ଲଘୁଚାପ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ, ଭୁଶୁଡ଼ିଲା ୧୦ରୁ ଅଧିକ ଘର
କୁନ୍ଦୁରା,୮ା୯(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲଘୁଚାପ ଜନିତ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ ଘେରରେ ରହିଛି। କୁନ୍ଦୁରା ବ୍ଲକ ସୀମାନ୍ତରେ ରହିଥିବା ୩ ପଞ୍ଚାୟତ ଘୁମର,ମସିଗାଁ ଏବଂ ଦିଗାପୁର ବିରି ଏବଂ କୋଲାବ ନଦୀ ଉଛୁଳିବା ଯୋଗୁ ଜଳବନ୍ଦୀ…
ନୂଆପଡ଼ା MVI ଗିରଫ: ୧ ଲକ୍ଷ ୩୨ ହଜାର ଟଙ୍କା ସହ ମାଡ଼ିବସିଥିଲା ଭିଜିଲାନ୍ସ
ଭୁବନେଶ୍ୱର,୮।୯: ନୂଆପଡ଼ା MVI ବିଜୟ କୁମାର ବେହୁରିଆ ଗିରଫ ହୋଇଛନ୍ତି । ନୂଆପଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିଲା । ଖୋର୍ଦ୍ଧା ମେଡିକାଲ ସାମ୍ନାରେ ଗାଡ଼ି ଅଟକାଇ…
କାହିଁକି ବାଣୀବିହାର ଓଭରବ୍ରିଜରୁ ଡେଇଁଥିଲେ ଯୁବତୀ: ସାମ୍ନାକୁ ଆସିଲା ଏହି ବଡ଼ କାରଣ, ଘଟଣା ପଛରେ…
ଭୁବନେଶ୍ୱର,୮।୯: ବାଣୀବିହାର ଓଭରବ୍ରିଜରୁ ଶନିବାର ଜଣେ ଯୁବତୀ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ତାଙ୍କ ମେରୁଦଣ୍ଡ ହାଡ଼ ଭାଙ୍ଗିଯାଇଥିବା ବେଳେ ଚିକିତ୍ସା ଚାଲିଛି। ଯୁବତୀଙ୍କ…
ଆଳୁ ପରେ କୁକୁଡା, ଅଣ୍ଡା ଗାଡ଼ିକୁ ଛଡ଼ାଯାଉନି : ଆଜିବି ସୀମାରେ ଅଟକିଛି ଓଡ଼ିଶା ନମ୍ବର ଥିବା ଗାଡ଼ି
ଭୁବନେଶ୍ୱର,୮।୯: ଆଳୁ ପରେ ଓଡ଼ିଶାରେ କୁକୁଡା ଓ ଅଣ୍ଡା ଗାଡ଼ିକୁ ଛାଡୁନି ପଶ୍ଚିମବଙ୍ଗ ପୋଲିସ। ପଶ୍ଚିମବଙ୍ଗ ସୀମାନ୍ତ ସୋନାକଣିଆ ଚେକ ପୋଷ୍ଟ ନିକଟରେପୋଲିସ ଗାଡ଼ିକୁ ଅଟକାଉଛି । ଦିନ ସାରା ଓ ଗାଡି ଚେକ ପୋଷ୍ଟରେ ଛିଡା ହେଉଥିବା ଦେଖିବାକୁ ମିଳୁଛି।…
ଅବପାତରେ ପରିଣତ ହେଲା ଲଘୁଚାପ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୮।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।…
ଚମକ ହରାଉଛି ଶାମୁକା
ସମୁଦ୍ରରେ ଜୁଆର ଆସିଲେ କୂଳକୁ ଭାସିଆସେ ଶାମୁକା। ଜୁଆର ଫେରିଗଲେ ଆଉ ସେହିସବୁ ଶାମୁକା ବେଳାଭୂମିରେ ପଡ଼ିରହେ। ସକାଳର ସୂର୍ଯ୍ୟକିରଣରେ ଶାମୁକା ସବୁ ଚକ୍ ଚକ୍ କରି ଚମକି ଉଠେ। ଏଭଳି ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ସେଇ ମୁହୂର୍ତ୍ତକୁ ପର୍ଯ୍ୟଟକମାନେ…
ଆଜିବି ପ୍ରବଳ ବର୍ଷିବ: ଆହୁରି ଦୁଇ ଦିନ…
ଭୁବନେଶ୍ୱର,୮।୯: ଆଜି ମଧ୍ୟ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରବିବାର ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…
ଟ୍ରକ୍ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର
ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଶିଶୁଭବନରେ ରୋଗୀ…
CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ
ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ । ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ…
ଜେଲ୍ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍
ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା ଥୁଆମୂଳ…
ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…
ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ ମୂଳରୁ ଦୋହଲି ଯାଇଛି। କହିବାକୁ ଗଲେ ଦଳର ଶୀର୍ଷନେତାଙ୍କ ମଧ୍ୟରେ ଏକ ପ୍ରକାର ଛନକା…
Archives


