ରାଜ୍ୟ

ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି

ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ ବନବିଭାଗର କର୍ମଚାରୀମାନେ ପହଂଚି ଘଟଣାର ତଦନ୍ତ କରିବା ସହିତ ଡାକ୍ତରୀ ଦଳ ଶବ ବ୍ୟବଚ୍ଛେଦ…

ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ…

ପଶ୍ଚିମବଙ୍ଗରୁ ବାଂଲାଦେଶ ପଠାଯାଉଥିଲା ଚୋରି ମୋବାଇଲ: ୫ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ

ଜୟପୁର,୧୨।୯(ପବନ ପାଣିଗ୍ରାହୀ): ଆନ୍ତଃରାଜ୍ୟ ର଼୍ୟାକେଟ୍‌ର ୫ ମୋବାଇଲ ଫୋନ୍‌ ଲୁଟେରାକୁ ଜୟପୁର ଟାଉନ ପୋଲିସ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡର ବିଶାଳ କୁମାର ମହତ(୨୨), ହରି କୁମାର ମହ (୩୦) ଉତ୍ତମ ତୁରି (୨୨)। ଗିରଫ ଅଭିଯୁକ୍ତମାନଙ୍କ…

କମଳା ହାରିସଙ୍କ ପାଇଁ ପ୍ରଚାର କରୁଛନ୍ତି ଓଡ଼ିଆ ପୁଅ: ଜାଣନ୍ତୁ କିଏ ସେ ?

ଭୁବନେଶ୍ୱର,୧୨।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରୋଚକ ମୋଡ଼ ନେଉଥିବା ବେଳେ ଏଠାରେ ଜଣେ ଓଡ଼ିଆ ପୁଅଙ୍କୁ କମଳା ହାରିସଙ୍କୁ ନିର୍ବାଚନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି। ମୟୂରଭଞ୍ଜ ଆଦିବାସୀ ପ୍ରାଧାନ୍ୟ ଜିଲାର ଓଡିଆ ପୁଅ ସମୟ ସାହୁ ଚାଲିଥିବା ରାଷ୍ଟ୍ରପତି ନିର୍ବାଚନରେ…

ଖେଳ ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ରୀ ଲହୁ ଲୁହାଣ

ବାଲିଗୁଡ଼ା,୧୨।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ। ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇବା ବେଳେ ୫ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ…

ଜବାହର ନବୋଦୟ ବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ହଦଗଡ଼ ଜବାହର ନବୋଦୟ ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କ ଭଉଣୀ ମନୋଜା ରାଉତଙ୍କ ଅଭିଯୋଗ କ୍ରମେ ସୋସୋ ଥାନାରେ କେସ୍‌…

ମାଓବାଦୀଙ୍କ ବର୍ବରତା: ପ୍ରଜାକୋର୍ଟରେ ୨ ଜଣଙ୍କୁ କଲେ ହତ୍ୟା

ବିଜାପୁର,୧୨।୯: ଓଡ଼ିଶା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲା ଜଣ୍ଡାଲାଟରେ ମାଓବାଦୀମାନେ ଗୁରୁବାର ଏକ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ଏକ ପ୍ରଜାକୋର୍ଟ କରି ପୋଲିସ ଇନ୍‌ଫର୍ମର ସନ୍ଦେହରେ ଲୋକଙ୍କ ସମ୍ମୁଖରେ ଦୁଇଜଣଙ୍କୁ ହତ୍ୟା କରିଛନ୍ତି। ମୃତକ ଦ୍ୱୟ ହେଲେ ମଦଭି ସୁଜା ଏବଂ…

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ ଅର୍ଥ…

ପୁଣି ଚାକିରି କରିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ଗାଇଡ୍‌ଲାଇନ୍‌ରେ ରହିଛି…

ଭୁବନେଶ୍ୱର,୧୨ା୯: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀମାନେ କେଉଁ ମାନଦଣ୍ଡରେ ଚୟନ ହେବେ ସେନେଇ ବିସ୍ତୃତ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ପୁନଃ ନିଯୁକ୍ତି ପାଇଁ କମିଟି ଚୟନ କରିବ।…

ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ ଏଥିରେ ସେ ପରାସ୍ତ ହୋଇଛନ୍ତି। ଯାହାଦ୍ବାରା ସେ ପଦ ହରାଇ ଗାଦିଚ୍ୟୁତ ହେବାର ସ୍ପଷ୍ଟ…

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର ୭ ତାରିଖଠାରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇ ଦୀର୍ଘ ୧୧ ଦିନ ବ୍ୟାପୀ ମଣ୍ଡପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri