍ସ୍ୟଜୀବୀଙ୍କ ଘରୁ ହଟୁନି ଭିଏଚ୍‌ଏଫ୍‌ ଟାୱାର

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥାରେ ଅଲିଭ ରିଡ୍‌ଲେ କଇଁଛଙ୍କ ପାଇଁ ସାମୁଦ୍ରିକ ଅଭୟାରଣ୍ୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। କଇଁଛଙ୍କ ପାଇଁ ୨୦୨୪ ନଭେମ୍ବର ୧ରୁ ୨୦୨୫ ମେ ପର୍ଯ୍ୟନ୍ତ ଟ୍ରଲର, ଡଙ୍ଗା, ବୋଟରେ ମାଛଧରା ଉପରେ…

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ” ପ୍ରତିଧ୍ଵନି” ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଗୁରୁ ପଦ୍ମଶ୍ରୀ ଅରୁଣା ମହାନ୍ତି ଉଦଘାଟନ କରିଥିଲେ।…

ଅବପାତରେ ପରିଣତ ହେଲା ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର,୨୧।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।…

୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ…

ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’

ଭୁବନେଶ୍ୱର,୨୧ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ସ୍କୁଲ ଶିକ୍ଷା ବ୍ୟବସ୍ଥାର ନବୀକରଣ କରାଯିବ। ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ। ଖୁବ୍‌ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’। ଏ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…

ଦିନକରେ ଭୁବନେଶ୍ୱର ତାପମାତ୍ରା ୮.୬ ଡିଗ୍ରୀ ଖସିଲା

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଦିନକରେ ଭୁବନେଶ୍ୱରର ଦିନ ତାପମାତ୍ରା ୮.୬ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୩୦ରେ ସହରର ତାପମାତ୍ରା ୨୬.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ଶୁକ୍ରବାର ସକାଳୁ ତୁହାକୁ…

ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ…

ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆଇଡି ନମ୍ବର

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ରାଜ୍ୟର ସମସ୍ତ ଚାଷୀଙ୍କ ତଥ୍ୟ ସରକାରଙ୍କ ପାଖରେ ରହିବ। ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ଚାଷୀ ପଞ୍ଜିକା ପ୍ରସ୍ତୁତି ନିମନ୍ତେ ଜାନୁଆରୀ ପହିଲାରୁ ପ୍ରତି ପଞ୍ଚାୟତରେ ଶିବିର ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପ୍ରତ୍ୟେକ ଚାଷୀଙ୍କୁ ୧୪…

ଆଜି ଭୁବନେଶ୍ୱରରେ ବର୍ଷର ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱର ପାଇଁ ଶନିବାର ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ହେବ। ଦିନର ଅବଧି ପ୍ରାୟ ୧୦ଘଣ୍ଟା ୫୪ ମିନିଟ୍‌ ୨୪ ସେକେଣ୍ଡ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ ୩୬…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଣ୍ଡା ଜନଜାତିଙ୍କୁ ଅଧିକ ୫୦ ହଜାର

ମାଲକାନଗିରି/ଖଇରପୁଟ, ୨୧।୧୨ (ଦୁର୍ଯ୍ୟୋଧନ ପାତ୍ର/ ଜଗନ୍ନାଥ ମାଝୀ): ବଣ୍ଡା ଜନଜାତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅଧିକ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଶୁକ୍ରବାର ମାଲକାନଗିିରି ଗସ୍ତରେ ଯାଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ସମସ୍ତ ବଣ୍ଡା ମହିଳା…

ଓଡ଼ିଶା ପାଇଁ ସ୍ବତନ୍ତ୍ର ସହାୟତା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ୨୦୨୫-୨୬ ଆର୍ଥିକବର୍ଷ ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏ ନେଇ ରାଜସ୍ଥାନର ଜୟସାଲମେରଠାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?