ରାଜ୍ୟ

ଜେରା ପରେ ବିଷ୍ଣୁପଦଙ୍କ ଡ୍ରାଇଭର କହିଲେ ଡ୍ୟୁଟି ପରେ ସାର୍‌ କେଉଁଆଡ଼େ…

ଭୁବନେଶ୍ୱର,୧୪ା୧୨: ରାଜଧାନୀ ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ସିବିଆଇ ସମନ ପଠାଇଛି। ଗତ ୧୦ ତାରିଖରେ ସିବିଆଇର ନୂଆଦିଲ୍ଲୀ ଅଫିସରୁ ଏହି ସମନ ହୋଇଛି। ତଦନ୍ତରେ ସହଯୋଗ ପାଇଁ କୁହାଯିବା ସହ ୧୧…

ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣା: ଟାଟୁରୁ ପରିଚୟ ଖୋଜୁଛି…

କଟକ,୧୪।୧୨: ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣାରେ ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ କହିଲେ ଡିସିପି। ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହୋଇଯାଇଛି। ଆଖପାଖ ଥାନାକୁ ନିଖୋଜ ବ୍ୟକ୍ତିଙ୍କ ତଥ୍ୟ ମଗାଯାଇଛି। ମହିଳାଙ୍କ ହାତରେ…

ଜି ଉଦୟଗିରିରେ ପ୍ରବଳ ଶୀତ: ସର୍ବନିମ୍ନ ତାପମାତ୍ରା ୫ . ୨ ଡିଗ୍ରୀ

ଜି.ଉଦୟଗିରି ୧୪। ୧୨(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ତିନି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ରାଜ୍ୟର ସବୁଠୁ ଥଣ୍ଡା ସହର ଜି. ଉଦୟଗିରି ରହିଛି। ଶନିବାର ଦିନ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ସେଲ୍ସିୟସ ଥିବା…

ବରିଷ୍ଠ ଆଇଏଏସ୍‌  ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ: ଆଇନମନ୍ତ୍ରୀ କହିଲେ ଯେତେବଡ଼ ଅଧିକାରୀ ହେଉ କି…

ଭୁବନେଶ୍ୱର,୧୨।୧୪: ବରିଷ୍ଠ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ମୁହଁ ଖୋଲିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଦୁର୍ନୀତି ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ। ଦୁର୍ନୀତି ପ୍ରତି ସରକାରଙ୍କ ଶୂନ୍ୟ ସହନଶୀଳତା ରହିଛି। ଯେତେବଡ଼ ଅଧିକାରୀ ହେଉ…

ପୂର୍ବତନ ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଚୋରି

ଭୁବନେଶ୍ୱର,୧୩ା୧୨(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀରେ ମାତିଲେ ଲୁଟେରା । ପୂର୍ବତନ ଏମପି(ରାଜ୍ୟ ସଭା ସାଂସଦ) ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଓ ୨ ଟି ଇୟର ପଡସ ଚୋରି କରିନେଲେ ଦୁର୍ବୃତ୍ତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ଗେଟ-୯…

୧୪ ବଦଳରେ ୧୬ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ(ଓପିଟିସିଏଲ୍‌) ପକ୍ଷରୁ ଆସନ୍ତା ୧୪ ତାରିଖରେ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ ସବ୍‌ଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ୍‌ କାଟ କରାଯିବ ବୋଲି ଘୋଷଣା କରାଯାଇଥିଲା। ହେଲେ ବିଭାଗ ପକ୍ଷରୁ ୧୪…

ଦେବଗଡ଼ରେ ଲଜ୍ଜା: ବିଧବାଙ୍କୁ ଗଣବଳାତ୍କାର, ୪ ଅଭିଯୁକ୍ତ ଗିରଫ

ଦେବଗଡ଼,୧୩।୧୨: ଦେବଗଡ଼ ଜିଲାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ଦେବଗଡ଼ ଟାଉନ ଥାନା ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମହିଳା ଜଣକ ସାପ୍ତାହିକ ହାଟରୁ ଫେରୁଥିଲେ। ହେଲେ ବାଟରେ ଅଭିଯୁକ୍ତମାନେ…

ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍‌, କହିଲେ ଆଗାମୀ ଦିନରେ ଅନେକ ନେତା…

ଭୁବନେଶ୍ୱର,୧୩ା୧୨: ରାଜ୍ୟ ସଭା ଉପନିର୍ବାଚନରେ ସୁଜିତ କୁମାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ଭାଜପାରୁ ନାମାଙ୍କନପତ୍ର ଦାଖଲ କରିଥିଲେ ସୁଜିତ୍‌। ଜିତିବା ପରେ ସୁଜିତ୍‌ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି, ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। ଏପରିକି…

ଭିଡିଓ ଭାଇରାଲ ପରେ ହୋମଗାର୍ଡଙ୍କ ସମେତ ୫ ଗିରଫ

ଦାରିଙ୍ଗବାଡ଼ି,୧୩ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗଞ୍ଜେଇ ଗଛକୁ ନ କାଟିବା ପାଇଁ ଗଞ୍ଜେଇ ଚାଷୀଙ୍କ ସହ କଥାବାର୍ତ୍ତା ହେଉଥିବା ଅଡିଓ ଭାଇରାଲ ଘଟଣାରେ ପରେ ପୋଲିସର କାର୍ଯ୍ୟାନୁଷ୍ଠାନ। ଦାରିଙ୍ଗବାଡ଼ି ପୋଲିସ ଜଣେ ହୋମଗାର୍ଡଙ୍କ ସହ ୫ଜଣଙ୍କୁ ଗିରଫ…

କଟକରେ ଚାଞ୍ଚଲ୍ୟ: ନଦୀପଠାରେ ମହିଳାଙ୍କୁ ଗଳାକାଟି ହତ୍ୟା

କଟକରେ,୧୩।୧୨: କଟକ କନ୍ଦରପୁର ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନଦୀପଠାରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରାଯାଇଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେ ଳେ ବାମ ହାତରେ ଏକ ଟାଟୁ ରହିଛି।…

ବାଇକ୍‌କୁ ପଛପଟୁ ଧକ୍କାଦେଲା ଅଜଣାଗାଡ଼ି, ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ସାଲେଭଟା ଅଙ୍ଗ ନଦୀ ପୋଲ ଉପରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀ ମୃତ୍ୟୁବରଣ କରିଛନ୍ତି। ମୃତ ଦୁଇ ବାଇକ୍‌ ଆରୋହୀ ହେଲେ ସୁବର୍ଣ୍ଣପୁର…

ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨: ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାସ୍ଥ୍ୟ ଏବଂ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ୮୫ ହୋମିଓପାଥିକ ମେଡିକାଲ ଅଫିସର ଏବଂ ୨୩୯ ରେଡିଓଗ୍ରାଫରଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?