ରାଜ୍ୟ

ବିକାଶର ବାହାନାରେ ଗଛ କଟା: ଗତ ୨୫ ବର୍ଷରେ ଓଡ଼ିଶାରେ କଟା ହୋଇଛି ୨୬ ଲକ୍ଷରୁ ଅଧିକ ଗଛ

ଭୁବନେଶ୍ୱର,୧୦।୯: ୨୦୦୦ ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୬ ଲକ୍ଷରୁ ଅଧିକ ଗଛ କଟାଯାଇଛି। ମଙ୍ଗଳବାର ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାୟକ ପ୍ରସାନ୍ତ କୁମାର ଜଗଦେବଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା…

ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ୧୦ ବର୍ଷ ଜେଲ ଦଣ୍ଡ

ଭୁବନେଶ୍ୱର,୧୦ା୯(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟ୍‌ ଟ୍ରାକ୍‌ ସ୍ପେଶାଲ କୋର୍ଟ(ପୋକ୍ସ)ର ବିଚାରପତି ସରୋଜ କୁମାର ସାହୁ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାରେ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦୀପୁ ବେହେରା ଓରଫ ଦୀପକ…

‘ନବୀନ ରିବନ୍‌ କାଟି ପ୍ରଚାର କରୁ ନ ଥିଲେ’, ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୧୦।୯: ମଙ୍ଗଳବାର ବିଧାନସଭାରେ ପୁଣି ମୁହାଁମୁହିଁ ହୋଇଛନ୍ତି କ୍ଷମତାସୀନ ଭାଜପା ଓ ବିରୋଧୀ ଦଳ ବିଜେଡି। ବିଧାନସଭାରେ ଦୁଇ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ରାଜ୍ୟରେ ହୋଇଥିବା ବିଭିନ୍ନ ପ୍ରକାର ଇନଫ୍ରାଷ୍ଟକଚର ଓ ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରିକୁ ନେଇ ଶ୍ରେୟ ନେବାକୁ…

ଓଡ଼ିଶାରେ ଲୋପ ପାଇଯିବ ବାଘ ବଂଶ: ୨୪ ବର୍ଷରେ ୧୭୦ରୁ ହେଲାଣି ୨୭

ଭୁବନେଶ୍ୱର,୧୦।୯: ଓଡ଼ିଶାରେ ଲୋପ ପାଇଯିବ ବାଘ ବଂଶ । ମଙ୍ଗଳବାର ଓଡ଼ିଶା ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଦେଇଥିବା ତଥ୍ୟରୁ ଏଭଳି ଆଶଙ୍କା ସୃଷ୍ଟି ହୋଇଛି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଗତ…

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ ଜାଲରେ ଇଲିସି ଧରାପଡୁଛନ୍ତି। ମାଛ ଖାଉଥିବା ଲୋକଙ୍କ ଇଲିସି ପ୍ରତି ଦୁର୍ବଳତା ରହିଥିବାବେଳେ ସମୁଦ୍ରରେ…

ସୁଭଦ୍ରା ଯୋଜନା ଲାଗି ଆଧାରକାର୍ଡ ସେଣ୍ଟରକୁ ଆସିଥିବା ମହିଳାଙ୍କଠୁ ନେଉଛନ୍ତି ମନଇଚ୍ଛା ଟଙ୍କା, କାର୍ଯ୍ୟାନୁଷ୍ଠାନ ଦାବି

ପୁରୁଷୋତ୍ତମପୁର,୧୦।୯ (ସିମାଞ୍ଚଳ ମିଶ୍ର): ରାଜ୍ୟ ସରକାର ମହିଳାଙ୍କ ବିକାଶ ଲାଗି ଆଣିଥିବା ସୁଭଦ୍ରା ଯୋଜନାର ଆବେଦନ ଆରମ୍ଭ ହୋଇଯାଇଛି। ଆବେଦନ ବେଳେ ଆଧାରକାର୍ଡରେ ମୋବାଇଲ ନମ୍ବର ଅପଡେଟ୍‌ କରିବା ସହ ସଂଶୋଧନ କରିବା ଲାଗି ଆଧାରକାର୍ଡ ସେଣ୍ଟରରେ ସକାଳୁ ସନ୍ଧ୍ୟା ଯାଏ…

ରାଜ୍ୟରେ ବ୍ୟାପିବାରେ ଲାଗିଛି ବାର୍ଡ଼ ଫ୍ଲୁ: କ୍ଵାରେଣ୍ଟାଇନରେ କୁକୁଡ଼ା ଚାଷୀ

ଭୁବନେଶ୍ୱର,୧୦।୯: ରାଜ୍ୟରେ ଏବେ ବାର୍ଡ଼ ଫ୍ଲୁ ରୋଗରେ କୁକୁଡ଼ା ଆକ୍ରାନ୍ତ ଖବର ମଧ୍ୟରେ କେନ୍ଦ୍ରାପଡା ଡେରାବିସି ଅଞ୍ଚଳରେ କିଛି ଚାଷୀଙ୍କଠାରେ ଲକ୍ଷଣ ଦେଖାଯିବାରୁ କିଛି କୁକୁଡ଼ା ଚାଷୀଙ୍କୁ ନିଜ ଘରେ କ୍ଵାରେନଣ୍ଟାଇନରେ ରହିବାକୁ କୁହାଯାଇଛି। ସୂଚନାନୁସାରେ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଚାଷୀଙ୍କ…

ଲଘୁଚାପ ବର୍ଷା ପ୍ରଭାବରେ କ୍ଷୟକ୍ଷତି, ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୯: ମଙ୍ଗଳବାର ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

 ସରପଞ୍ଚଙ୍କ ପାଇଁ ବଡ଼ ଖବର : ଏଣିକି ଦୁର୍ନୀତି ଅଭିଯୋଗ ଆସିଲେ ଆଉ କ୍ଷମା…

ଭୁବନେଶ୍ୱର,୧୦।୯: ବିଧାନସଭା ଚାଲିଥିବା ବେଳେ ବିଧାୟକ ପ୍ରଶାନ୍ତ ବେହେରା ପ୍ରଶ୍ନ କରିଥିଲେ ରାଜ୍ୟର କେତେଜଣ ସରପଞ୍ଚଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଥିବାବେଳେ ତାହାର ତଦନ୍ତ ହୋଇ, କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହାର ଉତ୍ତରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଲିଖିତ ଉତ୍ତର…

E-KYC ପାଇଁ ଲମ୍ବା ଲାଇନ, ସରକାର କହିଲେ ନାହିଁ ….

ଭୁବନେଶ୍ୱର,୧୦।୯: ଗାଁଠୁ ସହର ସବୁଠି E-KYC ପାଇଁ ଲମ୍ବା ଲାଇନ୍‌ । E-KYC ନକଲେ ରାସନ ସାମଗ୍ରୀ ହିତାଧିକାରୀଙ୍କୁ ମିଳିବନି । ଏନେଇ କଣ୍ଟ୍ରୋଲ ଡିଲରଙ୍କ ପାଖରେ ହିତାଧିକାରୀ ଲାଇନ ଲଗାଉଛନ୍ତ। ହେଲେ ଡିଲରମାନେ ଟୁ-ଜି ସପୋର୍ଟ ମେଶିନ ବ୍ୟବହାର କରୁଥିବାରୁ…

ଆଜି କୋରାପୁଟରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ୱର,୧୦।୯: ଲଗାଣ ବର୍ଷା ଯୋଗୁ ଆଜି କୋରାପୁଟ ଜିଲାର ସମସ୍ତ ସ୍କୁଲ ଛୁଟି। ଆଇଏମ୍‌ଡି ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି ପରେ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଗଞ୍ଜାମ ଓ ମାଲକାନଗିରିରେ ବି ଆଜି ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟର…

ଫାଶ, ବିଷ, ବାଟୁଳିରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୧୦।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ମହାକାଳପଡ଼ା ରେଞ୍ଜ ଅଧୀନ ଜଙ୍ଗଲ ମଧ୍ୟରେ ପକ୍ଷୀମାନେ ବସା ବାନ୍ଧିଛନ୍ତି। ହେଲେ କେତେଜଣ ଅଭ୍ୟାସଗତ ଶିକାରୀ ଲୁଚି ଛପି ଚଲା ଫାଶ (ବାଉଁଶ କାଠି, ପ୍ଲାଷ୍ଟିକ ସୂତାରେ) ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri