ସର୍ବଭାରତୀୟ ଡିଜିପି ସମ୍ମିଳନୀ:ଆଜି ଯୋଗଦେବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୩୦ା୧୧(ଅନିଲ ଦାସ):ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଉଦ୍ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର…
ଜଙ୍ଗଲ ସୁରକ୍ଷାରେ ୧୩୯ ଅତ୍ୟାଧୁନିକ ଯାନ ସାମିଲ
ବାରଙ୍ଗ/ଭୁବନେଶ୍ୱର,୩୦।୧୧ (ଲିଙ୍ଗରାଜ ରାଉତ/ବନ୍ଦନା ସେଠୀ):ଆହୁରି ଅଧିକ ସୁଦୃଢ଼ ହେବ ଜଙ୍ଗଲ ସୁରକ୍ଷା ଅଭିଯାନ। ଜଙ୍ଗଲ ନିଅଁା, ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ସହ ଶିକାର ଓ ଚୋରା କାରବାର ରୋକିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଜଙ୍ଗଲ ସୁରକ୍ଷାରେ ଅଲ୍-ଟେରେନ୍ ଭେହିକିଲ୍…
ଓଡ଼ିଶାର ବିକାଶ ପାଇଁ ସମ୍ପୂର୍ଣ୍ଣ ସମର୍ପିତ: ମୋଦି
ଭୁବନେଶ୍ୱର, ୩୦ା୧୧(ସୁନିତ୍ ମିଶ୍ର): ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସମର୍ପିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ୩ ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିବା ମୋଦି ଶୁକ୍ରବାର ବିମାନବନ୍ଦର ନିକଟରେ ଅନୁଷ୍ଠିତ ଜନସଭାରେ…
ବବିଙ୍କ ଭାଇଙ୍କୁ ମିଳିଲା ଜାମିନ, ହେଲେ ଜେଲ୍ରୁ ମୁକୁଳିପାରିବେ ନାହିଁ
ଯାଜପୁର ଟାଉନ,୨୯ା୧୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ରାଜନୈତିକ ହଟଚମଟ ବଢ଼ିବାକୁ ଲାଗିଥିବାବେଳେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କୁ ୪ ମାମଲା ମଧ୍ୟରୁ…
୬ ଘଣ୍ଟାରେ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ଛେଚିବ…
ଭୁବନେଶ୍ୱର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା…
ଦେଶର ପାଓ୍ବାରଫୁଲ ୧୦ ଡିଜି, କାଲି ହେବ ରଣନୀତି, ଶତ୍ରୁପକ୍ଷ…
ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ହେବ ରଣନୀତି। ସାବାଡ ହେବେ ଶତ୍ରୁ। ଟପ୍ ପୋଲିସ ଅଫିସରଙ୍କ ସହ ରଣନୀତି ପ୍ରସ୍ତୁତ କରିବେ ଅଜିତ ଡୋଭାଲ। ତାଙ୍କ ନାଁ ଉଣା ଅଧିକେ ସମନ୍ତେ ଶୁଣିଥିବେ। ହେଲେ ସେ କୌଣସି ସାଧାରଣ ବ୍ୟକ୍ତି ନୁହଁନ୍ତି ବରଂ ଡୋଭାଲ…
ଦେଓମାଳିରେ ତମ୍ବୁ ଲଗାଇବା ନେଇ କଟକଣା ଜାରି କଲା ପ୍ରଶାସନ
ପଟ୍ଟାଙ୍ଗି୨୯।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ରହିଛି ଦେଓମାଳି ପର୍ଯ୍ୟଟନ ସ୍ଥଳ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ରହିବାର ଏବଂ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ତମ୍ବୁର ବ୍ୟବସ୍ଥା କରାଯାଇଛି। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ…
ଲଘୁଚାପ ବର୍ଷା ବଢାଇଲା ଚାଷୀଙ୍କ ଚିନ୍ତା
ଧରାକୋଟ,୨୯ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଲଘୁଚାପ ଜନିତ ବର୍ଷା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଗଞ୍ଜାମ ଜିଲାରେ ଶୁକ୍ରବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହି ପୂର୍ବାହ୍ନ ୧୦ଟାରୁ ବର୍ଷା ହୋଇଥିଲା। ବର୍ତ୍ତମାନ ଧାନ ଅମଳ ସମୟ ହୋଇଥିବାରୁ ଚାଷୀ ବିଲରେ କେଉଁଠି କଳେଇ ପକେଇଛି…
ବସିଥିଲେ ମୋଦି, ଏ କ’ଣ କହିଦେଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୨୯।୧୧: ବିିମାନବନ୍ଦରରୁ ସିଧା ସଭାସ୍ଥଳରେ ପହଞ୍ଚିଥିଲେ ମୋଦି । ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି ମଞ୍ଚ ଉପରକୁ ମୋଦିଙ୍କୁ ସ୍ବାଗତ କରିଥିଲେ । ଏହାପରେ ସେ ନିଜର ଅଭିଭାଷଣ ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ଭାଜପା ସରକାର ଗଠନ କରିବା…
ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍ କଲେ ମୋଦି! ବିରୋଧୀ ଛାନିଆ…
ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି। ଭାଷଣ ମଝିରେ ମୋଦି ବିରୋଧୀଙ୍କୁ ନିଶାନା କରିଛନ୍ତି।…
ବିଦ୍ୟାଳୟ ଅର୍ଥ ଆତ୍ମସାତ୍ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍
ବାଲିଗୁଡ଼ା,୨୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪…
ଓଡ଼ିଆରେ ଏତେ ବଡ଼କଥା କହିଦେଲେ ମୋଦି
ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ କରିଛନ୍ତି। ଓଡ଼ିଆରେ ଅଭିଭାଷଣ ଆରମ୍ଭ କରିଛନ୍ତି ମୋଦି। ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ…

