ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ନବୀନ
ଭୁବନେଶ୍ୱର,୧୨।୯(ଅନିଲ ଦାସ)ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ସାଙ୍ଗଠନିକ ସମ୍ମିଳନୀ ବୁଧବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀକୁ ଉଦ୍ଘାଟନ କରି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଜେଡିକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାରେ…
ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମ ପ୍ରତିବଦ୍ଧତା: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୨।୯(ସୁନିତ୍ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ୍ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ମୁଙ୍ଗ୍ ଚିଆଙ୍ଗ, ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ କିନ୍ଡ୍ରିଲର ସିଇଓ ମାର୍ଟିନ ସ୍କୋରିଟର ଏବଂ ଦକ୍ଷତା, ଉଦ୍ୟମିତା ଓ ଗବେଷଣା ଉପରେ କାମ କରୁଥିବା ୱାଧୱାନୀ…
ସ୍କ୍ରବ୍ ଟାଇଫସ୍: ବରଗଡ଼ରେ ୩ ମୃତ
ବରଗଡ଼,୧୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ଆକ୍ରାନ୍ତ ହୋଇ ଏପର୍ଯ୍ୟନ୍ତ ଜିଲାର ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମର ସରୋଜ ପ୍ରଧାନ(୪୨), ପଦ୍ମପୁରର ସଖୀ ପ୍ରଧାନ(୭୦) ଏବଂ…
ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢ଼ିଗଲେ ଅଜଣା ବ୍ୟକ୍ତି: ପୁଣି ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ
ପୁରୀ ୧୧ା୯( ଅଜିତ୍ କୁମାର ମହାନ୍ତି):ବୁଧବାର ଶ୍ରୀମନ୍ଦିର ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଶ୍ରୀମନ୍ଦିର ଦଧିନଉତି ଉପରେ ଚଢିଯାଇଥିବା ଦେଖିବାକୁ…
ଜାଲ୍ ପ୍ରମାଣ ପତ୍ର ଦେଇ ନେଇଗଲେ ୧୮ କୋଟି ଏସ୍ସି-ଏସ୍ଟି ଛାତ୍ରବୃତ୍ତି
ଭୁବନେଶ୍ୱର,୧୧।୯(ଅନିଲ ଦାସ): ଜାଲ୍ ପ୍ରମାଣପତ୍ରରେ କିପରି ଛାତ୍ର ବୃତ୍ତି ହଡ଼ପ କରାଯାଇଛି ତାହାର ମଧ୍ୟ ଗୁମର ଖୋଲିଛନ୍ତି କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜିି)। ରିପୋର୍ଟରେ ୯୭ ଲକ୍ଷ ଟଙ୍କାର ବୃତ୍ତି ଟଙ୍କା ହଡପ୍ କରାଯାଇଥିବା ଦର୍ଶାଯାଇଛି । ଜାଲ୍ ପ୍ରମାଣପତ୍ର ଜରିଆରେ…
ଜାତୀୟ ହାର ତୁଳନାରେ ଓଡ଼ିଶାରେ ଷ୍ଟ୍ରୋକର ହାର ଅଧିକ: ପ୍ରତି ୭ ଜଣରେ ଜଣଙ୍କୁ ଷ୍ଟ୍ରୋକ ବିପଦ
ଭୁବନେଶ୍ୱର,୧୧।୯: ସାରା ଦେଶରେ ଦୈନିକ ପ୍ରାୟ ଦୁଇ ହଜାର ମସ୍ତିଷ୍କାଘାତ ଘଟଣା ରିପୋର୍ଟ ହେବା ଭାରତରେ ଏକ ଚିନ୍ତାର କାରଣ ପାଲଟିଛି। ପ୍ରସିଦ୍ଧ ପତ୍ରିକା ଦି ଲାନସେଟରେ ପ୍ରକାଶିତ ଏକ ଗବେଷଣାମୂଳକ ରିପୋର୍ଟ ଅନୁସାରେ ଓଡ଼ିଶାରେ ଷ୍ଟ୍ରୋକ ହାର ଜାତୀୟ ହାରଠାରୁ…
ବିଜେଡି ଛାଡ଼ିଲେ ଉପସଭାପତି ଚିନ୍ମୟ ମିଶ୍ର, କହିଲେ ଦଳ ତାଙ୍କୁ…
ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଯୁବ ଜନତା ଦଳର ଜିଲା ଉପସଭାପତି ଚିନ୍ମୟ ମିଶ୍ର ବୁଧବାର ବିଜେଡି ଛାଡ଼ିଛନ୍ତି। ଏ ନେଇ ବିଜୁ ଯୁବ ଜନତା ଦଳର ଜିଲା ସଭାପତି ଆଦିତ୍ୟ ନନ୍ଦଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି।…
ଜିଲାପାଳଙ୍କୁ ଲାଞ୍ଚ ଦେଇ ବନ୍ଧା ହେଲେ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟ ଅଧିକାରୀ
ବରଗଡ଼,୧୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ବୁଧବାର ୨ ଲକ୍ଷ ଟଙ୍କା ଲାଞ୍ଚ ଦେବାକୁ ଉଦ୍ୟମ କରିବା ଏକ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟର ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଜିଲାପାଳ ଗୋୟଲଙ୍କଠାରୁ ସୂଚନା ପାଇଁ ଭିଜିଲାନ୍ସ ସମ୍ପୃକ୍ତ ସିମେଣ୍ଟ ଉତ୍ପାଦନ ପ୍ଳାଣ୍ଟର…
ସିଏଜି ରିପୋର୍ଟ ପ୍ରକାଶ: ଅଯୋଗ୍ୟ କାଳିଆ ହିତାଧିକାରୀ ନେଇଗଲେ ୭୮୨ କୋଟି ଟଙ୍କା, ଡାଟାବେସ୍ ବିଶ୍ଳେଷଣ ବେଳେ ଆଉ…
ଭୁବନେଶ୍ୱର,୧୧ା୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର…
ସମୁଦ୍ର ତଟରେ ମଦ କୁଡ଼ିଆ ଯୋଜନାକୁ ଶଙ୍କରାଚାର୍ଯ୍ୟଙ୍କ ବିରୋଧ
ରାଜ୍ୟ ସରକାର ବିଭିନ୍ନ ସମୁଦ୍ର କୁଳରେ ମଦ ବିକ୍ରୟ ପାଇଁ ଯୋଜନା କରୁଥିବା ବେଳେ ପୁରୀ ମହୋଦଧୀ ତଟରେ ମଦ କୁଡିଆକୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ କରିଛନ୍ତି ବିରୋଧ।
ଯାତ୍ରାରେ ଧାର୍ମିକ ଭାବନାକୁ ଆଘାତ ଅଭିଯୋଗ: ମଞ୍ଚରେ ଦର୍ଶକଙ୍କ ଭଙ୍ଗାରୁଜା, କଳାକାରଙ୍କୁ ଆକ୍ରମଣ
ସମ୍ବଲପୁର, ୧୧।୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦରଥାନା ଅନ୍ତର୍ଗତ ନକ୍ସାପାଲି ଠାରେ ଚାଲିଥିବା ଯାତ୍ରା ମଞ୍ଚକୁ ଚଢ଼ି ଦର୍ଶକଙ୍କ ଭଙ୍ଗାରୁଜା ସହ କଳାକାରଙ୍କୁ ଆକ୍ରମଣ କରାଯାଇଥିବା ଖବର ମିଳିଛି। ମଙ୍ଗଳବାର ସନ୍ଧ୍ଯାରେ ସ୍ଵର୍ଣ୍ଣ ମହଲ ଯାତ୍ରା ଦଳ ପକ୍ଷରୁ ନାଟକ ‘ସ୍ବାମୀ…
ଟ୍ବିନ୍ ସିଟି ସହ ପ୍ରମୁଖ ସହରରେ ହୋଇପାରେ କୁକୁର, ବିଲେଇଙ୍କ ଲାଗି ଶ୍ମଶାନ
ଭୁବନେଶ୍ୱର,୧୧।୯: ଗୃହପାଳିତ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି ରଖୁଛନ୍ତି।…
Archives


