ଭସାଣି ହେଲା କାଳ, ଗଣେଶ ମୂର୍ତ୍ତି ତଳେ ଚାପି ହୋଇ ଚାଲିଗଲା ବିଟେକ୍ ଛାତ୍ରଙ୍କ ଜୀବନ
ବାରଙ୍ଗ,୧୧।୯(ଲିଙ୍ଗରାଜ ରାଉତ): ବାରଙ୍ଗ କଣ୍ଟାବାଡ ଗାଁ ନିକଟ ଏକ ଘରୋଇ କଲେଜର ଗଣେଶ ଭସାଣିବେଳେ ଏକ ଅଘଟଣ ଘଟିଛି। ଏଥିରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ମୃତକ…
କାହିଁକି ଏନ୍ଏସି ଘୋଷଣା କରିଥିଲେ ନବୀନ ସରକାର, ଏମିତି କହିଲେ ମନ୍ତ୍ରୀ
ଭୁବନେଶ୍ୱର,୧୧।୯(ଅନିଲ ଦାସ): ନୂତନ ଏନ୍ଏସି ଗଠନକୁ ନେଇ ବିଧାନସଭାରେ ଦାବି ଜୋର୍ ଉଠିଛି। ଗତ ସରକାର ସମୟରେ ୫୭ଟି ଏନଏସି ପ୍ରସ୍ତାବ ଆସିଥିବା କୁହାଯାଉଥିବା ବେଳେ ଭାଜପା ସରକାରଙ୍କ ପାଖରେ ସେମିତି କିଛି ପ୍ରସ୍ତାବ ନାହିଁ ବୋଲି ନଗର ଉନ୍ନୟନ ମନ୍ତ୍ରୀ…
ପୂର୍ବ ସରକାରର ବଡ଼ ଯୋଜନାକୁ ମନା କରିଦେଲେ ମୋହନ ସରକାର
ଭୁବନେଶ୍ୱର,୧୦।୯ (ଅନିଲଦାସ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରାଜ୍ୟ ସରକାର ସାଇକେଲ ଗୋଟିକୁ ୨୫,୦୦୦ ଟଙ୍କା ଦରରେ କିଣିଥିଲେ। ସେଥିରୁ କିଛି ଭାଙ୍ଗିରୁଜି ଯିବା ଫଳରେ ସେଗୁଡିକୁ ମରାମତି ପାଇଁ ଦିଆଯାଇଛି । ତେବେ ଏହି ସାଇକେଲଗୁଡିକୁ…
ଭାଲୁକୁ ଟ୍ରାଙ୍କୁଲାଇଜର କରିବାକୁ ଯାଇ ନିଜେ ଟ୍ରାଙ୍କୁଲାଇଜ ହୋଇଗଲେ ବନ କର୍ମଚାରୀ
ଢେଙ୍କାନାଳ,୧୦ା୯(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍ କଙ୍କଡ଼ାହାଡ଼ ସେକ୍ସନ କେରଜୋଳିଠାରେ ଉପଦ୍ରବ କରୁଥିବା ଏକ ଭାଲୁକୁ ମଙ୍ଗଳବାର ଅପରାହ୍ନରେ ଟ୍ରାଙ୍କୁଲାଇଜର କରାଯାଉଥିବା ବେଳେ ଟ୍ରାଙ୍କୁଲାଇଜର ଇଞ୍ଜେକ୍ସନ ବାଜି ବିରାଶାଳ ଫରେଷ୍ଟର ଦୀପକ ସାହୁ (୪୨) ଗୁରୁତର ହୋଇଛନ୍ତି। ତାଙ୍କୁ…
୫ଦିନ ଧରି ଲାଗି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏହି ଜିଲାକୁ ରେର୍ଡ ଆଲର୍ଟ!
ଭୁବନେଶ୍ୱର,୧୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ବର୍ଷାର ବିସ୍ତୃତି କମିଥିବାବେଳେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଯୁକ୍ତି ୨ ପିଲାଙ୍କୁ ଦିଆଯିବ ମାଗଣା କୋଚିଂ, ଏହିଦିନ ଠୁ ଆରମ୍ଭ ହେବ କ୍ଲାସ
ଭୁବନେଶ୍ୱର,୧୦।୯: ପ୍ରଥମେ ନିଟ୍-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ ଦେଉଥିଲେ। ତେବେ ଏଥର ଯୁକ୍ତି ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ପାଇଁ ଏହି ସୁବିଧା ରହିଥିବାବେଳେ…
ରାସନ କାର୍ଡରୁ କଟିଯାଇଛି କି ନାଁ? ଚୁଟ୍କିରେ ହୋଇଯିବ ସମାଧାନ, ଜାଣନ୍ତୁ…
ଭୁବନେଶ୍ୱର,୧୦।୯: କେନ୍ଦ୍ର ଏବଂ ରାଜ୍ୟ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଗୋଟିଏ ହେଉଛି ରାସନ। ତେବେ ରାସନ କେବଳ ରାସନ କାର୍ଡଧାରୀମାନଙ୍କୁ ମିଳିଥାଏ। ରାସନରେ ଆପଣ ମାଗଣା ଗହମ, ଚାଉଳ ପାଇଥାଆନ୍ତି। ଏହି ସମୟ ମଧ୍ୟରେ,…
ଚେନ୍ନାଇରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ଏକମାତ୍ର ରୋଜଗାରିଆ ପୁଅ ହରାଇଲା ପରିବାର
ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଦାଦନ ଦୁଖ ଦେଖୁବାକୁ ମିଳିଛି। ଜିଲାର ଜୁନାଗଡ ବ୍ଲକ ଅନ୍ତର୍ଗତ ଚିନୈଗୁଡା ଗ୍ରାମର ରାକେଶ ସୁନା (୨୮) ନାମକ ଜଣେ ଯୁବକ ଗତ ଅଢେଇ ମାସ ତଳେ ଦାଦନ ଖଟିବାକୁ ଚେନ୍ନାଇକୁ ଯାଇଥିଲେ। ସେଠାରେ…
ବିଧାନସଭାରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସୁଭଦ୍ରା ପାଇଁ ଟଙ୍କା ନେଉଥିଲେ…
ଭୁବନେଶ୍ୱର,୧୦।୯: ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ମଙ୍ଗଳବାର…
ନବୀନଙ୍କ ବିରୋଧ, ବିଜେଡି କରିବ ବଡ଼ ଆନ୍ଦୋଳନ
ଭୁବନେଶ୍ୱର,୧୦।୯: ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ମଙ୍ଗଳବାର ପୂର୍ବାହ୍ନରେ ନବୀନ ନିବାସରେ ଭେଟି ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି…
ସୁଭଦ୍ରା ଯୋଜନା ଲାଗି ଆଧାରକାର୍ଡ ସେଣ୍ଟରରେ ମହିଳାଙ୍କୁ ଠକେଇ: ଖବର ପ୍ରକାଶ ପରେ ଚଢାଉ କଲେ ଏସଡିପିଓ, ପୋଲିସ
ପୁରୁଷୋତ୍ତମପୁର,୧୦।୯ (ସୀମାଞ୍ଚଳ ମିଶ୍ର): ଆଧାରକାର୍ଡ ସେଣ୍ଟରରେ ଗରିବ ଶ୍ରେଣୀର ମହିଳା ମାନଙ୍କଠାରୁ ଅଧିକ ଟଙ୍କା ନେଉଥିବାର ଅଭିଯୋଗ ପରେ ଚଢ଼ାଉ କରିଛନ୍ତି ପୁଷୋତ୍ତମପୁର ଏସଡିପିଓ, ପୋଲିସ। ମଙ୍ଗଳବାର ଏହି ଖବର ଧରିତ୍ରୀ ୱେବ’ରେ ପ୍ରକାଶ ପାଇବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛି…
ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର,୧୦।୯: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ…
Archives


