ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ
ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ କାର୍ଯ୍ୟରତ ଉପଜିଲାପାଳ ସ୍ନେହା ଅରଗୁଲାଙ୍କୁ…
୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ
ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ଖୋଲା…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଭାଲିଆଡିହାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ। ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ…
ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ
ପୁରୀ,୩୦।୩(ଅଜିତ୍ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ହେଲେ ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ । ସୋମବାର ପୂର୍ୱାହ୍ନରେ ସେକ୍ଟର…
ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର
ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର ଜଣାପଡ଼ିଥିବା ବେଳେ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ପୀଡ଼ିତାଙ୍କ…
ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ
ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି । ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡ ବସିଥିବା ଦେଖିବାକୁ ମିଳିଥିଲା।…
ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା
ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ଲକ୍ଷ୍ମୀଙ୍କ ଆଧାର କାର୍ଡ, ଭୋଟର କାର୍ଡ ସହ…
ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ
ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ ଆଗ ଟୋକନ ପାଇଥିଲେ ସେହି ଚାଷଙ୍କ ଧାନ ଉଠୁ ନ ଥିବା ବେଳେ…
‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ
ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ ମାନହାନି ମାମଲାକୁ ଅଦାଲତ ଭିତ୍ତିହୀନ ଦର୍ଶାଇ ଖାରଜ କରିଦେଇଛନ୍ତି। ପ୍ରକାଶିତ ଖବରରେ କୌଣସି…
ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ ମୃତ୍ୟୁ ହୋଇଛି । ବୃଦ୍ଧା ଜଣକ ନନ୍ଦପୁର ଠାକୁରାଣୀ ମନ୍ଦିରର ପୂର୍ବତନ ପୂଜକ…
ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ
ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଦ୍ରୁତଗାମୀ ଟ୍ରକ୍ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ…
ଗ୍ୟାସ୍ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗ୍ୟାସ ଗୋଦାମରେ ତାଲା…
Archives


