ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କୁ ଛୁରାମାଡ଼, ଅଭିଯୁକ୍ତ ଅଟକ
ସମ୍ବଲପୁର,୩୦ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାସାୟନିକ ବିଜ୍ଞାନ ବିଭାଗର ବିଭାଗୀୟ ମୁଖ୍ୟ ତଥା(ଏଚ୍ଓଡି) ପ୍ରଫେସର ସତ୍ୟନାରାୟଣ ସାହୁଙ୍କୁ ଜଣେ ଅବସରପ୍ରାପ୍ତ ସୁଇପର ଆକ୍ରମଣ କରିଛନ୍ତି। ଫଳରେ ସେ ଗୁରୁତର ହୋଇ ବର୍ତ୍ତମାନ ବୁର୍ଲା ଭୀମସାରରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଅଭିଯୁକ୍ତ କୃପାସିନ୍ଧୁ…
ଅଧାରେ ରହିଲା ଜଗା ଦର୍ଶନ, ବଡ଼ଦାଣ୍ଡରେ ହଠାତ୍ ଅସୁସ୍ଥ ହୋଇପଡ଼ିଲେ ଭକ୍ତ, ଆଉ ତା’ ପରେ…
ପୁରୀ,୩୦ା୧୦(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଆସିଥିବା ଜଣେ ଭକ୍ତଙ୍କର ପୁରୀରେ ଦେହାନ୍ତ ହୋଇଛି। ମନ୍ଦିରରେ ଦର୍ଶନ ପାଇଁ ବ୍ୟାରିକେଡ୍ ବାହାରେ ଅପେକ୍ଷା କରିଥିବାବେଳେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ଫଳରେ ମହାପ୍ରଭୁଙ୍କ ଦର୍ଶନ ତାଙ୍କ ପାଇଁ ଅଧା…
OSCPCR ଅଧ୍ୟକ୍ଷାଙ୍କ ବଡ଼ ଚେତାବନୀ: ଅଭିଯୋଗ ନ ରଖିଲେ ପୋଲିସ କର୍ମଚାରୀଙ୍କ ବିରୋଧରେ ହେବ ଆକ୍ସନ
ଭୁବନେଶ୍ୱର,୩୦।୧୦: ଶିଶୁ ସୁରକ୍ଷା ଅଧିକାର ଆୟୋଗ କମିଶନ ଅଧ୍ୟକ୍ଷା(OSCPCR) ଶୁକ୍ରବାର ଏକ କଡ଼ା ଚେତାବନୀ ଦେଇଛନ୍ତି। ଜଳେଶ୍ୱରରେ ନାବାଳିକାଙ୍କୁ ବଳାତ୍କାର ପରେ ଘଟିଥିବା ହତ୍ୟା ଘଟଣାକୁ ନେଇ ଅଧ୍ୟକ୍ଷା ଏହି ଚେତାବନୀ ଦେଇଛନ୍ତି। ଶିଶୁ ନିଖୋଜ ସଂକ୍ରାନ୍ତରେ ଅଭିଯୋଗ ନ ରଖିଲେ…
ଗଞ୍ଜାମରେ ବନ୍ୟା ସ୍ଥିତି: ପ୍ରଶାସନ ପ୍ରସ୍ତୁତ, ଅନୁଧ୍ୟାନ ପାଇଁ ଆସିବେ କେନ୍ଦ୍ରୀୟ ପ୍ରତିନିଧି ଦଳ
ଛତ୍ରପୁର,୩୦ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିରେ ଧିରେ ଧିରେ ସୁଧାର ଆସୁଛି। ଭଞ୍ଜନଗରଠାରୁ ଛତ୍ରପୁର ପର୍ଯ୍ୟନ୍ତ ଋଷିକୁଲ୍ୟା ନଦୀକୂଳିଆ ଅଞ୍ଚଳର ବିଭିନ୍ନ ଗାଁରେ ବନ୍ୟାଜଳ ପ୍ରବେଶ କରିଥିବା ବେଳେ…
ତ୍ରିଲୋଚନ ହତ୍ୟାକାଣ୍ଡ ଘଟଣା: ସିନ୍ ରିକ୍ରିଏଶନ କଲା ପୋଲିସ, ଗୋଟି ଗୋଟି କରି ସତ ବଖାଣିଲେ ଅପରାଧୀ
ପାଟଣା,୩୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ମହିଳା କନଷ୍ଟେବଳ ତୁଳସୀ ମହାନ୍ତଙ୍କ ସ୍ବାମୀ ତଥା ବ୍ୟବସାୟୀ ତ୍ରିଲୋଚନ ମହାନ୍ତଙ୍କ ହତ୍ୟାକାଣ୍ଡର ଏକ ମାସ ପରେ ପୋଲିସ ହତ୍ୟାକାଣ୍ଡ ଉପରୁ ପର୍ଦ୍ଦା ଉଠାଇଛି। ଶୁକ୍ରବାର ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ କରିବା…
ଅର୍ଣ୍ଣବ କ୍ଷୟକ୍ଷତିର ଆକଳନ ପାଇଁ ଆସିବେ କେନ୍ଦ୍ରୀୟ ଟିମ୍: ମନ୍ତ୍ରୀ
ଭୁବନେଶ୍ୱର,୩୦ା୧୦: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ସ୍ଥିତି ସଙ୍କଟ ରୂପ ନେଇଛି। ବିଶେଷ କରି ରାଜ୍ୟର ମାଲକାନଗିରି ତୁଳନାରେ ଏଥର ଗଞ୍ଜାମ ଓ ଗଜପତି ଜିଲା ବନ୍ୟା ଦ୍ୱାରା ଗୁରୁତର ଭାବେ ପ୍ରଭାବିତ…
କୁଲଡିହା ବନ ବିଭାଗ କାର୍ଯ୍ୟାଳୟ ଗୋଦାମ ଘରେ ହଠାତ୍ ଲାଗିଲା ନିଆଁ
ନୀଳଗିରି,୩୦ା୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): କୁଲଡିହା ବନ ବିଭାଗ କାର୍ଯ୍ୟାଳୟ ପାଖ ଗୋଦାମରେ ଏକ ଭୟାବହ ଅଘଟଣ ଘଟିଛି। ସେଠାରେ ହଠାତ୍ ନିଆଁ ଲାଗିବାର ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର ସ୍ପଷ୍ଟ କାରଣ ଜଣାପଡ଼ି ନାହିଁ। ସୂଚନାଯୋଗ୍ୟ, କୁଲଡିହା ବନବିଭାଗ କାର୍ଯ୍ୟାଳୟ ବାଲେଶ୍ୱର ଜିଲା…
ଗଞ୍ଜାମ-ଗଜପତିରେ ବନ୍ୟା ବିଭୀଷିକା: ୪୩ ହଜାର ଲୋକ ପ୍ରଭାବିତ, ମନ୍ତ୍ରୀ କହିଲେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଖରେ…
ଭୁବନେଶ୍ୱର,୩୦ା୧୦: ରାଜ୍ୟରେ ବନ୍ୟା ସ୍ଥିତି ସଙ୍କଟଜନକ ରୂପ ନେଇଛି। ବିଶେଷ କରି ମାଲକାନଗିରି ତୁଳନାରେ ଏଥର ଗଞ୍ଜାମ ଓ ଗଜପତି ଜିଲା ବନ୍ୟା ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାରେ ୪୩ ହଜାରରୁ ଅଧିକ ଲୋକ ବନ୍ୟାଜଳ ଘେରରେ…
ବାତ୍ୟା ପରେ ବନ୍ୟା ଭୟ: ସ୍ଥିତି ଅନୁଧ୍ୟାନ କଲେ ବିଧାୟକ, ଲୋକଙ୍କ ସୁରକ୍ଷା ପାଇଁ…
ଗଞ୍ଜାମ,୩୦ା୧୦(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ସମଗ୍ର ଗଞ୍ଜାମ ଜିଲା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବେଳକୁ ବେଳ ଋଷିକୂଲ୍ୟା ନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଋଷିକୂଲ୍ୟାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଯୋଗୁ ଚିନ୍ତାରେ ଗଞ୍ଜାମ ବ୍ଲକ ଅଞ୍ଚଳ…
ଧୋଇଗଲା ତାଲିଯୋଡ଼ି ବ୍ରିଜ୍: ପହଞ୍ଚିଲା ଗ୍ରାମ୍ୟ ଉନ୍ନୟନ ବିଭାଗ, ଯନ୍ତ୍ରୀ କହିଲେ ଅନୁଦାନ ପରେ…
ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବାଡ଼ାବାଙ୍ଗା-ଲାରିବାଡ଼ି ଦେଇ ଡାକରବାଡ଼ିକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରାସ୍ତାର ତାଲିଯୋଡ଼ି ବ୍ରିଜ୍ଟି ଧୋଇଯାଇଛି। ଏ ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…
ଅମଳ ପୂର୍ବରୁ ଉଜୁଡ଼ିଗଲା ସ୍ବପ୍ନ: ପାଣିରେ ଲୋଟୁଛି ପାଚିଲା ଧାନ, ଚାଷୀଙ୍କ ମୁଣ୍ଡରେ ଚଡ଼କ
ଅମରପାଲି,୩୦ା୧୦(ପୀତାମ୍ବର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୋଇଥିବା ଲଗାଣ ବର୍ଷା ଓ ପବନ ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ବ୍ୟାପକ ଧାନଫସଲ କ୍ଷତିଗ୍ରସ୍ତ ହୋଇଛି। ଅମଳ ପାଇଁ ପ୍ରସ୍ତୁତ ପାଚିଲା ଧାନଗଛ ସବୁ ଜମିରେ ଲୋଟିପଡ଼ିଥିବା ବେଳେ ବର୍ଷା ପାଣି…
ଆଜି ବି ପ୍ରବଳ ବର୍ଷିବ: ୨ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୩୦/୧୦ (ସୌମ୍ୟରଞ୍ଜନ ରାଉତ):ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ଏପରି ସମୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଗୁରୁବାର ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା…

