ଡିଲ୍ ସମୟରେ ୨ ବାଘ ଛାଲ ଜବତ, ଜଣେ ଗିରଫ
ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ବ୍ୟକ୍ତି ୨ ବାଘ ଛାଲକୁ ବିକ୍ରି କରିବା ପାଇଁ ରବିବାର ଡିଲ୍ କରୁଥିବାବେଳେ ବନ ବିଭାଗର ଭିଜିଲାନ୍ସ ହାତରେ ଧରାପଡ଼ିଛି। ବନ ବିଭାଗ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ସହ ୨ଟି ବାଘଛାଲ…
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟିକା: ଧାନ କିଣାନେଇ ଫିଟିଲା ବାଟ
କର୍ଲାମୁଣ୍ଡା/ ରିଷିଡା(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କୃଷକ ସଙ୍ଗଠନ କୃଷକ ବିକାଶ ପରିଷଦ ପକ୍ଷରୁ କଟନୀଛଟନୀର ପ୍ରତିବାଦ କରି ଗୁରୁବାରଠାରୁ ଧାରଣା ଦେଇଥିଲେ। ହେଲେ ପ୍ରଶାସନ ପକ୍ଷରୁ ଚାଷୀଙ୍କ ସହ ଆଲୋଚନା ପରେ ମଧ୍ୟ…
ଘଟଗାଁ ତାରିଣୀ ମନ୍ଦିରରେ ଅଘଟଣ: ମହିଳାଙ୍କ ଶାଢ଼ିରେ ଲାଗିଲା ଦୀପ ନିଆଁ, ଆଉ ତା’ପରେ…
କେନ୍ଦୁଝର/ଘଟଗାଁ (ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ)୧୫ା୧୨: କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ମନ୍ଦିରରେ ରବିବାର ଅଘଟଣ ଘଟିଛି। ଦୀପଷ୍ଟାଣ୍ଡ୍ରୁ ଜଣେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଛନ୍ତି। ଆହତଙ୍କ ନାମ ମିନାକ୍ଷୀ ବରାଳ ଏବଂ ଘର ଢେଙ୍କାନାଳ ଜିଲା…
ଏକ ତରଫା ପ୍ରେମର କରୁଣ ପରିଣତି: ହୋଟେଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା!
ଭୁବନେଶ୍ୱରର,୧୫।୧୨: ଏକପାଖିଆ ପ୍ରେମରୁ ଗଲା ଜୀବନ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ଓୟୋ ହୋଟେଲ ଛାତରୁ ଡେଇଁପଡି ନିଜ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ଯୁବକ ନୟାଗଡ ଜିଲାର ଦୀପକ ନାୟକ ବୋଲି ଜଣାପଡିଛି। ଖବର ଅନୁଯାୟୀ ଦୀପକ ଜଣେ…
ମୁଖ୍ୟମନ୍ତ୍ରୀଙ୍କ କରକମଳରେ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ
ଜୟପୁର,୧୫ା୧୨: କୋରାପୁଟ ଜିଲା ଜୟପୁର ଫୁଲବାଡ଼ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା, ସରକାରୀ ଆବାସିକ ଗୃହ, ଏୟାରପୋର୍ଟର ନବନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ…
ଟ୍ରେନରେ ଚଢିବା ବେଳେ ଅଘଟଣ : ଚକା ତଳେ ପଡି ଦୁଇ ମହିଳାଙ୍କ ମୃତ୍ୟୁ
ଵ୍ରହ୍ମପୁର ୧୫/୧୨(ସୁବାସ ଚନ୍ଦ୍ର ପାଢ଼ୀ) ରେଳଷ୍ଟେସନ ପ୍ଲାଟଫର୍ମ ଚଡ଼ିବା ବେଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଟ୍ରେନରେ ଚଢୁଥିବା ବେଳେ ଚକା ତଳେ ପଡି ଦୁଇଜଣ ମହିଳାଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ପଞ୍ଚାୟତ…
ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା
ରାୟଗଡ଼ା/ଟିକିରି,୧୫।୧୨(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ କଂସାରିଗୁଡା ଛକ ନିକଟରେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ର ସାହାଯ୍ୟରେ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଘଟଣାସ୍ଥଳରେ ରାୟଗଡା ଏସଡିପିଓ…
ଚୁଆରେ ଭାସୁଥିଲା ମହିଳାଙ୍କ ମୃତଦେହ, ଆଉ ତା ପରେ…
ବାଲିଗୁଡା,୧୫l୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ ଚୁଆରୁ ମହିଳାଙ୍କ ମୃତଦେହ ଜବତ କରିଛି ବାଲିଗୁଡା ପୋଲିସ l ମୃତକ ମହିଳା ଜଣକ ଶାନ୍ତିଲତା ମଲ୍ଲିକ ହୋଇଥିବା ଜଣାପଡ଼ିଛିl ସୂଚନାନୁଯାୟୀ, ଆଜକୁ ତିନିଦିନ…
ମୋ ବସ ଅଗ୍ନିକାଣ୍ଡ ଘଟଣାର ତନାଘନା ଆରମ୍ଭ
କଟକ,୧୫ା୧୨: ମଧୁପାଟଣା ଥାନା ଅଧୀନ ଲିଙ୍କ୍ରୋଡ୍ ଛକରେ ଶନିବାର ରାତି ଏକ ମୋ ବସ୍ (ନଂ.ଓଡ଼ି୩୩ୟୁ-୭୧୧୧) ରେ ନିଆଁ ଲାଗି ଜଳି ଯାଇଥିଲା। ରବିବାର ବିଭାଗ ପକ୍ଷରୁ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ପରିବହନ ବିଭାଗ ଡେପୁଟି କମିଶନରଙ୍କ ନେତୃତ୍ୱରେ…
ଯାତ୍ରାପାର୍ଟି ଏଣ୍ଟ୍ରି ଗେଟ୍ ଭୁଶୁଡ଼ି ୩୦ ଆହତ ଘଟଣା: ଅଟକ ରହିଲେ ମ୍ୟାନେଜର
ସାଲେପୁର,୧୫ା୧୨: ଯାତ୍ରା ପାର୍ଟିର ଏଣ୍ଟ୍ରି ଗେଟ୍ ଭୁଶୁଡ଼ି ୩୦ ଜଣ ଆହତ ହୋଇଥିବାବେଳେ ସ୍ଥିତି ଅନୁଧ୍ୟାନ କରିଛନ୍ତି ଗ୍ରାମାଞ୍ଚଳ ଏସ୍ପି ପ୍ରତୀକ ସିଂ। ନିଜଆଡୁ ମାମଲା ସହ ଯାତ୍ରାପାର୍ଟି ମ୍ୟାନେଜରଙ୍କୁ ଅଟକ ପୋଲିସ ଅଟକ ରଖିଛି। ସୂଚନାଯୋଗ୍ୟ, କଟକ ଜିଲା ସାଲେପୁରର…
୧୦ ଡିଗ୍ରୀ ତଳକୁ ଖସିଲା ପାରଦ: ଦାରିଙ୍ଗବାଡିରେ ଅସହ୍ୟ ଜାଡ଼ ସହ ଘନ କୁହୁଡି
ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଚଳିତ ବର୍ଷ ସରକାରୀ ରିପୋର୍ଟ ଅନୁସାରେ ପାରଦ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି। ରବିବାର ଭୋର ୬ ଟା ସୁଧା ଦାରିଙ୍ଗବାଡିରେ ସର୍ବନିମ୍ମ ତାପମାତ୍ରା ୮. ୫ ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
ଭୋଗ ନାଁରେ ବିକ୍ରି ହେଉଛି ଅପମିଶ୍ରିତ ଖଜା
ପୁରୀ,୧୫ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁଙ୍କ ଭୋଗ କହି ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଛି ଅପମିଶ୍ରିତ ଖଜା, ଯାହାକୁ ନେଇ ସୁଆର-ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ଅଭିଯୋଗ କରିଛନ୍ତି। କିଛି ମୁନାଫାଖୋର୍ ବ୍ୟବସାୟୀ ଆଣ୍ଠୁ ଓ ଗୋଡ଼ରେ ମଇଦା ଚକଟି ଖଜା…

