ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର,୪।୨: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି। ତାଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି । ଶ୍ରୀଜିଉଙ୍କ ଦର୍ଶନ କରି ଫେରିବା ପରେ ୨୨…
ରେଳ ଟ୍ରାକ୍ ମରାମତି କାମ କରୁଥିଲେ ଶ୍ରମିକ, ହଠାତ୍ ମାଡିଆସିଲା ଏକ୍ସପ୍ରେସ ଟ୍ରେନ୍, ଆଉ ତା’ ପରେ…
ଲୋଇସିଂହା,୪।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ବସ୍ତି ରେଳ ଫାଟକ ନିକଟରେ ଦୁଇଦିନ ତଳେ ରେଳ ଟ୍ରାକ୍ ମରାମତି କାମ ଚାଲିଥିବାବେଳେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି କେତେକ ଶ୍ରମିକ । ଶ୍ରମିକମାନେ କାମ କରୁଥିବାବେଳେ…
ମାଟିର ଗରିମା ବଢ଼ାଇଛି ନାରୀ ନେତୃତ୍ୱ
ବାଲେଶ୍ୱର/ରେମୁଣା,୪।୨ (ବାଞ୍ଛାନିଧି ଦେ/ରବୀନ୍ଦ୍ର ମହାକୁଡ଼): ସାହିତ୍ୟ ଓ ସଂଗ୍ରାମ ପାଇଁ ବାଲେଶ୍ୱର ଓ ଭଦ୍ରକ ମାଟି ସୁପ୍ରସିଦ୍ଧ। ଅନେକ ବରପୁତ୍ରଙ୍କୁ ଜନ୍ମଦେଇ ଏ ମାଟି ଭାରତମାତାର ମୁଖ ଉଜ୍ଜ୍ୱଳ କରିଛି। ଏ ମାଟି କେବଳ ରନତ୍ଗର୍ଭା ନୁହେଁ, ବରଂ ଏ ମାଟିର…
ଆହୁରି ୫ଦିନ କୁହୁଡ଼ି
ଭୁବନେଶ୍ୱର,୩।୨(ବନ୍ଦନା ସେଠୀ)- ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିଲେ ହେଁ କୁହୁଡ଼ିର ମାତ୍ରା ଅଧିକ ରହୁଛି। ପ୍ରବଳ କୁହୁଡ଼ି କାରଣରୁ ସକାଳୁ ରାସ୍ତାଘାଟ ଠିକ୍ ଭାବେ ଦେଖାଯାଉନାହିଁ। ଗାଡ଼ି ମୋଟର ଯାତାୟାତ ମଧ୍ୟ ବାଧାପ୍ରାପ୍ତ ହେଉଛି। ତେବେ ଏଭଳି ସ୍ଥିତି…
ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…
ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର ସୀମାନ୍ତବାସୀ ହଇରାଣ ହେଉଥିବା ଜଣାପଡ଼ିଛି। କୋଟିଆ ପଞ୍ଚାୟତ ସୀମାନ୍ତ ନେରିଡିବାଲସା ଗ୍ରାମରେ ଆନ୍ଧ୍ର…
ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ
ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି ଟଙ୍କାର ଖଣି ସମ୍ପଦ ଥାଇ ମଧ୍ୟ…
ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ
କେସିଙ୍ଗା,୩ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର ପୁଷ୍ପା ବାଗ (୪୫)। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିକରି ଲୋକେ ରାସ୍ତାରୋକୋ କରିଥିଲେ।…
ଗୌରୀ ଶଙ୍କରଙ୍କୁ ଗୁରୁଦାୟିତ୍ୱ ଦେଲେ ନବୀନ: ହେଲେ ବିଜେଡି କାର୍ଯ୍ୟକାରୀ ସଭାପତି
ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା): ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ରାୟଗଡ଼ା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପି.ଗୌରୀ ଶଙ୍କର। ଏନେଇ ମଙ୍ଗଳବାର ପ୍ରେସ ରିଲିଜ ପ୍ରକାଶ ପାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୌରୀଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି। ଗୌରୀ…
ସେବା ସମବାୟ ସମିତିର ମିଲ ମାଲିକ ମାନଙ୍କ ସହିତ ମଧୁ ଚନ୍ଦ୍ରିକା: ଶୋଷଣର ଶିକାର ହେଉଛନ୍ତି…
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଭୀଷ୍ମଗିରି ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ସଙ୍ଗଠନ ଅଖିଳ ଭାରତ କୃଷକ ସଭା ସ୍ଥାନୀୟ ଶାଖା କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।…
ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ
ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…
ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ
ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ ମହାପ୍ରଭୁଙ୍କୁ ଦର୍ଶନ…
ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି
ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା ସମୟରେ ୩୦ରୁ ଅଧିକ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ । ଆକ୍ରମଣର ଦୃଶ୍ୟ ସିସିଟିଭିରେ…
Archives


