ରାଜ୍ୟ

ତାଲା ଭାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରୁ ଦୁର୍ବୃତ୍ତ ଲୁଟିନେଲେ ଏଲ୍‌ଇଡି ଟିଭି, ପ୍ରିଣ୍ଟର

ଭୁବନ,୫ା୧୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରୁ ବୁଧବାର ବିଳମ୍ବିତ ରାତିରେ ଏଲ୍‌ଇଡି ଟିଭି ଓ ପ୍ରିଣ୍ଟର ଚୋରି ହୋଇଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଘରକୁ ଫେରିବାର ପରେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…

ଓ୍ବାଚ୍‌ ଟାଓ୍ବାର ନିର୍ମାଣ ଅଧାପନ୍ତରିଆ: ପର୍ଯ୍ୟଟକ ନିରାଶ, ଅନୁଦାନ ପାଇଁ ଚିଠି

ଦାରିଙ୍ଗବାଡ଼ି,୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ଆଗମନ ହେଉଥିବାବେଳେ ଡିସେମ୍ବର ୨୦ରୁ ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ପ୍ରତିବର୍ଷ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ…

ଯୁବତୀଙ୍କୁ ମାଡ଼ ମାରିଲେ ଘର ମାଲିକଙ୍କ ୨ ପୁଅ

ଭୁବନେଶ୍ୱର,୫।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଖାରବେଳନଗରସ୍ଥିତ ପ୍ଲଟ ନଂ-୨୨କୁ ଭଡ଼ାରେ ନେଇଥିବା ଘର ଖାଲି କରିବାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି। ଭଡ଼ାରେ ରହୁଥିବା ଯୁବତୀ ଓ ମାଲିକଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଯୁବତୀଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଘଟଣାରେ…

୨୦୨୫ ଆରମ୍ଭ ବେଳକୁ ଆର୍‌ଆଇ, ଅମିନ ପଦବୀ ଖାଲି ନ ଥିବ: ମନ୍ତ୍ରୀ

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ବିଜେଡି ୨୪ ବର୍ଷ ଧରି ସରକାରରେ ଥିବାବେଳେ ଯଦି ସବୁ ସମସ୍ୟାର ସମାଧାନ କରିଦେଇଥାଆନ୍ତେ ତେବେ ଆଜି ଗୃହରେ ଏତେ ଗୁଡ଼ାଏ କଥା ସେମାନଙ୍କୁ କହିବାକୁ ପଡୁ ନ ଥାଆନ୍ତା। ଭାଜପା ରାଜ୍ୟରେ ୫ ମାସ ହେଲା ସରକାରକୁ ଆସିଛି।…

ମନ୍ଦିରକୁ ଓମ୍‌ଫେଡ୍‌ ଯୋଗାଉଛି ୬୦ ଟନ୍‌ ଘିଅ

ଭୁବନେଶ୍ୱର,୫ା୧୨(ଅନିଲ ଦାସ):ଶ୍ରୀମନ୍ଦିର ସମେତ ରାଜ୍ୟର ବିଭିନ୍ନ ମନ୍ଦିରକୁ ଓମ୍‌ଫେଡ୍‌ ବର୍ଷକୁ ୬୦ ଟନ୍‌ ଘିଅ ଯୋଗାଣ କରୁଛି। ଏହାମଧ୍ୟରେ ଛତିଶଗଡ଼ର ଚନ୍ଦ୍ରହାସିନୀ ମନ୍ଦିର ଥିବା ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଓମ୍‌ଫେଡ୍‌ର ଦୁଗ୍ଧ…

୨୦୧୯ରୁ ବଢ଼ିନି ଓଡ଼ିଶା କୃଷକଙ୍କ ଆୟ

ଭୁବନେଶ୍ୱର,୫ା୧୨(ଅନିଲ ଦାସ):କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏନ୍‌ଏସ୍‌ଓ ତଥ୍ୟ ଅନୁଯାୟୀ ରାଜ୍ୟରେ ଚାଷୀଙ୍କ ମାସିକ ଆୟ ୫,୧୧୨ ଟଙ୍କା ଥିବା ସୂଚନା ଦେଇଛନ୍ତି। ବାହିନୀପତି ପଚାରିଥିଲେ ଯେ ରାଜ୍ୟରେ କୃଷକ ପରିବାର…

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୨: ଗୁରୁବାର ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଗୁରୁବାର ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ ସ୍ୱତନ୍ତ୍ର…

ଡିସେମ୍ବର ୨୫ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଜାଣନ୍ତୁ ଏଥର କିଏ ପାଇବେ ଆଉ କିଏ ପଡ଼ିବେ ବାଦ୍‌, ବିସ୍ତୃତ ତଥ୍ୟ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ୱର,୪ା୧୨: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍‌ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର…

ପୁଅ-ବୋହୂଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଥିଲେ ନିଆଁ, ବୋହୂଙ୍କ ମୃତ୍ୟୁ ପରେ ବନ୍ଧା ହେଲେ…

ବାରଙ୍ଗ,୪ା୧୨: କଟକ ଜିଲା ବାରଙ୍ଗ ଥାନା ଗୋଡ଼ିସାହିଫାଣ୍ଡି ଅଧିନସ୍ଥ ବାରସିଙ୍ଗା ଗ୍ରାମରେ ପୁଅବୋହୂଙ୍କୁ ପେଟ୍ରୋ ଢାଳି ନିଆଁ ଲଗାଇବା ଘଟଣାର ମୁଖ୍ୟ ଅଭିଯୁକ୍ତ ବାପା ଗୋବର୍ଦ୍ଧନଙ୍କୁ ବୁଧବାର ପୋଲିସ କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ନଭେମ୍ବର ୩୦ ତାରିଖ ରାତିରେ ବାରସିଙ୍ଗାଗାଁରେ ଘଟିଥିଲା…

ଥରିଲା ମାଲକାନଗିରି

ମାଲକାନଗିରି,୪ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବୁଧବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟାରୁ ୭.୩୦ ମଧ୍ୟରେ ୩ରୁ ୪ ସେକେଣ୍ଡ ଏହା ଅନୁଭୂତ ହୋଇଥିଲା। ମାଲକାନଗିରି ସହ କାଲିମେଳା ଓ ପଡ଼ିଆ ବ୍ଲକ୍‌ର କେତେକ ସ୍ଥାନରେ ମଧ୍ୟ ଭୂକମ୍ପ…

ଦ୍ରୁତ ଗତିରେ ଆସୁଥିଲା ବସ୍‌, ଚକାତଳେ ପଶିଗଲେ ବାଇକ୍‌ଚାଳକ, ଆଉ ତା’ ପରେ…

ଗଜପତି,୪ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ଦେବିତି ଗ୍ରାମ ନିକଟରେ ଗୋଟିଏ ଘରୋଇ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ…

ଖୁବଶୀଘ୍ର ଗଞ୍ଜାମ ଏବଂ ଢେଙ୍କାନାଳରେ ଖୋଲିବ ଆୟୁଷ ହସପିଟାଲ

ଭୁବନେଶ୍ୱର,୪।୧୨: ଓଡିଶାର ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ଖୁବ ଶୀଘ୍ର ଆୟୁଷ ଡାକ୍ତରଖାନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପୁରୀରେ ଗୋପାବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟଠାରେ ଏକ ସମାବେଶକୁ ସମ୍ବୋଧିତ କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?