ରାଜ୍ୟ

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି ଏକ ଗଣବିକ୍ଷୋଭ କରିବ। ବୁଧବାର ଶଙ୍ଖଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟିର…

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି କର୍ପୋରେଟରମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ସମୁଦାୟ ୩୬ କର୍ପୋରେଟରଙ୍କ…

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି ଚାଷୀଙ୍କ ଧାନ ପରୀକ୍ଷା ପରେ ଏଫ୍‌ଏକ୍ୟୁ ମାନର ଧାନ ହୋଇ ନ ଥିବାରୁ ମଣ୍ଡିରେ…

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ ନିବାସକୁ ଡାକିଛନ୍ତି। ବୁଧବାର ଅପରାହ୍ନରେ ସମସ୍ତେ ହାଜର ହେବାକୁ ନିର୍ଦ୍ଦେଶ ଆସିଛି। ମେୟର ସଂଘମିତ୍ରା…

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ

ଭୁବନେଶ୍ୱର୧୮।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ। ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର…

‘ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

ଭୁବନେଶ୍ୱର,୧୮ା୧୨: ଖୁବ୍‌ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍‌। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ସହ କେନ୍ଦ୍ରୀୟ ଟିମ୍‌ର ଆଲୋଚନା…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ…

ଭୁବନେଶ୍ୱର,୧୮ା୧୨: ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ…

୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ଚଢ଼ାଉ

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ୍‌ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସ୍ବର୍ଗତ କ୍ଷୀରୋଦ ମଲ୍ଲିକଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ…

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର

ଭୁବନେଶ୍ୱର,୧୮ା୧୨: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପାଇବେ ବୋଲି ସୂଚନା ମିଳିଛି। ବୈଷ୍ଣବ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ…

୩୬ କର୍ପୋରେଟରଙ୍କୁ ନବୀନ ନିବାସକୁ ଡକରା: ଗୁରୁମନ୍ତ୍ର ଦେବେ ସୁପ୍ରିମୋ

ଭୁବନେଶ୍ୱାର,୧୮।୧୨: ବିଜେଡି ଗୋଷ୍ଠୀ କନ୍ଦଳ ହାଟରେ ପଡ଼ି ବାଟରେ ଗଡ଼ିଲାଣି। କିଛିଦିନ ପୂର୍ବରୁ ବ୍ରହ୍ମୁପୁର ମେୟର ସଂଘମିତ୍ରା ଦଳେଇଙ୍କ ବିରୋଧରେ ୨୫ କର୍ପୋରେଟର ଏକାଠି ହୋଇ ପ୍ରେମମିଟ୍‌ କରିବା ଅସନ୍ତୋଷକୁ ପଦାରେ ପକେଇ ଦେଇଥିଲା। ବୁଧବାର ୩୬ କର୍ପୋରଟରଙ୍କୁ ନବୀନ ନିବାସକୁ…

୫ ଦିନିଆ ଗସ୍ତରେ ଦିଲ୍ଲୀ,ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱାର,୧୮।୧୨: ଗରୁବାରଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?