୩ ଘଣ୍ଟା ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ଜାଣନ୍ତୁ କେଉଁଠି ….
ଭୁବନେଶ୍ୱର,୧୦।୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ମଙ୍ଗଳବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୬ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ…
ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ସୁନିତି, ଭାଜପା ବିଧାୟକ ପ୍ରାର୍ଥୀଙ୍କ ବିରୋଧରେ ଆଣିଥିଲେ ଅଭିଯୋଗ
ଭୁବନେଶ୍ୱର,୯ା୯: ଭାଜପାରୁ ନିଲମ୍ବିତ ହୋଇଥିବା ସୁନିତି ମୁଣ୍ଡ ସୋମବାର ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟିଛନ୍ତି। ଲକ୍ଷ୍ମୀସାଗର ଥାନାରେ ସେପ୍ଟେମ୍ବର ୩ରେ ଭଣ୍ଡାରୀପୋଖରି ଭାଜପା ବିଧାୟକ ପ୍ରାର୍ଥୀ ସୁଧାଂଶୁ ନାୟକଙ୍କ ବିରୋଧରେ ସେ ଦେଇଥିବା ଅଭିଯୋଗ ପଞ୍ଜିକୃତ କରାଯାଉନାହିଁ। ଏହି ଏତଲାକୁ…
ଲଗାଣ ବର୍ଷା ଯୋଗୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ
ଛତ୍ରପୁର, ୯/୯(ସନ୍ତୋଷ ପାଢ଼ୀ ): ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶନାମା ଜାରି କରି ଏହି ସୂଚନା ଦେଇଛନ୍ତି। ସେହିପରି ଆସନ୍ତାକାଲି ମାଲକାନଗିରିରେ…
ଓଡ଼ିଶାରେ ନିର୍ମାଣ ହେବ ଭାରତୀୟ ବାୟୁସେନା ବିମାନର ଇଞ୍ଜିନ୍
ନୂଆଦିଲ୍ଲୀ,୯।୯: ଏସ୍ୟୁ-୩୦ ଏମକେଆଇ ବିମାନ ଲାଗି ୨୪୦ ଏଏଲ୍-୩୧ ଏଫପି ଏରୋ ଇଞ୍ଜିନ୍ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ସହ ୨୬,୦୦୦ କୋଟିରୁ ଅଧିକ ଟଙ୍କାର ଏକ ଚୁକ୍ତି ସ୍ୱାକ୍ଷର କରିଛି। ଏହାଦ୍ୱାରା ଆତ୍ମନିର୍ଭର ଭାରତ ଲକ୍ଷ୍ୟକୁ…
ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି…
ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ…
ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ
ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା…
ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍ ଡିପ୍ରେଶନ: ଭୀଷଣ ବର୍ଷା ନେଇ ୧୦ ଜିଲାକୁ ରେଡ ୱାର୍ନିଂ
ଭୁବନେଶ୍ୱର,୯।୯: ଗଭୀର ଅବପାତ ଓଡ଼ିଶା ଉପକୂଳ ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍ ଡିପ୍ରେଶନ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି…
ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ବଡ଼ ଅପ୍ଡେଟ୍: ସବୁ ପରୀକ୍ଷା କେନ୍ଦ୍ରରେ ଲାଗିବ…
ଭୁବନେଶ୍ୱର,୯।୯: ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି । ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି…
ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,
ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ। ଗତ ଦୁଇଦିନ…
ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍ଆର୍ସି
ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି…
ବାଇକ୍କୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ୨ ଜୀବନ
ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଟ୍ରକ୍ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକ ଟାଉନ…
Archives


