ରାଜ୍ୟ

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ କାବୁ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ ଘରୋଇ ହସ୍ପିଟାଲରେ ଷ୍ଟାଫ ନର୍ସ ଭାବେ କାମ କରୁଥିଲେ। ସେ ଏକା ସାଙ୍ଗରେ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ ଦେହରେ କିରୋସିନ ଢାଳି ଜାଳି ହୋଇଯାଇଛନ୍ତି। ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା।…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ରୋଗ (କୋଭିଡ)ର ସଂକ୍ରମଣ ପୁଣି ଥରେ ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ସ୍ବାସ୍ଥ୍ୟ ଏବଂ…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା। ଶିଶୁବାଟିକାରୁ ଯୁକ୍ତ-୨ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି ସେନେଇ କେହି ଠିକ୍‌ ସୂଚନା ଦେଇପାରିନାହାନ୍ତି। ନବୀନ ନୂଆଦିଲ୍ଲୀ ଗସ୍ତ କରିବା ପୂର୍ବରୁ…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ ନିଜର ବାର୍ତ୍ତାରେ ମହାପ୍ରଭୁଙ୍କ ଭଉଣୀଙ୍କୁ ‘ଶ୍ରୀମତୀ ସୁଭଦ୍ରା ଦେବୀ’ ବୋଲି ଉଲ୍ଲେଖ କରିଥିବା…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସନ୍ତାକାଲି (ବୁଧବାର) ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଭକ୍ତ ଓ ଭଗବାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?